ଗତ ୨୪ ଘଂଟାରେ ରାଜ୍ୟରେ ୨୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୨୧୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୧୩ କ୍ୱାରେନ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୮୯୭ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି!-->…
Read More...
Read More...