Daily Archives

ଡ.ଏପିଜେ ଅବଦୁଲ କାଲାମ ଜନ କଲ୍ୟାଣ ପରିଷଦ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଖଲ୍ଲିକୋଟ ବ୍ଲକର ଭରସା ଗ୍ରାମ ନିକଟସ୍ଥ ପେଟ୍ରୋଲ ପମ୍ପ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ଯଥା ଅଁଳା, ଡାଲିମ୍ବ, ପିଜୁଳି, ଅମୃତଭଣ୍ଡା, ସଜନା ଇତ୍ୟାଦି ବୃକ୍ଷମାନ ରୋପଣ କରାଯାଇଥିଲା
Read More...

ଲୋହାରପାଲି ପଞ୍ଚାୟତ ସ୍ତରୀୟ ସଂଘ ତରଫରୁ ଖାଦ୍ୟ ସୁରକ୍ଷା, ସ୍ୱାସ୍ଥ୍ୟ ଓ ପରିମଳ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଲୋହାରପାଲି ପଞ୍ଚାୟତ ଅଧୀନସ୍ଥ କବିବରପୁର, ଗାମ୍ଭାରୀଡିହି, ସର୍ଗିଯୋରୀ, ଲୋହାରପାଲି ଗ୍ରାମ ଠାରେ ଗତ ୫ ରୁ ୧୧ ତାରିଖ ପର୍ୟ୍ୟନ୍ତ ଖାଦ୍ୟ ସୁରକ୍ଷା, ଶିକ୍ଷା, ସ୍ବାସ୍ଥ୍ୟ ଓ ପରିମଳ ଉପରେ ବ୍ୟାପକ ଆଲୋଚନା ଅନୁଷ୍ଠିତ ହୋଇଥିଲା । ଏହି
Read More...

କଟକ ୱଡସ ସମ୍ବଲପୁର ଓଡ଼ିଆ ଚଳଚ୍ଚିତ୍ରର ପାଣ୍ଡୁଲିପି ପୂଜୋନତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସ୍ଥିତ ମାଁ ଶ୍ୟାମାକାଳୀଙ୍କ ମନ୍ଦିରରେ ଆଜି କଟକ ୱଡସ ସମ୍ବଲପୁର ଓଡ଼ିଆ ଚଳଚ୍ଚିତ୍ରର ପାଣ୍ଡୁଲିପି ପୂଜା ଆରାଧନା କରାଯିବା ସହ ମୁହୁରତ ଅନୁଷ୍ଠିତ ହୋଇଯାଇଛି । ଏହି ଚଳଚ୍ଚିତ୍ରରେ ପୂର୍ବ ଏବଂ ପଶ୍ଚିମ ଓଡ଼ିଶାର ସପ୍ସସ୍କୃତି ପରମ୍ପରାର ଝଲକ ରହିବ ।
Read More...

ବିଜେଡି ଯୁବ ଓ ଛାତ୍ର ଶାଖା ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କରୋନା ସମୟରେ ରକ୍ତାଭାବକୁ ଦୁର କରିବା ପାଇଁ  ବରଗଡ଼ ବିଧାୟକ ଦେବେଶ ଆଚାର୍ୟ୍ୟଙ୍କ ତତ୍ବାବଧାନରେ ଆଜି ବରଗଡ଼ ବ୍ଲକ ଅନ୍ତର୍ଗତ ବରଗାଁ ପଞ୍ଚାୟତ ଠାରେ ଜିଲ୍ଲା ବିଜୁ ଯୁବ, ଛାତ୍ର ଜନତା ଦଳ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।
Read More...

ଚନ୍ଦନଭାଟିରେ ମହିଳାଙ୍କ ଦାବୀ ପୂରଣ ହେଲା : ହାଇମାଷ୍ଟ ଓ ଷ୍ଟ୍ରିଟଲାଇଟର ଲୋକାର୍ପଣ କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମର ମହିଳାମାନଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି । ଆଜି ସନ୍ଧ୍ୟାରେ ମହିଳାମାନଙ୍କ ଦାବୀ ମୁତାବକ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଦ୍ୱାରା ଚନ୍ଦନଭାଟି ଗାଁ ପାଇଁ ୪ ଗୋଟି ହାଇମାଷ୍ଟ ଲାଇଟ ଓ ୪ଟି
Read More...

