ଫାର୍ମାସିଷ୍ଟଙ୍କ ୬ଦଫା ଦାବୀ ନେଇ କଳାବ୍ୟାଜ୍ ପରିଧାନ : କାର୍ଯ୍ୟ ବନ୍ଦ ଆନ୍ଦୋଳନ ପାଇଁ ଚେତାବନୀ
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମେତ ୬୪ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୫୧ଜଣ ଫାର୍ମାସିଷ୍ଟ ମାନେ ସେମାନଙ୍କ ବିଭିନ୍ନ ଦାବୀକୁ ତୁରନ୍ତ ପୂରଣ ନେଇ କଳାବ୍ୟାଚ ପରିଧାନ କରିଥିବା ଜଣାପଡିଛି । ଉକ୍ତଦାବୀ ଗୁଡିକ!-->…
Read More...
Read More...