Monthly Archives

July 2021

ଗତ ୨୪ ଘଂଟାରେ ରାଜ୍ୟରେ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୨୭୪୨୯କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୧୯୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଶ୍ରୀ ଅନୁରାଗ ଠାକୁର

ନୂଆଦିଲ୍ଲୀ, (ପିଆଇବି) : ଶ୍ରୀ ଅନୁରାଗ ଠାକୁର ଗତକାଲି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଗଣମାଧ୍ୟମକୁ ଉଦବୋଧନ ଦେଇ ମନ୍ତ୍ରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଗତ ୭ ବର୍ଷ ମଧ୍ୟରେ ଦେଶକୁ ବିକାଶ ପଥରେ ଆଗେଇ ନେବା ପାଇଁ ଜୋରଦାର
Read More...

ପ୍ରମୁଖ ବିଜ୍ଞାନ ଶିକ୍ଷାନୁଷ୍ଠାନଗୁଡ଼ିକ ସହିତ ଆଲୋଚନା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟ୍‌

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରୀୟ ଅନୁଦାନପ୍ରାପ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକର ୧୦୦ରୁ ଅଧିକ ନିର୍ଦ୍ଦେଶକମାନଙ୍କ ସହିତ ଆଲୋଚନା ପରେ ଦେଶର ପ୍ରମୁଖ ବିଜ୍ଞାନ ଓ ପ୍ରଯୁକ୍ତି ଶିକ୍ଷାନୁଷ୍ଠାନଗୁଡ଼ିକ ସହିତ ତାଙ୍କର ଆଲୋଚନା ସମ୍ପର୍କରେ ବିସ୍ତୃତ
Read More...

ଜିଲ୍ଲାପାଳଙ୍କ ନିର୍ମାଣାଧୀନ ବିଭିନ୍ନ କାର୍ଯ୍ୟର ତଦାରଖ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳ ତଥା ବରଗଡ଼ ପୌର ପରିଷଦର ପ୍ରଶାସକ ଶ୍ରୀମତୀ ମୋନିଷା ବାନାର୍ଜୀ ଆଜି ମଳ ଉପଚାର ପ୍ଲାଣ୍ଟର ତଦାରଖ କରିଥିଲେ । ଭଟଲି ବ୍ଲକ ଅନ୍ତର୍ଗତ ତେନ୍ତଲା ଗ୍ରାମ ନିକଟରେ ୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ମଳ ଉପଚାର ପ୍ଲାଣ୍ଟର କାର୍ଯ୍ୟ ଆରମ୍ଭ
Read More...

ଖଦ୍ୟୋତ ଅନୁଷ୍ଠାନ ତରଫରୁ ବୃକ୍ଷ ରୋପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ଖଦ୍ୟୋତ ଅନୁଷ୍ଠାନ ତରଫରୁ ଆଟଗାଁ ପଞ୍ଚାୟତ ବିଭିନ୍ନ ଗ୍ରାମାଞ୍ଚଳରେ ବୃକ୍ଷ ରୋପଣ କରାଯାଇଛି । ଅନୁଷ୍ଠାନ ତରଫରୁ ନିମ୍ବ, ଅଁଳା, ଜାମୁକୋଳି, ଆମ୍ବ, ପଣସ ଆଦି ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଖଦ୍ୟୋତ ସଭାପତି ପ୍ରଫେସର ତରୁଣ
Read More...

ଟ୍ରିକଲ୍ ଅପ୍ ଏବଂ ନିଧି ଦ୍ଵାରା ସ୍ୱଚ୍ଛତା ଏବଂ ବିହନ କିଟ୍ ବଣ୍ଟନ

ଟିଟିଲାଗଡ, (ଗୌରବ ଦର୍ଜୀ) : କୋଭିଡ୍ -୧୯ ମହାମାରୀର ଦ୍ୱିତୀୟ ତରଙ୍ଗରେ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ଉଭୟ ଧନୀ ଏବଂ ଗରିବ ଲୋକଙ୍କୁ ସମାନ ଭାବରେ ପ୍ରଭାବିତ କରିଥଲେ ମଧ୍ୟ ଗ୍ରାମାଞ୍ଚଳର ଗରିବଙ୍କ ମଧ୍ୟରେ ବ୍ୟକ୍ତିଗତ, ସାମାଜିକ ଏବଂ ଆର୍ଥିକ ଧକ୍କା ସହ୍ୟ କରିବାର ଶକ୍ତି ଅତ୍ୟନ୍ତ କମ୍
Read More...

ମହିମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମହିମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କିରଣମୟୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏକ ସଭା ଆୟୋଜିତ ହୋଇଥିବା ବେଳେ ବୃକ୍ଷ ରୋପଣର ଉଦ୍ଦେଶ୍ୟ
Read More...

ବଜ୍ରାଘାତରେ ଧନୁ ରଣାଙ୍କ ମୃତ୍ୟୁ ଘଟଣା ନେଇ ପରିବାରଙ୍କୁ ଭେଟି ସହାୟତା ପାଇଁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବେଲଗାଁ ପଞ୍ଚାୟତ ପିପୃଟ ଗ୍ରାମର ଧନୁ ରଣା(୫୦)ଙ୍କ ଗତ ୩ ତାରିଖ ଦିନ ଏକ ଗଛରେ ଆଶ୍ରୟ ନେବା ସମୟରେ ତାଙ୍କର ବଜ୍ରାଘାତରେ ମୃତ୍ୟୁ ଘଟଣାକୁ ନେଇ ମଧ୍ୟ କୋଶଳ ପ୍ରବାହରେ ମଧ୍ୟ ଖବର ପ୍ରସାରଣ ହୋଇଥିଲା । ତେବେ ଆଜି
Read More...

ବାଲିଗୁଡାରେ ରଥଯାତ୍ରା ପ୍ରସ୍ତୁତି ବୈଠକ : ବିନା ଭକ୍ତରେ ଯଥା ରୀତିନୀତିରେ ପାଳନ ହେବ ରଥଯାତ୍ରା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଶ୍ରୀଜଗନ୍ନାଥ ମନ୍ଦିରରେ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା । ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରଥଯାତ୍ରା ପ୍ରସ୍ତୁତି ବୈଠକ । ରାଜ୍ୟ
Read More...

ସଂସ୍କୃତ ଭାରତୀ ବଲାଙ୍ଗିର ଦ୍ୱାରା ସଂସ୍କୃତ ବ୍ୟାକରଣ ବର୍ଗ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂସ୍କୃତର ପ୍ରଚାର ପ୍ରସାର କରି ନିତ୍ୟ ଜୀବନରେ ବ୍ୟବହାରରେ ଆଣିବା ପାଇଁ ସଂସ୍କୃତ ଭାରତୀ ବଲାଙ୍ଗିର ଦ୍ୱାରା ବ୍ୟାକରଣ ବର୍ଗର ଉଦ୍‌ଘାଟନ ଅନ୍‌ଲାଇନ ଗୁଗୁଲ ମିଟ୍‌ ଦ୍ୱାରା କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ପ୍ରବରଣ ମଣ୍ଡଳୀ
Read More...