Monthly Archives

July 2021

ଆଜି ପାଟଣାଗଡରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ପାଟଣାଗଡ, (ଗୋରେଖ ନାଥ ବରିହା) : ଆଜି ପାଟଣାଗଡରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ପାଟଣାଗଡ ବ୍ଲକ କେନ୍ଦୁମୁଣ୍ଡି ଗ୍ରା.ପ. ଏବଂ ତେଣ୍ଡାପଦର ଗ୍ରା.ପ.ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପାଟଣାଗଡ ଏନ୍‌ଏସି ୱାର୍ଡ ନଂ.
Read More...

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ : କୋଇଣ୍ଡାପାଲିର ବିସ୍ଥାପିତଙ୍କୁ ଘରଡିହ ପଟ୍ଟା ବଂଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଲୋୟର୍‌ ସୁକ୍‌ତେଲ୍‌ ଜଳସେଚନ ପ୍ରକଳ୍ପ ନିମନ୍ତେ ବିସ୍ଥାପିତ ହୋଇଥିବା କୋଇଣ୍ଡାପାଲି ଗ୍ରାମର ୩୪ ଜଣ ବିସ୍ଥାପିତଙ୍କୁ ଲର୍କିପାଲି-ସଦେଇପାଲି ପୁନର୍ବାସ ଓ ଥଇଥାନ କଳୋନୀ ନିମନ୍ତେ ଘରଡିହ ପଟ୍ଟା ବଂଟନ କରାଯାଇଛି । ଆଜି ଲୋୟର୍‌ ସୁକ୍‌ତେଲ୍‌ ଜଳସେଚନ
Read More...

ଇଚ୍ଛା ଥିଲେ ସଫଳତା ଆପେ ଆପେ ଆସେ : ସମାଜସେବୀ ନୂତନ ଦାସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାନବ ସେବା ହିଁ ମାଧବ ସେବା । ନିଜେ ନ ଖାଇ ଅନ୍ୟ ଲୋକଙ୍କୁ ପରସି ଦେଇ ପାରିଲେ ମହା ଆନଂଦ ମିଳେ । ଏଭଳି ଚିନ୍ତନରେ ବିଶ୍ୱାସ ରଖି କରୋନା ମହାମାରୀ ସମୟରେ ଲୋକଙ୍କ ପାଇଁ ଦେବଦୂତ ସାଜିଥିଲେ ସମାଜସେବୀ ନୂତନ ଦାସ । ସେ ମଣିଷକୁ ଚିହ୍ନି ପାରୁଥିବା ଜଣେ ମହିଳା
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ବେଲପଡା ବ୍ଲକ କାନୁଟ ଗ୍ରା.ପ.ରୁ ଜଣେ, ଗୁଡେଭେଲା ବ୍ଲକ ସମରା ଗ୍ରା.ପ. ଏବଂ ବିରମୁଣ୍ଡା ଗ୍ରା.ପ.ରୁ ଜଣେ ଲେଖାଏଁ, ପାଟଣାଗଡ ବ୍ଲକ କେନ୍ଦୁମୁଣ୍ଡି
Read More...

କୃଷକ ବଜାର ଦୋକାନ ବଣ୍ଟନ ପ୍ରସଙ୍ଗ : ଚାଷୀ ଟଙ୍କାରେ ନିର୍ମିତ ଦୋକାନ ଚାଷୀଙ୍କୁ ମିଳୁ – ଆମ୍ ଆଦମୀ ପାର୍ଟି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଥିବା କୃଷକ ବଜାର ଠାରେ ନିର୍ମାଣ ହୋଇଥିବା ଦୋକାନ ଗୃହ ବଣ୍ଟନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ କରିଛି ଆମ୍ ଆଦମୀ ପାର୍ଟି । ଚାଷୀଙ୍କ ଟଙ୍କାରେ ତିଆରି ହୋଇଥିବା ଏହି ନୂତନ ଦୋକାନ ଗୃହକୁ ଧନୀ ଶ୍ରେଣୀ
Read More...

