Daily Archives

ଗୋଟିଏ କୋଟିରୁ ଉର୍ଦ୍ଧ ହେବ ଗଞ୍ଜେଇ ଜବତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାୟଗଡା ଜିଲ୍ଲା ଚନ୍ଦ୍ରପୁର ଥାନା ଅନ୍ତର୍ଗତ ରବିଗୁଡା ଛକ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ବେଳେ ୧୧ କ୍ବିଣ୍ଟାଲ ୮୦ କେଜି ଗଞ୍ଜେଇ ସହ ୩ଜଣଙ୍କୁ ମଧ୍ୟ କାବୁ କରିବାରେ ସଫଳ ହେଲା ପୋଲିସ । ଜବତ ଗଞ୍ଜେଇର ଆନୁମାନିକ ମୁଲ୍ୟ ୧ କୋଟିରୁ
Read More...

ପରିବାର ନିୟୋଜନ ସଚେତନତା ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପରିବାର ନିୟୋଜନ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ସ୍ଵାସ୍ଥ୍ୟକେନ୍ଦ୍ରର ଡାକ୍ତର ପୂଜାଶ୍ରୀ ମିଶ୍ର ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ପନ୍ଦର ଦିନ ଯାଏଁ ନାଇକେନପାଲି
Read More...

୧୫ ଜୁଲାଇରେ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମପନ୍ଥୀ ଦଳ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତ ବର୍ଷରେ କଂଗ୍ରେସ ଠାରୁ ବଳି ପଡିଥିବା କେନ୍ଦ୍ରର ବିଜେପି ସରକାରଙ୍କ ଅହେତୁକ ଦରବୃଦ୍ଧି ନେଇ ବାମପନ୍ଥୀ ଦଳ ୧୫ ଜୁଲାଇରେ ଓଡ଼ିଶା ବନ୍ଦ ଡାକରା ଦେଇଛି, ବୋଲି ଏକ ପ୍ରେସ ବିଜ୍ଞପ୍ତିରୁ ଜଣାପଡିଛି । ପ୍ରକାଶ ଥାଉକି, ପେଟ୍ରୋଲିୟମ ଜାତ-ତୈଳ,
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ବରଗଡ଼,
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୨୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୨୫୪୬୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୫୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୯୬୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ଖେଲ ଇଣ୍ଡିଆ ପ୍ରଶିକ୍ଷଣ ଶିବିରରେ ସ୍ଥାନ ପାଇଲେ ଡେଲାଙ୍ଗ କବି ପ୍ରସନ୍ନ ପାଟ୍ଟଶାଣୀ ଉଚ୍ଚ ବିଦ୍ୟାଳୟର ୭ଜଣ…

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଳକ ଅନ୍ତର୍ଗତ କବି ପ୍ରସନ୍ନ ପାଟ୍ଟଶାଣୀ ଉଚ୍ଚ ବିଦ୍ୟାଳୟର ସାତ ଜଣ ଛାତ୍ରଛାତ୍ରୀ ଖେଲ ଇଣ୍ଡିଆ ପ୍ରଶିକ୍ଷଣ ଶିବିରରେ ସ୍ଥାନ ପାଇଛନ୍ତି । ଚଳିତ ବର୍ଷ ଓଡିଶା ସରକାର ଓ ଓଡିଶା ଖୋ ଖୋ ସଂଘର ମିଳିତ ସହଯୋଗରେ ଭୁବନେଶ୍ୱର କୀଟ
Read More...

କୃତି ଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ଶ୍ରୀପୁରୁଷୋତ୍ତମପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ଛଅ ଜଣ କୃତୀ ଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଛଅ ଜଣ ଛାତ୍ରୀ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ ଗ୍ରେଡରେ ପାସ ହୋଇଛନ୍ତି । ସେମାନେ ହେଲେ
Read More...