ନିଷ୍ଠା ପରିବାର ମହିଳା ଶାଖା ଏବଂ ଆକାର ଫାଉଣ୍ଡେସନର ମିଳିତ ଉଦ୍ୟମରେ ରାସନ ସାମଗ୍ରୀ ବଣ୍ଟନ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କରୋନା ମହାମାରୀ ସମୟରେ ଅନେକ ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲକଡାଉନ ପାଇଁ ଲୋକଙ୍କ କାମ ଧନ୍ଦା ପୁରା ବନ୍ଦ ହୋଇଯାଇଛି । ଆଜି ନିଷ୍ଠା ପରିବାରର ମହିଳା ଶାଖା ଓ ଆକାର ଫାଉଣ୍ଡେସନର ମିଳିତ ଉଦ୍ୟମରେ ଆଜି ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା, ଅଡଗାଁ,!-->…
Read More...
Read More...