Monthly Archives

July 2021

ନିର୍ମାଣ ଶ୍ରମିକମାନଙ୍କୁ ‘ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା’ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କୁ "ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା" ପ୍ରଦାନ କରିଛନ୍ତି । ରାଜ୍ୟର ପ୍ରାୟ ୨୬ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୩୮୫କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହି
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨୨, ବରଗଡରୁ ୧୦, ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୨୦୭୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୨୦୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯୫ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮୭୫ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି
Read More...

ଏବିଡିଓଙ୍କୁ ଆକ୍ରମଣ : ଥାନାରେ ଜଣେ ଅଟକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ସହକାରୀ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କୁ ଆକ୍ରମଣ କରିଥିବା ନେଇ ଡେଲାଙ୍ଗ ଥାନାରେ ବିଡିଓ ଦିଲ୍ଲିପ କୁମାର ଷଡଙ୍ଗି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତ୍ତିକରି ଏ ସଂକ୍ରାନ୍ତରେ ଡେଲାଙ୍ଗ ଥାନାରେ କେସ ନମ୍ବର ୧୬୩/୨୧ରେ ଏକ ମାମଲା
Read More...

ଭିଜିଲାନ୍ସ ଜାଲରେ ପେସ୍କ ସେକ୍ରେଟାରୀ ମସୁଦ ମହମ୍ମଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭିଜିଲାନ୍ସ ଜାଲରେ ପେସ୍କ ସେକ୍ରେଟାରୀ ମସୁଦ ମହମ୍ମଦ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମସୁଦଙ୍କ ଘରେ ଚଢାଉ କରାଯାଉଛି । ମସୁଦ ସୋନପୁର ଜିଲ୍ଲାର ଚାରଭଟା ଓ ଦୁବୁଲା ପେସ୍କରେ ସେକ୍ରେଟାରୀ ଅଛନ୍ତି । ତେବେ ଏକକାଳୀନ ୨ଟି
Read More...

ସଙ୍ଗରୋଧ କେନ୍ଦ୍ରରେ ଖର୍ଚ୍ଚ ବକେୟା ଟଙ୍କା ମିଳୁନି : ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣ ଦେଲେ ବ୍ଲକ ସରପଞ୍ଚ ସଂଘ

ବେଲପଡା, (କରୁଣାକର ବୁଡେକ) : ବେଲପଡା ବ୍ଲକର ସରପଞ୍ଚ ମାନେ ଗତକାଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ଏହାସହ ଏକ ୪ଦଫା ଦାବୀପତ୍ର ବିଡିଓ ଭିକ୍ଟର ସୋରେଙ୍ଗଙ୍କୁ ପ୍ରଦାନ କରିଛନ୍ତି । ପ୍ରାପ୍ତ ସୂଚନା ମତେ ବେଲପଡା ବ୍ଲକରେ କରୋନା ମହାମାରୀ ସମୟରେ ଖୋଲା ଯାଇଥିବା ସଂଙ୍ଗରୋଧ
Read More...

ଲରମ୍ଭାର ପୂର୍ବତନ‌‌‌ ସରପଞ୍ଚ ଭୂମିହୀନ ପରିବାରଙ୍କ ଜମି ବିକ୍ରି ଉଦ୍ୟମ ରୋକିବାକୁ ନେଇ ତହସିଲଦାରଙ୍କ ଦ୍ଵାରସ୍ଥ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଲରମ୍ଭା ପଞ୍ଚାୟତ ଲରମ୍ଭା ଗ୍ରାମର ଗରିବ, ଆଦିବାସୀ, ମଜୁରିଆ, ଭୂମିହୀନ ପରିବାର ଲୋକେ ଜମି ଓ ଘର ଡିହ ପାଇଥିଲେ । ହେଲେ ପୂର୍ବତନ ସରପଞ୍ଚ ବିକ୍ରି କରିବାକୁ ଉଦ୍ୟମ କରୁଥିବା ନେଇ ଅଭିଯୋଗ କରିଛନ୍ତି ହିତାଧିକାରୀ ।
Read More...

ବେନିୟମ ଭାବେ ବାଲି ଚାଲାଣ : ୨୦ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୨ଟି ଟ୍ରାକ୍ଟରକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୨ଟି ଟ୍ରାକ୍ଟରରୁ ୨୦,୦୦୦ ହଜାର ଟଙ୍କା ଜୋରିମାନା ଆଦାୟ
Read More...

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ପକ୍ଷରୁ ପେଟ୍ରୋଲ ଓ ଡିଜେଲ ଉପରେ ଜିଏସ୍‌ଟି ପରିସରଭୁକ୍ତ କରିବାକୁ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଜେପି ନେତୃତ୍ୱଧୀନ ଏନ୍‌ଡିଏ ସରକାରର ଦ୍ୱିତୀୟ ପାଳିରେ ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ହେଉଥିବା ବେଳେ ନିତ୍ୟ ବ୍ୟବହାର ଜିନିଷ ଦରଦାମ ଆକାଶଛୁଆଁ ହେଲାଣି । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ମାନେ ମନଇଚ୍ଛା ଭାଟ୍‌ କର
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଉନ୍ନୟନ ସମୀକ୍ଷା : ଜୀବନ ଜୀବିକାର ସମୃଦ୍ଧି ଉପରେ ଗୁରୁତ୍ୱାରୋପ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରେମଚନ୍ଦ୍ର ଚୌଧୁରୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ବିଭାଗ ଦ୍ୱରା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅନୁଦାନରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ । ଶ୍ରୀ
Read More...