ଅଳିଆ ଗଦାରୁ ଉଦ୍ଧାର ହୋଇଥିବା ମାନସିକ ବିକୃତ ବ୍ୟକ୍ତିଙ୍କ ଥଇଥାନ
ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଦୀର୍ଘ ଦୁଇମାସ ତଳେ ଅଳିଆ ଗଦାରୁ ଅତ୍ୟନ୍ତ ସଂକଟାପନ୍ନ ଭାବରେ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଥିଲା । ୧୦୮ ଆମ୍ବୁଲେନ୍ସ ଯୋଗେ ଉଦ୍ଧାର କରି ତାଙ୍କୁ ବରଗଡ ମୁଖ୍ୟ ଚିକିତ୍ସାଳୟକୁ ପ୍ରାଥମିକ ଚିକିତ୍ସା ପାଇଁ ସ୍ୱେଚ୍ଛାସେବୀ ସଂଗଠନ ନିଷ୍ଠା ଡାକ୍ତରଖାନାରେ!-->…
Read More...
Read More...