Monthly Archives

July 2021

ସ୍ୱର୍ଗତ ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକରେ ଶ୍ରଦ୍ଧାଞ୍ଜଳି ଜଣାଇଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି

ଭୁବନେଶ୍ୱର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ଓଡିଶା ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି, ବଲାଙ୍ଗିର ପୂର୍ବତନ ଲୋକସଭା ସାଂସଦ ତଥା ବରିଷ୍ଠ ଜନନେତା ନିତ୍ୟାନନ୍ଦ ମିଶ୍ରଙ୍କର ଗତକାଲି ସନ୍ଧ୍ୟା ୭.୨୫ ମି.ରେ ୯୫ ବର୍ଷ ବୟସରେ ଭୁବନେଶ୍ୱରସ୍ଥ ଆମ୍ରି ହସପିଟାଲ ଠାରେ ପରଲୋକ ହୋଇଯାଇଛି ବୋଲି
Read More...

କ୍ଲଷ୍ଟର ସ୍ତରୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟଠାରେ କ୍ଲଷ୍ଟର ସ୍ତରୀୟ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସିଆରସିସି ଜମ୍ବଶ୍ୱର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୯୨୬୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୦୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ବହୁ ଚର୍ଚ୍ଚିତ ଜରାସିଂହା ବୁଢ଼ୀଆଈ ଯାତ୍ରା : ଗୁରସ ରୁକା ପର୍ବ ଶେଷ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଳକର ବହୁ ପ୍ରସିଦ୍ଧ ବୁଢ଼ୀଆଇ ଯାତ୍ରା ଆରମ୍ଭ ହୋଇଯାଇଛି । ପ୍ରତିବର୍ଷ ଆଶାଢ଼ ଶୁକ୍ଳ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେଉଥିବା ଗୁରସ ରୁକା ପର୍ବ ଗତକାଲି କରୋନା କଟକଣା ଅନୁପାଳନ ଅନୁ‌ଷ୍ଠିତ ହୋଇଯାଇଛି । ଆଜି ସେରନି ବଟା ପର୍ବ ପାଳିତ ହେବାକୁ
Read More...

ବରିଷ୍ଠ ନାଗରିକ ସଂଘର ବୈଠକ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସାଧାରଣ ପରିଷଦ ବୈଠକ ନିଜସ୍ଵ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଅମରେନ୍ଦ୍ର ନାରାୟଣ ଯାଦବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କରୋନାର ତୃତୀୟ ଲହର ମୁକାବିଲା ସମ୍ପର୍କରେ ଆଲୋଚନା ହୋଇଥିଲା ।
Read More...

ପୂର୍ବତନ ସାଂସଦ ନିତ୍ୟାନନ୍ଦ ମିଶ୍ରଙ୍କ ବିୟୋଗରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶୋକ ପ୍ରକାଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ସାଂସଦ ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିତ୍ୟାନନ୍ଦ ମିଶ୍ରଙ୍କ ବିୟୋଗରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ମିଶ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତି, ୧୯୮୦-୧୯୮୯ ଦୁଇ ଥର ବଲାଙ୍ଗିରର ସାଂସଦ ଭାବେ
Read More...

ପୂର୍ବତନ ସାଂସଦ ନିତ୍ୟାନନ୍ଦ ମିଶ୍ର ଚାଲିଗଲେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ସାଂସଦ ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିତ୍ୟାନନ୍ଦ ମିଶ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହେଉଥିଲା । ୧୯୨୮ ମସିହାରେ ଜନ୍ମ ଗ୍ରହଣ କରିଥିବା ନିତ୍ୟାନନ୍ଦ ଦୁଇ ଥର ବଲାଙ୍ଗିରର ସାଂସଦ ଭାବେ
Read More...

ଦୁଇ ଡକାୟତକୁ ଧରି ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ : ଜବତ ହେଲା ବନ୍ଧୁକ, ଗୁଳି

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅର୍ନ୍ତଗତ ମଦନପୁର ଗାଁର ଗ୍ରାମବାସୀ ଦୁଇ ଜଣ ଡକାୟତକୁ ଧରି ଉତ୍ତମ ମଧ୍ୟମ ଦେଇ ଦୌଡିରେ ବାନ୍ଧି ଥାନାରେ ଜିମା ଦେଇଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଅଫୁଟା ଗୁଳି ସହ ବ୍ୟବହାର କରିଥିବା ବାଇକକୁ ଜବତ
Read More...

ଗାଁ ସାଥୀଙ୍କ ଦୁର୍ନୀତି ବିରୁଦ୍ଧରେ ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଘେରିଲେ ଶ୍ରମିକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କରୋନା କାଳରେ ସରକାର ଶ୍ରମିକ ମାନଙ୍କୁ କର୍ମ ନିଯୁକ୍ତି ଯୋଗାଉଛନ୍ତି । କିନ୍ତୁ ମନରେଗା କାର୍ଯ୍ୟରେ ଦୁର୍ନୀତି କରି ଶ୍ରମିକମାନଙ୍କ ଅର୍ଥ ଖାଇଯାଇଥିବା ଅଭିଯୋଗରେ ବେଲପଡା ବ୍ଲକ ଅନ୍ତର୍ଗତ ଖଲଖଲି ଗ୍ରାମର ଶ୍ରମିକମାନେ ଆଜି ସ୍ଥାନୀୟ ପ୍ରକଳ୍ପ
Read More...

ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅର୍ନ୍ତଭୁକ୍ତିକରଣ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ବେହେରା ପାଲିଠାରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅର୍ନ୍ତଭୁକ୍ତିକରଣ ଶିବିର ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସ୍ୱଳ୍ପ ସଂଚୟ ଓ ଆର୍ଥିକ ଅର୍ନ୍ତଭୁକ୍ତିକରଣ ଅଧିକାରୀ, ବଲାଙ୍ଗିର ବିଜୟ କୁମାର ଶତପଥି ଏହି କାର୍ଯ୍ୟକ୍ରମ ଆୟୋଜନ
Read More...