ଜାତୀୟ ଡାକ୍ତର ଦିବସରେ ଡାକ୍ତର ଶିଶିର ସାହୁ ସମ୍ବର୍ଦ୍ଧିତ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଜାତୀୟ ଡାକ୍ତର ଦିବସ ଅବରସରେ ସୋହେଲାର ଜଣାଶୁଣା ଡାକ୍ତର ଶିଶିର ସାହୁଙ୍କୁ ମନ୍ତ୍ରୀ ସୁଶାନ୍ତ ସିଂ ସମ୍ବର୍ଦ୍ଧିତ କରିଛନ୍ତି । ମନ୍ତ୍ରୀ ଶ୍ରୀ ସିଂ ଡାକ୍ତର ସାହୁଙ୍କ ବାସଭବନକୁ ପହଞ୍ଚି ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏଠାରେ!-->…
Read More...
Read More...