ବୌଦ୍ଧ-କନ୍ଧମାଳ ସୀମାରେ ମାଓବାଦୀ ଓ ସୁରକ୍ଷା କର୍ମୀ ମଧ୍ୟରେ ଗୁଳି ବିନିମୟ : ୨ଯବାନ ଆହତ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଗୁଳି ବିନିମୟରେ ୨ଜଣ ଏସଓଜି କମାଣ୍ଡୋ ଆହତ ହୋଇଛନ୍ତି । ଗୁରୁତର ଆହତ ହୋଇଥିବା ଦୁଇ ଜଣ ଯବାନଙ୍କୁ ହେଲିକେପ୍ଟର ଯୋଗେ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର!-->…
Read More...
Read More...