Daily Archives

ଶାବୁଳିଆ ହାଇସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଖଲିକୋଟ ବ୍ଲକ୍ ଅନ୍ତର୍ଗତ ଶାବୁଳିଆ ହାଇସ୍କୁଲରେ ଅଥବା ଷ୍ଟୁଡେଣ୍ଟ ନୋଡାଲ ହାଇସ୍କୁଲ ଶାବୁଳିଆ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନ ସଚେତନତା ସାଂଗକୁ ବୃକ୍ଷର ମହତ୍ୱପୂର୍ଣ୍ଣ ଅବଦାନ ସଂପର୍କରେ
Read More...

ସାମ୍ବାଦିକ ମାନଙ୍କୁ ମାକ୍ସ ଓ ସାନିଟାଇଜର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : କରୋନା ମହାମାରୀ ସମୟରେ ପ୍ରତିନିଧିମାନେ ନିଜ ଜୀବନ ବାଜି ଲଗାଇ ନିଜ ଦାୟିତ୍ୱ ନିର୍ବାହ କରିଛନ୍ତି । ରାଜ୍ୟରେ ରାଜ୍ୟ ସରକାର ସାମ୍ବାଦିକ ମାନଙ୍କୁ ଆଗଧାଡିର କୋଭିଡ ଯୋଦ୍ଧା ବୋଲି ମାନ୍ୟତା ମଧ୍ୟ ପ୍ରଦାନ କରିସାରିଛନ୍ତି । ବଲାଙ୍ଗିର କ୍ରେଡିଟ୍‌ ଆକ୍ସେସ୍‌
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ପ୍ରତିବାଦରେ ବିଜେପି ପକ୍ଷରୁ ଅତାବିରା ବ୍ଲକ ଘେରାଉ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅନ୍ତର୍ଗତ ଅତାବିରା ନିର୍ବାଚନ ମଣ୍ଡଳୀରେ ଥିବା ଅତାବିରା ବ୍ଲକ ଅତାବିରା ନିର୍ବାଚନ ମଣ୍ଡଳୀର ସଭ୍ୟଙ୍କ ଦ୍ୱାରା ଗରିବ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ୨୬ଲକ୍ଷରୁ ଉର୍ଦ୍ଧ୍ବ ପ୍ରଧାନ ମନ୍ତ୍ରୀ ଆବାସ ବ୍ୟାପକ
Read More...

ସଇଁନ୍ତଲା ପଞ୍ଚାୟତରେ ୨୬ ଜଣଙ୍କୁ ମନ୍ତ୍ରୀ ଟୁକୁନି କଲେ ଭତ୍ତା ବଣ୍ଟନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁଙ୍କ ଦ୍ଵାରା ୨୬ଜଣ ବୃଦ୍ଧ ବୃଦ୍ଧାମାନଙ୍କୁ ଭତ୍ତା ପ୍ରଦାନ କରାଯାଇଛି । ଏଥିରେ ସ୍ଥାନୀୟ ବିଡିଓ
Read More...

ସଇଁନ୍ତଲା ଡାକ୍ତରଖାନା ପରିସରରେ ୬୨ କେଭି ଜେନେରେଟର ମନ୍ତ୍ରୀ ଟୁକୁନିଙ୍କ ଦ୍ଵାରା ଲୋକାର୍ପଣ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ୬୨ କେଭି କ୍ଷମତା ସମ୍ପୂର୍ଣ୍ଣ ଜେନେରେଟରକୁ ଆଜି ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଲୋକାର୍ପଣ କରିଛନ୍ତି । ତେବେ ଡାକ୍ତରଖାନାରେ ବିଭିନ୍ନ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ପ୍ରତିବାଦରେ ବିଜେପି ପକ୍ଷରୁ ସଇଁନ୍ତଲା ବ୍ଲକ ଘେରାଉ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକକୁ ସମ୍ପ୍ରତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟରେ ହୋଇଥିବା ହଜାରେ କୋଟିର ଦୁର୍ନୀତିର ପ୍ରତିବାଦ କରି ଶତାଧିକ କାର୍ଯ୍ୟକର୍ତ୍ତା ବଲାଙ୍ଗିର ସାଂସଦଙ୍କ ସଇଁନ୍ତଲା ବ୍ଲକ
Read More...

ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ‌‌‌ ବିଧାୟକ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି, ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୁଡ଼ାମଣି
Read More...

ବଲାଙ୍ଗିର ଜିଲ୍ଲାରେ ମାତ୍ର ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : କରେନାର ଦ୍ୱିତୀୟ ତରଙ୍ଗ ସମୟରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଛି ବଲାଙ୍ଗିର ଜିଲ୍ଲାରେ ବୋଲି ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନମ୍ବର ୨ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Read More...

ଲରମ୍ଭାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀ ବିଂଝାଲ ସମାଜର କାର୍ଯ୍ୟକାରିଣୀ ବୈଠକ : ସମାଜ ସମ୍ମିଧାନର ଆହୁତ…

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଳକ ଲରମ୍ଭା ବାଗପଡା ଠାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀବାସୀ ବିଂଝାଲ ସମାଜର ଏକ ସାକ୍ଷାତକାର ସଭା ବଲାଙ୍ଗିର ଜିଲ୍ଲା ସଭାପତି ତଥା ଉପଲାଟସଭାପତି ସଭାପତି ଚନ୍ଦ୍ର ଶେଖର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଉପରଝର ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଉପରଝର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୨ତମ ବନ ମହୋତ୍ସବ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ବ୍ଲକ ସହ ଶିକ୍ଷାଅଧିକାରୀ ଶ୍ରୀ ଅଜିତ୍ ମିଶ୍ର, ସିଆରସିସି ଶ୍ରୀ ତପନ ନାଗ, ପ୍ରଧାନଶିକ୍ଷକ ଶ୍ରୀ ନରେଶ ସାହୁ, ମୋ
Read More...