କୌଣସି ଛାତ୍ରଛାତ୍ରୀ ଉପଯୁକ୍ତ ଶିକ୍ଷାରୁ ବଞ୍ଚିତ ହେବେନାହିଁ : ସୁବର୍ଣ୍ଣପୁର ଜିଲ୍ଲାପାଳ

ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ସେତୁ କାର୍ଯ୍ୟକ୍ରମର ଶୁଭାରମ୍ଭ : ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୧୯୫ ବିଦ୍ୟାଳୟକୁ ସାମିଲ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ସେତୁ କାର୍ଯ୍ୟକ୍ରମର ଶୁଭାରମ୍ଭ
Read More...

ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ନୂତନ କର୍ମକତ୍ତା ଚୟନ : ସଭାପତି ପୂର୍ଣ୍ଣଚନ୍ଦ୍ର, ସଂପାଦକ ଭାଗବତ

ବୌଦ୍ଧ, (ବଂଶୀଧର ମାଝୀ) : ଓଡିଶା ଜର୍ଣ୍ଣାଲିଷ୍ଟ ୟୁନିୟନ ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ଏକ ସାଧାରଣ ବୈଠକ ବୌଦ୍ଧ ଠାରେ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲା ସଭାପତି ସୁକାନ୍ତ ପଟ୍ଟନାୟକଙ୍କ ଇସ୍ତଫା ପରେ ସାଂଗଠନିକ କର୍ମକତ୍ତା ପୁନଃ ଚୟନ କରାଯାଇଛି । ସୁକାନ୍ତ ପଟ୍ଟନାୟକଙ୍କ
Read More...

ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣରେ ଶିକ୍ଷକ ସଂଘର ଦୃଢ଼ ନିନ୍ଦା

ବୌଦ୍ଧ, (ମମତା ମହାକୁର) : ବଲାଙ୍ଗିର ଜିଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଅଏଁଲାସାରି ଗ୍ରାମର ଶିକ୍ଷକ ଉକାଲୁ ସା ବଲାଙ୍ଗିରରୁ ନିଜ ଗାଁକୁ ଫେରୁଥିବା ବେଳେ କେତେ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିଲେ ଏବଂ ଲୁହା ଛଡ଼ରେ ତାଙ୍କୁ ମାଡ଼ମାରି ତାଙ୍କଠାରୁ ଟଙ୍କାପଇସା ଲୁଟି ନେଇ ତାଙ୍କର ହାତ, ଗୋଡ଼
Read More...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଣି ଗିରଫ ହେଲେ ଭିଜିଲାନ୍ସ କୋର୍ଟର ସରକାରୀ ଓକିଲ

ଭବାନୀପାଟଣା, (ହେମନ୍ତ ସାହୁ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଣି ଗିରଫ ହେଲେ ଭିଜିଲାନ୍ସ କୋର୍ଟର ସରକାରୀ ଓକିଲ ଆଶୁତୋଷ ମିଶ୍ର । ସୂଚନା ଅନୁସାରେ ଗତ ୩ ତାରିଖରେ ପୂର୍ବତନ ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ଫାଣ୍ଡି ଏଏସ୍‌ଆଇ ମଳୟ ରଣାଠାରୁ ଏକ ଲକ୍ଷ ଟଙ୍କା ଲାଞ୍ଚ
Read More...

କୁମ୍ଭାର ଯୁବାମଞ୍ଚର ରାଜ୍ୟସ୍ତରୀୟ କମିଟି ଗଠିତ : ଷ୍ଟେଟ୍‌ ଜଏଣ୍ଟ ସେକେରେଟାରୀ ଭାବେ ନିଯୁକ୍ତ ହେଲେ ରୀମାନ୍ ରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟର କୁମ୍ଭାର ଯୁବାମଞ୍ଚର ପକ୍ଷରୁ ରାଜ୍ୟସ୍ତରୀୟ କମିଟି ଗଠିତ ହୋଇଯାଇଛି । ତେବେ ଓଡିଶାର ୩୦ଟି ଜିଲ୍ଲାକୁ ନେଇ ଏହି କମିଟି ଗଠିତ ହୋଇଯାଇଥିବା ବେଳେ ବଲାଙ୍ଗିରର ଟିଟିଲାଗଡ ବ୍ଲକର ଖୋଲାନ ପଞ୍ଚୟତ ଟଙ୍କାରୁପଡା ଗ୍ରାମର ରୀମାନ୍ ରଣା ଷ୍ଟେଟ୍‌ ଜଏଣ୍ଟ
Read More...