ଗତ ୨୪ ଘଂଟାରେ ରାଜ୍ୟରେ ୧୮୩୩ ନୂଆ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା ଜିଲ୍ଲା
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୮୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୮୯୧୪କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୭୭୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା!-->…
Read More...
Read More...