ପ୍ରତିଯୋଗୀ ଚୟନ ପାଇଁ ଖପ୍ରାଖୋଲ ବ୍ଲକ ସ୍ତରୀୟ ଆଲୋଚନା

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ବାଘମୁଣ୍ଡ କେନ୍ଦ୍ରର ସିଆର ସିସି ବନମାଳୀ ସାହୁଙ୍କ ସଂଯୋଜନାରେ କେନ୍ଦ୍ରୀୟ ପ୍ରୋସେସର ଅନ୍‌ଲାଇନ୍‌ ମାଧ୍ୟମରେ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ପୁରୋହିତ, ସମସ୍ତ ସିଆରସିସି,
Read More...

ଲୋଇସିଂହା ବ୍ଳକ ବିଜେପି ପକ୍ଷରୁ ଭ୍ରାମ୍ୟମାଣ ଡିଜିଟାଲ ସେବା ଆରମ୍ଭ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ନିର୍ବାଚନ ମଣ୍ଡଳୀର ବୁର୍ଡା ଗ୍ରାମ ଠାରେ ଭ୍ରାମ୍ୟମାଣ ଡିଜିଟାଲ ସେବା କେନ୍ଦ୍ରର ଶୁଭାରମ୍ଭ କରାଯାଇଛି । ବିଜେପି ଯୁବ ସଂଗଠକ ରାଜୁ ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି
Read More...

ନିଜ ପାଇଁ ରାସ୍ତା ନିର୍ମାଣ କଲେ ଆଦିବାସୀ ମହିଳା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନପୁର ଗ୍ରା.ପ. ଅଧୀନସ୍ଥ ମଧୁପୁର ଗ୍ରାମର ଧରୁଆପଡା ଏକ ଆଦିବାସୀପଡା । ଏହି ପଡାରେ ୧୫ ଗୋଟି ଆଦିବାସୀ ପରିବାର ଆଜିକୁ ଦୀର୍ଘ ୧୫୦ବର୍ଷରୁ ଅଧିକ ବର୍ଷ ହେବ ବସବାସ କରି ଆସୁଛନ୍ତି । କିନ୍ତୁ ଦୁଃଖର ବିଷୟ ଯେ, ଏହି ପଡାକୁ
Read More...

ଜର୍ନାଲିଷ୍ଟ ଏସୋସିଏସନ୍ ଅଫ ବରଗଡ ପକ୍ଷରୁ ଦେବଦର୍ହା ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜର୍ନାଲିଷ୍ଟ ଏସୋସିଏସନ୍ ଅଫ ବରଗଡ (ଜାବ) ପକ୍ଷରୁ ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଦେବଦର୍ହା ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜାବର ସଭାପତି ରବି ପଣ୍ଡାଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା
Read More...

ଯୁବନେତା ଅର୍କେଶଙ୍କ ସଦର ବ୍ଲକର ବିଭିନ୍ନ ଗାଁ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସଦର ବ୍ଲକର ପୂର୍ବତନ ସରପଞ୍ଚ ତଥା ବିଜେଡିର ବରିଷ୍ଠ ନେତା ସ୍ୱର୍ଗତ ସନ୍ତୋଷ ରାଉତରାୟଙ୍କ ବାସଭବନରେ ତାଙ୍କ ପରିବାର ବର୍ଗଙ୍କୁ ସାକ୍ଷାତ କରି ସମବେଦନା ଜଣାଇଥିଲେ ଯୁବନେତା ଅର୍କେଶ ନାରାୟଣ ସିଂହଦେଓ । ଏହା ପରେ ବ୍ଲକର ବିଭିନ୍ନ ପଞ୍ଚାୟତ
Read More...