Monthly Archives

July 2021

ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ‌‌‌ ବିଧାୟକ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି, ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୁଡ଼ାମଣି
Read More...

ବଲାଙ୍ଗିର ଜିଲ୍ଲାରେ ମାତ୍ର ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : କରେନାର ଦ୍ୱିତୀୟ ତରଙ୍ଗ ସମୟରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଛି ବଲାଙ୍ଗିର ଜିଲ୍ଲାରେ ବୋଲି ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନମ୍ବର ୨ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Read More...

ଲରମ୍ଭାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀ ବିଂଝାଲ ସମାଜର କାର୍ଯ୍ୟକାରିଣୀ ବୈଠକ : ସମାଜ ସମ୍ମିଧାନର ଆହୁତ…

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଳକ ଲରମ୍ଭା ବାଗପଡା ଠାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀବାସୀ ବିଂଝାଲ ସମାଜର ଏକ ସାକ୍ଷାତକାର ସଭା ବଲାଙ୍ଗିର ଜିଲ୍ଲା ସଭାପତି ତଥା ଉପଲାଟସଭାପତି ସଭାପତି ଚନ୍ଦ୍ର ଶେଖର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଉପରଝର ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଉପରଝର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୨ତମ ବନ ମହୋତ୍ସବ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ବ୍ଲକ ସହ ଶିକ୍ଷାଅଧିକାରୀ ଶ୍ରୀ ଅଜିତ୍ ମିଶ୍ର, ସିଆରସିସି ଶ୍ରୀ ତପନ ନାଗ, ପ୍ରଧାନଶିକ୍ଷକ ଶ୍ରୀ ନରେଶ ସାହୁ, ମୋ
Read More...

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଜନସଂଖ୍ୟା ସଚେତନତା ପକ୍ଷ ପାଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ପରିସରରୁ ବିଶ୍ଵ ଜନସଂଖ୍ୟା ସଚେତନତା ପକ୍ଷ ପାଳନ ଅବସରରେ ବ୍ୟାପକ ସଚେତନତା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମାନସ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ନେଇ ଦେଓଗାଁ ବିଜେପି ପକ୍ଷରୁ ବ୍ଳକ ଘେରାଉ ଓ…

ଦେଓଗାଁ, (ମନୀଷ କୁମାର ସାହୁ) : ଆଜି ବଲାଙ୍ଗିର ଜିଳ୍ଲା ବିଜେପି ସାଧାରଣ ସଂପାଦକ ତଥା ଏମପି ନମୁନି ଦେଓଗାଁ ବ୍ଳକ, ଅମିତ ସିଂନିନାଙ୍କ ନେତୃତ୍ୟରେ ଦେଓଗାଁ ବ୍ଳକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଦେଓଗାଁ ବିଡିଓଙ୍କ ଜରିଆରେ
Read More...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅବସରପ୍ରାପ୍ତ କର୍ମଚାରୀ ସଂଘ ପାଇକମାଲଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରୋନା ବିପତ୍ତିର ମୁକାବିଲା ପାଇଁ ୧୧ ହଜାର ଟଙ୍କାର ଏକ ଚେକ୍ ପଦ୍ମପୁର ଉପଜିଲ୍ଲାପାଳ ତ୍ରିଲୋଚନ ପାତ୍ରଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି । ସଂଘର ସଭାପତି ଅନିଲ
Read More...

ବଇଦପାଲିରେ ଶିବ ଲିଙ୍ଗ ପ୍ରାଣ ପ୍ରତିଷ୍ଠା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଳକ ଅନ୍ତର୍ଗତ ବଇଦପାଲି ବଟୁଆରି ବନ୍ଦ ବରଗଛ ମୂଳେ ଶିବ ଲିଙ୍ଗ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସନ୍ତୋଷ ଛତର ଓ ତାଙ୍କ ଧର୍ମପତ୍ନୀ ବିନୋଦିନୀ ଛତର ମୁଖ୍ୟ କର୍ତ୍ତା ଭାବେ କାର୍ଯ୍ୟ
Read More...

ବଲାଙ୍ଗିର କୃଷକ ସେନା ଓ ଜୟ କିଷାନ ଅନ୍ଦୋଳନ ପକ୍ଷରୁ ବିକ୍ଷୋଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର କୃଷକ ସେନା ଓ ଜୟ କିଷାନ ଆନନ୍ଦୋଳନ ତରଫରୁ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ କେନ୍ଦ୍ର ସରକାରଙ୍କ କୃଷକମାରଣ ନୀତି ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଅବସରରେ କୃଷକ ସେନା ତରଫରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ
Read More...

ବଲାଙ୍ଗିର ସ୍ୱେଛାସେବୀ ସଂଗଠନ ପକ୍ଷରୁ ୭ ଦଫା ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅସହାୟ ରୋଗୀ ଓ ପରିଜନ ବିଭିନ୍ନ ସମୟରେ ବଲାଙ୍ଗିର ରକ୍ତ ଭଣ୍ଡାର କର୍ମଚାରୀଙ୍କ ଦୁର୍ନୀତି ଓ ଦୁର୍ବ୍ୟବହାରର ଶିକାର ହେଉଥିବା ଅଭିଯୋଗ ହେଉଛି । ଏହି ସମସ୍ୟାର ସମାଧାନ ପାଇଁ ଆଜି ବଲାଙ୍ଗିର ସ୍ୱେଛାସେବୀ ସଂଗଠନ ପକ୍ଷରୁ ଗୋବିନ୍ଦ ଶତପଥି ଓ ଅଜୟ ନାଗ ଭୀମ ଭୋଇ
Read More...