Daily Archives

ଜୋଖିପାଲି ହାଇସ୍କୁଲ ପରିଦର୍ଶନ କଲେ ଜିଲ୍ଲାପାଳ ମୋନୀଷା ବାନାର୍ଜୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ଯୋଖିପାଲି ପଞ୍ଚାୟତ ଉଚ୍ଚବିଦ୍ୟାଳୟ, ଯୋଖିପାଲିକୁ ବରଗଡ ଜିଲ୍ଲାପାଳ ମୋନିଷା ବାନାର୍ଜୀ, ପିଡି ଡିଆର୍‌ଡିଏ, ବିଜେପୁର ବିଡିଓ ଏବଂ ସହଯନ୍ତ୍ରୀ ପରିଦର୍ଶନ କରିଥିଲେ । ମୋ ସ୍କୁଲ ଅଭିଯାନ ଅନ୍ତର୍ଗତ
Read More...

ନୂତନ ଗୀର୍ଜା ଘର ଉଦ୍‌ଘାଟିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ଗାନ୍ଧୀନଗରଠାରେ ସିଏନଆଇ ମଣ୍ଡଳୀର ନୂତନ ଗୀର୍ଜା ଘର ସମ୍ବଲପୁର ଡାଏସିସର ବିଶପ ଡଃ ପିନୁଏଲ ଦୀପ ଏବଂ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଦ୍ଵାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ଜିଲ୍ଲା ମଣ୍ଡଳୀ ପରିଷଦର ଉପସଭାପତି
Read More...

ଫସଲ ବୀମା ଯୋଜନାରେ ଜାଲିଆତି ପ୍ରସଙ୍ଗ, ନକଲି ଚାଷୀଙ୍କୁ ଧରିବା ପାଇଁ ତଦନ୍ତ ଦାବୀ କଲା ଆପ୍

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବ୍ୟାପକ ଜାଲିଆତି ହେଉଥିବା ଅଭିଯୋଗ କରି ଏହାର ଜିଲ୍ଲାପାଳଙ୍କ ଦ୍ୱାରା ତଦନ୍ତ ଦାବୀ କରିଛି ଆମ୍ ଆଦମୀ ପାର୍ଟି । ଚଳିତ ଖରିଫ ଋତୁରେ ପଦ୍ମପୁର ଉପଖଣ୍ଡ ଗାଇସିଲଟ, ପଦ୍ମପୁର, ପାଇକମାଲ, ବିଜେପୁର, ଝାରବନ୍ଦ
Read More...

ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁ, ଜଣେ ଗୁରୁତର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ଥାନା ବେଲଗାଁ ଫାଣ୍ଡି ନିକଟସ୍ଥ ସ୍ଥାନୀୟ ବଙ୍ଗଳା ପାଖରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ଜଣାପଡିଛି । ସୂଚନା ମତେ ଜାତୀୟ ରାଜପଥ ୨୬ ନିକଟ
Read More...

ରକ୍ତଦାନ କରି କିଡନୀ ରୋଗୀଙ୍କ ଜୀବନ ବଞ୍ଚାଇଲେ ରକ୍ତଦାତା ନିତ୍ୟାନନ୍ଦ ଷଡ଼ଙ୍ଗୀ

ଦେଓଗାଁ, (ମନୀଷ କୁମାର ସାହୁ) : ଭବାନୀପାଟଣା ମେଡିକାଲରେ ଜଣେ ରୋଗୀଙ୍କୁ ରକ୍ତ ଦରକାର ପଡ଼ିଥିବା ଖବର ପାଇ ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ସାଲେପାଲି ଗାଁର ରକ୍ତଦାତା ନିତ୍ୟାନନ୍ଦ ଷଡ଼ଙ୍ଗୀ ଯାଇ ରକ୍ତଦାନ କରି ଜୀବନ ବଞ୍ଚାଇଛନ୍ତି । ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ
Read More...

ବିଜେପିର ୧୨ନଂ ଜୋନ ପକ୍ଷରୁ ମୋଦୀଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ରବିବାର ଦିନ ଦେଓଗାଁ ବ୍ଲକ ଅର୍ନ୍ତଗତ ସିଂହାମୁଣ୍ଡା ପଞ୍ଚାୟତର ଖଲିଆପାଲିରେ ଦେଓଗାଁ ବ୍ଲକ ବିଜେପି ୧୨ନଂ ଜୋନ୍‌ ମଣ୍ଡଳ ସଭାପତି ବାସୁଦେବ ସିଂ ନିନାଙ୍କ ନେତୃତ୍ଵରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅନୁରୋଧ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ଲାଉମୁଣ୍ଡା ଗ୍ରାମ ପଞ୍ଚାୟତରେ ବେଆଇନ ଭାବରେ ସରକାରୀ ଜମିକୁ ଅନେକ ଲୋକେ ଜବରଦଖଲ କରି ଆସୁଛନ୍ତି । ଏହାକୁ ସ୍ଥାନୀୟ ଲୋକମାନେ ବିରୋଧ କରିଆସୁଥିଲେ ସୁଦ୍ଧା ବିଜେପୁର ତହସିଲଦାର କୌଣସି କାର୍ଯ୍ୟାନୁଷ୍ଠାନ
Read More...

୫ ଫୁଟ ୫ ଇଞ୍ଚର ନାଗସାପ ଉଦ୍ଧାର କଲେ ବିକି

ସଇଁନ୍ତଲା, (ଅଜିତ କୁମାର ସାହୁ) : ସାପକୁ ଧରିବା ପାଇଁ ଲୋକେ ଭୟ କରୁଥିବା ବେଳେ ସାପ ବାହାରିଲେ ମନେ ପଡ଼ନ୍ତି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଶିଷକେଲା ଗାଁର ଯୁବକ ବିକି ଜି ନାଗ । ତେବେ ଆଜି ଶିଷକେଲା ଗାଁର ଭଗବାନ ସାହୁଙ୍କ ଘରରୁ ନାଗସାପ ବାହାରିଥିଲା । ସାପ ଧରାଳି ବିକିଙ୍କୁ ଖବର
Read More...

ମହିଳାଙ୍କ ଭିଡିଓ ଉତ୍ତୋଳନ ପଡିଲା ମହଙ୍ଗା

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଚାରଭାଟି ଗ୍ରାମରେ ଆଜି ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ ଚାରଭାଟି ଗ୍ରାମର ଏକ ନାଳରେ ଗ୍ରାମର ଝିଅ ଓ ମହିଳା ମାନେ ଗାଧୋଉ ଥିବା ସମୟରେ ଜଣେ ବ୍ୟକ୍ତି ଏକ ଗଛ ତଳେ ଲୁଚି ମୋବାଇଲ ଯୋଗେ
Read More...

ୟୁଥ ଏକ୍ସନ କମିଟି ତରଫରୁ କୋସଲ ସ୍ୱାଭିମାନ ପଦଯାତ୍ରା ପାଇଁ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସନ୍ଧ୍ୟା ୫ଟା ସମୟରେ ବଲାଙ୍ଗିର ୟୁଥ ଏକ୍ସନ କମିଟି କାର୍ଯ୍ୟାଳୟରେ ସଭାପତି ବିନୋଦ କୁମାର କାଲସାଏଙ୍କ ନେତୃତ୍ୱରେ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଶ୍ଚିମ ଓଡ଼ିଶା ପ୍ରତି ହୋଇଥିବା ଅନ୍ୟାୟ ପାଇଁ କୋସଲ ସ୍ୱାଭିମାନ ପଦଯାତ୍ରା ପାଇଁ ଏକ ବୈଠକ
Read More...