Monthly Archives

June 2021

ମା’ ମାହେଶ୍ୱରୀ ସେନା ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : କରୋନାର ଦ୍ୱିତୀୟ ଲହରି ସମଗ୍ର ଦେଶକୁ ଏକ ପ୍ରକାର କବଳିତ କରି ରଖିଛି । ତେବେ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବ ପଡିଛି । ଏଥିପାଇଁ ସରକାରଙ୍କ ପକ୍ଷରୁ ସଟଡ଼ାଉନ୍‌ ଏବଂ ଲକ୍‌ ଡାଉନ୍‌ ଜାରି ରହିଥିବା ବେଳେ ଏଭଳି ସମୟରେ ଭୀମ ଭୋଇ ମେଡିକାଲ କଲେଜ
Read More...

ନୂତନ ଅବକାରୀ କାର୍ଯ୍ୟାଳୟ ଓ ଥାନା ଉଦଘାଟନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଆସିକା ଠାରେ ନୂତନ ଭାବେ ଅବକାରୀ ବିଭାଗର ନିରିକ୍ଷକଙ୍କ କାର୍ଯ୍ୟାଳୟ ଓ ଅବକାରୀ ଥାନା କୋଠାଘର ଉଦଘାଟନ ହୋଇଯାଇଛି । ଏହି ଉଦଘାଟନ ଉତ୍ସବ ପାଳନରେ ଗଞ୍ଜାମ ଜିଲ୍ଳାପାଳ ବିଜୟ ଅମୃତ କୁଲାଙ୍ଗେ, ଆସିକା ବିଧାୟିକା ଶ୍ରୀମତୀ ମଞ୍ଜୁଳା ସ୍ବାଇଁ, ଗଞ୍ଜାମ ଜୋନ
Read More...

୧୧କେଭି ତାର ଲାଗି ଦନ୍ତାହାତୀ ମୃତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ଅନ୍ତର୍ଗତ ଲାଠିପୋଡ଼ା ଗ୍ରାମ ଶ୍ମଶାନ ଘାଟ ନିକଟ ଜଙ୍ଗଲରେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ସୂଚନା ମୁତାବକ ୮ ଜଣିଆ ହାତୀ ଦୀର୍ଘ ୩ ଦିନଧରି ଲାଠିପୋଡ଼ା ଅଞ୍ଚଳର ବାଘୁଆପଲି,
Read More...

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬,୪୯୮ ଆକ୍ରାନ୍ତ ଚିହ୍ନଟ : ୨୧୨୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬,୪୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୃତ୍ୟୁ ସଂଖ୍ୟା ୨୧୨୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୯୬ ହଜାର ୪୭୩ରେ ପହଞ୍ଚିଛି । ଏତତ୍ ବ୍ୟତୀତ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ
Read More...

କୋଭିଡ ଯୋଦ୍ଧା ଡିଏସ୍‌ପି ଶେଷଦେବ ବରିହାଙ୍କୁ ଗାର୍ଡ ଅଫ୍‌ ଅନର୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : କୋଭିଡ ଆକ୍ରାନ୍ତ ହୋଇ କୋଭିଡ ଯୋଦ୍ଧା ବଲାଙ୍ଗିର ଡିଏସ୍‌ପି ଶେଷଦେବ ବରିହା ପ୍ରାଣ ହରାଇଥିବା ବେଳେ ଆଜି ସ୍ଥାନୀୟ ମନୋହରପୁର ପୋଲିସ ଗ୍ରାଉଣ୍ଡରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ଏହି କାର୍ୟ୍ୟକ୍ରମରେ ବଲାଙ୍ଗିର
Read More...

କନ୍ଦକେଲଗାଁ ରେଲୱେ ଲାଇନ ନିକଟରେ ଯୁବକଙ୍କ ଆତ୍ମହତ୍ୟା : କାରଣ ଅସ୍ପଷ୍ଟ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେନ୍ଦକେଲଗା ରେଲୱେ ଲାଇନ ନିକଟରୁ ଜଣେ ଯୁବକଙ୍କ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ତେବେ ଯୁବକ ଜଣକଙ୍କ ପରିଚୟ ମିଳିପାରି ନଥିବା ବେଳେ କେଉଁ କାରଣରୁ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ତାହା ବର୍ତ୍ତମାନ
Read More...

ଛତ୍ରପୁର ବିଧାୟକଙ୍କ ଦ୍ୱାରା ସ୍ୱତନ୍ତ୍ର ଟୀକାକରଣ କେନ୍ଦ୍ର ଉଦଘାଟିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲାସଦର ମହକୁମା ଛତ୍ରପୁରଠାରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ୩ଟି ସ୍ଥାନରେ ଟିକାକରଣ କେନ୍ଦ୍ରମାନ ଖୋଲା ଯାଇଛି । ସୋମବାର ଆରମ୍ଭ ହୋଇଥିବା ଛତ୍ରପୁର କଲ୍ୟାଣ ମଣ୍ଡପଠାରେ ବିବିଧ ଵ୍ୟଵସ୍ଥାପନାରେ ଆୟୋଜିତ ଟିକାକରଣ କେନ୍ଦ୍ରରେ ଛତ୍ରପୁର
Read More...

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବି କମୁଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୬ ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ସୁସ୍ଥତା ହାର ବି ବେଶ୍‌ ବଢ଼ି ବଢ଼ି ଚାଲିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସେହି ଅନୁପାତରେ କମିବାରେ ଲାଗିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୮୯୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ
Read More...

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା : ୫୧ ମୃତ, ଶତାଧିକ ଆହତ

କରାଚି : ପାକିସ୍ତାନର ଦକ୍ଷିଣ ସିନ୍ଧ ପ୍ରଦେଶରେ ସୋମବାର ସକାଳେ ଏକ ଏକ୍ସପ୍ରେସ ଟ୍ରେନ ଅନ୍ୟଏକ ଟ୍ରେନର ପଟରିରୁ ଓହ୍ଲାଇ ଯାଇଥିବା ବଗି ସହ ଧକ୍‌କା ହେବା ଫଳରେ ୫୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହାକୁ ନିକଟ ଅତୀତରେ ଦେଶରେ ଘଟିଥିବା ସବୁଠାରୁ ବଡ
Read More...