ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ଫେଡେରେସନର ଭର୍ଚୁଆଲ୍ ମିଟିଂ ଅନୁଷ୍ଠିତ
ପାଟଣାଗଡ଼, (ଗୋରେଖନାଥ ବରିହା) : ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ଫେଡେରେସନର ସେକ୍ରେଟାରୀ ଜେନେରାଲଙ୍କ ଆବାହନ କ୍ରମେ, ସଭାପତିଙ୍କ ଅଧ୍ୟକ୍ଷତାରେ ଏକ ଭର୍ଚୁଆଲ ମିଟିଂ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଜ୍ୟ ଫେଡେରେସନର ସଭାପତି ତ୍ରିଲୋଚନ ନାୟକ, ସମ୍ପାଦକ କାହ୍ନୁ ମହାନ୍ତି, ଉପସଭାପତି!-->…
Read More...
Read More...