Daily Archives

ସାବାସ୍‌ ଡାକ୍ତର : ଅଢେଇ ବର୍ଷ ଛୁଆର ଜୀବନ ବଂଚାଇ ଦେବଦୂତ ସାଜିଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାନବ ସେବା ମାଧବ ସେବା । ଏହି ଚିନ୍ତନକୁ ସମାଜରେ କିଛି କିଛି ଲୋକ ନିଜ ଜୀବନର ମୂଳମନ୍ତ୍ର ଭାବେ ଗ୍ରହଣ କରଥାନ୍ତି । ସଦାସର୍ବଦା ଗରିବ ନିଃସହାୟଙ୍କ ପାଇଁ ସାହାଯ୍ୟ ସହଯୋଗ ଯୋଗେଇ ଦେଇ ଆସୁଥିବା ଅନେକ ଲୋକ ପରଦା ପଛରେ ରହିବାକୁ ପସନ୍ଦ କରନ୍ତି । କେବେ ନିଜର
Read More...

ରମ୍ଭା ବନ୍ୟପ୍ରାଣୀ ବନାଞ୍ଚଳ ଓ ଗାୟତ୍ରୀ ପରିବାର ତରଫରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ବୃକ୍ଷରୋପଣ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନରାମଚନ୍ଦ୍ରପୁର ପଞ୍ଚାୟତର ହରିପୁର-ବୁରୁଡି ସ୍ଥିତ ଲଙ୍ଗଳେଶ୍ୱର ଉଚ୍ଚ ବିଦ୍ୟାଳୟ ଓ ଝାରେଡି ରାଧାଗୋବିନ୍ଦପୁର ପଞ୍ଚାୟତର ଝାରେଡି ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରେ ରମ୍ଭା ବନ୍ୟପ୍ରାଣୀ ବନାଞ୍ଚଳ ଓ ଗାୟତ୍ରୀ ପରିବାର
Read More...

କୃଷ୍ଣଚୁଡା ଇକୋ କ୍ଳବ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବନ୍ଧପଡାରେ ବନ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଳକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାରେ କୃଷ୍ଣଚୁଡା ଇକୋକ୍ଳବ ତରଫରୁ ୭୨ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ୟାମସୁନ୍ଦର ବଗର୍ତ୍ତୀଙ୍କ ସଭାପତିତ୍ୱରେ ଭାରପ୍ରାପ୍ତ
Read More...

ଏଥର ରଥ ଟାଣିବେ ସେବାୟତ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା

ପୁରୀ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ କେବଳ ପୁରୀରେ ହିଁ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ରାଜ୍ୟ ସରକାର ପୂର୍ବରୁ ନିର୍ଦ୍ଦେଶ ଦେଇଛନ୍ତି । ଏଥର କେବଳ ସେବାୟତମାନେ ହିଁ ରଥ ଟାଣିପାରିବେ
Read More...

ମନ୍ତ୍ରୀ ଟୁକୁନି ସାହୁଙ୍କ ଗ୍ୟାସ ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ

ଟିଟିଲାଗଡ, (ଗୌରବ ଦର୍ଜୀ) : ଆଜି ଟିଟିଲାଗଡ଼ ବିଧାୟକ ତଥା ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ ବ୍ଲକ ବାନ୍ଧୁପଲା ଗ୍ରାମ ପଞ୍ଚାୟତ ଅଫିସ ପରିସରରେ ବାନ୍ଧୁପଲା ପଞ୍ଚାୟତର ବିଭିନ୍ନ ଅଙ୍ଗନୱାଡି କର୍ମୀମାନଙ୍କୁ ଗ୍ୟାସ ଚୁହ୍ଲା ସହ ଗ୍ୟାସ
Read More...

୭୨ତମ ବନ ମହୋତ୍ସବ ଉପଲକ୍ଷେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ଜଜ୍‌ ତଥା ବଲାଙ୍ଗିର ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣର ସଚିବ ଦେବାଶିଷ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ଥାନୀୟ ବଚ୍‌ପନ୍‌ ଓ ଏକାଡେ଼ମିକ୍‌ ହାଇଟ୍‌ ପବ୍ଲିକ୍‌ ସ୍କୁଲ ପ୍ରାଙ୍ଗଣରେ
Read More...

ପଲ୍ଲୀ ଆଲୋକ ପାଠାଗାର ଓ ଜୁହାର ପରିବାର ତରଫରୁ କଳାକାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଆଗଲପୁର, (କେପିଏନ୍‌ଏସ୍‌) : କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଅନେକ ସମୟରେ ଲକ୍‌ଡାଉନ୍‌ ଜାରି କରୁଛନ୍ତି । ଫଳରେ ଅନେକ କଳାକାରଙ୍କ ଜୀବନ ଜୀବିକା ପ୍ରଭାବିତ ହେଉଛି । ଏଭଳି ଏକ ସମୟରେ ଏହି କଳାକାର ମାନଙ୍କୁ ଉତ୍ସାହିତ କରିବା ପାଇଁ ସ୍ୱର୍ଗତ ଅଟଳ ବିହାରୀ ପଣ୍ଡାଙ୍କ ସ୍ମୃତି
Read More...

ନୃସିଂହନାଥ ବନାଞ୍ଚନ ପକ୍ଷରୁ ୭୨ତମ ବନ ମହୋତ୍ସବ ସପ୍ତାହ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲସ୍ଥିତ ଅଗ୍ନିସମ ବିଭାଗ କାର୍ଯ୍ୟାଳୟ ପରିସରରେ ନୃସିଂହନାଥ ବନାଞ୍ଚଳ ପକ୍ଷରୁ ୭୨ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୃସିଂହନାଥ ବନାଞ୍ଚଳ ଅଧିକାରୀ ଗିରିଧାରୀ ପ୍ରଧାନ ମୂଖ୍ୟ ଅତିଥି, ବନପାଳ ଲୋକେଶ
Read More...

ଟିଟିଲାଗଡ ତହସିଲଦାରଙ୍କୁ ପୌରପରିଷଦ ନିର୍ବାହୀ ଅଧିକାରୀ ଅତିରିକ୍ତ ଦାୟିତ୍ଵ

ଟିଟିଲାଗଡ, (ଗୌରବ ଦର୍ଜୀ) : ଟିଟିଲାଗଡ଼ର ତହସିଲଦାର କାର୍ଯ୍ୟାଳୟରେ କାର୍ଯ୍ୟରତ ଭାବରେ ଥିବା ତହସିଲଦାର ପ୍ରେମଲାଲ ହିଆଳଙ୍କୁ ଟିଟିଲାଗଡ ପୌରପରିଷଦ ନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ଵ ଦେଇଛନ୍ତି ବଲାଙ୍ଗିର ଜିଲ୍ଲାପାଳ । ବଲାଙ୍ଗିର ଜିଲ୍ଲା ସହରୀ ଉନ୍ନୟନ ବିଭାଗର ଜୁଲାଇ ତିନି
Read More...

ସରସ୍ୱତୀ ଶିଶୁ ମନ୍ଦିରରେ ବନ ମହୋତ୍ସବ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ରେଞ୍ଜ ଅଧିକାରୀ ରାଜକିଶୋର ନାଏକ, ଶିକ୍ଷକ ଭକ୍ତଚରଣ ନାଏକ ଅତିଥି ଭାବେ ଯୋଗ ଦେଇଥିଲେ । ବରିଷ୍ଠ ଆଚାର୍ଯ୍ୟ ନିତ୍ୟାନନ୍ଦ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
Read More...