ବଜ୍ରାଘାତରେ ୧ମୃତ ଓ ୪ ଆହତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧଉଡିଆ) : ବଜ୍ରାଘାତରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଚାରି ଜଣ ଗୁରୁତର ଆହତ ହୋଇଥିବା ପ୍ରାପ୍ତ ସୂଚନାରୁ ଜଣାପଡିଛି । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କଲ୍ୟାଣପୁର ପଞ୍ଚାୟତ ସେବତିପୁର ପଶ୍ଚିମପାରି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ତେବେ ମୃତକ ଜଣକ ଗାଁର!-->…
Read More...
Read More...