ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି ।!-->…
Read More...
Read More...