Monthly Archives

July 2021

ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ‌‌‌ ବିଧାୟକ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି, ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୁଡ଼ାମଣି…
Read More...

ବଲାଙ୍ଗିର ଜିଲ୍ଲାରେ ମାତ୍ର ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : କରେନାର ଦ୍ୱିତୀୟ ତରଙ୍ଗ ସମୟରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଛି ବଲାଙ୍ଗିର ଜିଲ୍ଲାରେ ବୋଲି ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନମ୍ବର ୨ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Read More...

ଲରମ୍ଭାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀ ବିଂଝାଲ ସମାଜର କାର୍ଯ୍ୟକାରିଣୀ ବୈଠକ : ସମାଜ ସମ୍ମିଧାନର ଆହୁତ…

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଳକ ଲରମ୍ଭା ବାଗପଡା ଠାରେ ସର୍ବଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରୀବାସୀ ବିଂଝାଲ ସମାଜର ଏକ ସାକ୍ଷାତକାର ସଭା ବଲାଙ୍ଗିର ଜିଲ୍ଲା ସଭାପତି ତଥା ଉପଲାଟସଭାପତି ସଭାପତି ଚନ୍ଦ୍ର ଶେଖର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ଉପରଝର ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଉପରଝର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୨ତମ ବନ ମହୋତ୍ସବ ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ବ୍ଲକ ସହ ଶିକ୍ଷାଅଧିକାରୀ ଶ୍ରୀ ଅଜିତ୍ ମିଶ୍ର, ସିଆରସିସି ଶ୍ରୀ ତପନ ନାଗ, ପ୍ରଧାନଶିକ୍ଷକ ଶ୍ରୀ ନରେଶ ସାହୁ, ମୋ…
Read More...

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଜନସଂଖ୍ୟା ସଚେତନତା ପକ୍ଷ ପାଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ପରିସରରୁ ବିଶ୍ଵ ଜନସଂଖ୍ୟା ସଚେତନତା ପକ୍ଷ ପାଳନ ଅବସରରେ ବ୍ୟାପକ ସଚେତନତା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମାନସ…
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ନେଇ ଦେଓଗାଁ ବିଜେପି ପକ୍ଷରୁ ବ୍ଳକ ଘେରାଉ ଓ…

ଦେଓଗାଁ, (ମନୀଷ କୁମାର ସାହୁ) : ଆଜି ବଲାଙ୍ଗିର ଜିଳ୍ଲା ବିଜେପି ସାଧାରଣ ସଂପାଦକ ତଥା ଏମପି ନମୁନି ଦେଓଗାଁ ବ୍ଳକ, ଅମିତ ସିଂନିନାଙ୍କ ନେତୃତ୍ୟରେ ଦେଓଗାଁ ବ୍ଳକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଦେଓଗାଁ ବିଡିଓଙ୍କ ଜରିଆରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅବସରପ୍ରାପ୍ତ କର୍ମଚାରୀ ସଂଘ ପାଇକମାଲଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରୋନା ବିପତ୍ତିର ମୁକାବିଲା ପାଇଁ ୧୧ ହଜାର ଟଙ୍କାର ଏକ ଚେକ୍ ପଦ୍ମପୁର ଉପଜିଲ୍ଲାପାଳ ତ୍ରିଲୋଚନ ପାତ୍ରଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି । ସଂଘର ସଭାପତି ଅନିଲ…
Read More...

ବଇଦପାଲିରେ ଶିବ ଲିଙ୍ଗ ପ୍ରାଣ ପ୍ରତିଷ୍ଠା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଳକ ଅନ୍ତର୍ଗତ ବଇଦପାଲି ବଟୁଆରି ବନ୍ଦ ବରଗଛ ମୂଳେ ଶିବ ଲିଙ୍ଗ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସନ୍ତୋଷ ଛତର ଓ ତାଙ୍କ ଧର୍ମପତ୍ନୀ ବିନୋଦିନୀ ଛତର ମୁଖ୍ୟ କର୍ତ୍ତା ଭାବେ କାର୍ଯ୍ୟ…
Read More...

ବଲାଙ୍ଗିର କୃଷକ ସେନା ଓ ଜୟ କିଷାନ ଅନ୍ଦୋଳନ ପକ୍ଷରୁ ବିକ୍ଷୋଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର କୃଷକ ସେନା ଓ ଜୟ କିଷାନ ଆନନ୍ଦୋଳନ ତରଫରୁ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ କେନ୍ଦ୍ର ସରକାରଙ୍କ କୃଷକମାରଣ ନୀତି ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଅବସରରେ କୃଷକ ସେନା ତରଫରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ…
Read More...

ବଲାଙ୍ଗିର ସ୍ୱେଛାସେବୀ ସଂଗଠନ ପକ୍ଷରୁ ୭ ଦଫା ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅସହାୟ ରୋଗୀ ଓ ପରିଜନ ବିଭିନ୍ନ ସମୟରେ ବଲାଙ୍ଗିର ରକ୍ତ ଭଣ୍ଡାର କର୍ମଚାରୀଙ୍କ ଦୁର୍ନୀତି ଓ ଦୁର୍ବ୍ୟବହାରର ଶିକାର ହେଉଥିବା ଅଭିଯୋଗ ହେଉଛି । ଏହି ସମସ୍ୟାର ସମାଧାନ ପାଇଁ ଆଜି ବଲାଙ୍ଗିର ସ୍ୱେଛାସେବୀ ସଂଗଠନ ପକ୍ଷରୁ ଗୋବିନ୍ଦ ଶତପଥି ଓ ଅଜୟ ନାଗ ଭୀମ ଭୋଇ…
Read More...