Monthly Archives

July 2021

ମରଣ ଯନ୍ତା ପାଲଟିଛି ରାସ୍ତା : ସାଧାରଣରେ ଅସନ୍ତୋଷ

ଆଗଲପୁର, (କେପିଏନ୍‌ଏସ୍‌) : ମରଣ ଯନ୍ତା ପାଲଟିଛି ରାସ୍ତା । ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଏହି ରାସ୍ତା ହେଉଛି ରାଜ୍ ଆଗଲପୁର ବ୍ଲକ ନିକଟସ୍ଥ ହଲଦୀ ପଦରରୁ ନଅଗାଁ(କ) ଗ୍ରାମ ପଞ୍ଚାୟତକୁ ଯିବା ଆସିବା କରିବା ପାଇଁ ସାହା ଭରସା । କିନ୍ତୁ ଦୁଃଖର ବିଷୟ ସ୍ୱାଧୀନତାର ଏତେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୨୦୭୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୦୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୨୨୮୬୦କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୮୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ସାପ କାମୁଡାରେ ମହିଳାଙ୍କ ମୁତ୍ୟୁ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ଥାନା ଅନ୍ତର୍ଗତ ଘନିପୁର ଗ୍ରାମର ଜୈନିକ ମହିଳାଙ୍କୁ ସୋମବାର ରାତିରେ ବିଷାକ୍ତ ସାପ କାମୁଡି ଥିବାରୁ ଆଜି ତାଙ୍କର ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ମୁତାବକ ଘନିପୁର ଗ୍ରାମର ସୋମନାଥ ସାହୁଙ୍କ ପତ୍‌ତ୍ନୀ ବିଜୟ ଲକ୍ଷ୍ମୀ ସାହୁ(୫୦)ଙ୍କୁ
Read More...

ଚୁଡାପାଲି ସ୍ଥିତ ମହିଳାଙ୍କ ଦକ୍ଷତା ବୃଦ୍ଧି ତାଲିମ ଶିବିରକୁ ପରିଦର୍ଶନ କଲେ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ…

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ଗତ ୧୨ ତାରିଖ ବଲାଙ୍ଗିର ସଦର ବ୍ଳକର ଚୂଡାପାଲିଠାରେ ଥିବା ମହିଳା ଦକ୍ଷତାବୃଦ୍ଧି ତାଲିମ ଶିବିରକୁ ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରେମ ଚନ୍ଦ୍ର ଚୌଧୁରୀ ପରିଦର୍ଶନ କରିଥିଲେ । ପ୍ରକାଶ ଥାଉକି ସ୍ୱୟଂ ସହାୟକ
Read More...

କନ୍ଧମାଳ ଜିଲ୍ଲାକୁ ରେଳ ସଂଯୋଗକୁ ନେଇ ଓଡିଶାରୁ ରାଜ୍ୟସଭା ସାଂସଦ ରେଳ ମନ୍ତ୍ରୀ ହେବା ପରେ ଆଶା ଉଜ୍ୱଳ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ବି କନ୍ଧମାଳ ଜିଲ୍ଲା ଏକ ରେଳବିହୀନ ଓ ଶିଳ୍ପବିହୀନ ଜିଲ୍ଲା ହୋଇ ରହିଛି । ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ଓ ତାଳଚେର-ଲାଞ୍ଜିଗଡ଼ ଭାୟା ଫୁଲବାଣୀ, ବାଲିଗୁଡ଼ା ଦେଇ ଦୁଇଟି ରେଳ ପ୍ରକଳ୍ପର ସର୍ଭେ କେନ୍ଦ୍ର ସରକାର ସାରିଥିଲେ ।
Read More...

ଲାଠୋର ଭାରତ ପେଟ୍ରୋଲ ପମ୍ପରେ ଅବକାରୀ ଚଢାଉ : ୭ ପେଟି ବିଦେଶୀ ମଦ ଜବତ, ଜଣେ ଅଟକ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି କଲେଜ ଛକ ନିକଟରେ ଥିବା ଭାରତ ପେଟ୍ରୋଲ ପମ୍ପରେ ବଲାଙ୍ଗିର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଚଢାଉରେ ବିପୁଲ ପରିମାଣରେ ବିଦେଶୀ ମଦ ଜବତ ହୋଇଛି ।ଲାଠୋରର ଭାରତ ପେଟ୍ରୋଲିୟମ ପମ୍ପରେ ବେଆଇନ ଭାବେ ବିଦେଶୀ ମଦ ବିକ୍ରି ହେଉଥିବା ଏବଂ ଗଚ୍ଛିତ
Read More...

୨ଟି ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ଦେଲେ ବ୍ଲକ ଅଧ୍ୟକ୍ଷ : ବିରୋଧୀଙ୍କ ଭୂଆଁବୁଲାରେ ନପଡିବାକୁ ଅନୁରୋଧ କଲେ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆମ ଅଂଚଳର ସମସ୍ତ ସୁବିଧା ଅସୁବିଧା ଉପରେ ରାଜ୍ୟ ସରକାର ତିକ୍ଷ୍ଣ ନଜର ରଖିଛନ୍ତି । ଲୋକଙ୍କ ସମସ୍ୟା ଦୂରିକରଣ ପାଇଁ ବିଭିନ୍ନ ସରକାରୀ ଯୋଜନା ମଧ୍ୟ ପ୍ରଣୟନ କରିଛନ୍ତି । କିନ୍ତୁ କିଛି ବିରୋଧି ଓ ସ୍ଥାନୀୟ ନେତା ବିଭିନ୍ନ ସରକାରୀ ଯୋଜନାର ଶ୍ରେୟ ନିଜେ
Read More...

ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି ବୈଠକ

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି (ଦିଶା) ବୈଠକ କମିଟି ଅଧ୍ୟକ୍ଷା ତଥା ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କିଲିଟାରି ସଭା କକ୍ଷରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଅର୍ଥ ଓ
Read More...

ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କିଲିଟାରି ସଭାକକ୍ଷରେ ଅନୁଷ୍ଠିତ ବୈଠକରେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ଜିଲ୍ଲାପାଳ
Read More...