Monthly Archives

July 2021

ଫଟାମୁଣ୍ଡା ଉନ୍ନିତ ହାଇସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଫଟାମୁଣ୍ଡା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦେଓଗାଁ ବ୍ଲକ୍ ଏବିଇଓ ଅଜିତ ସାହୁ ଯୋଗ ଦେଇଥିବା ବେଳେ ପ୍ରଧାନ ଶିକ୍ଷକ କୁଳମଣି ବକୁଳ, ଉଦ୍ଧବ ନାଗ,
Read More...

ଧର୍ମେନ୍ଦ୍ରଙ୍କୁ ଶିକ୍ଷା ମନ୍ତ୍ରୀ ସହିତ ଦକ୍ଷତା ବିକାଶ ମନ୍ତ୍ରଣାଳୟ ଦାୟିତ୍ୱ

ନୂଆଦିଲ୍ଳୀ : ଗତକାଲି ମୋଦୀ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହେବା ସହିତ ଦେଶର ନୂଆ ଶିକ୍ଷା ମନ୍ତ୍ରୀ ସହିତ ଦକ୍ଷତା ବିକାଶ ମନ୍ତ୍ରଣାଳୟର କାର୍ଯ୍ୟଭାର ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଛି । ତେବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଷ୍ଟିଲ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଭାଗ
Read More...

କାର ଓ ମଟର ସାଇକେଲ ଧକ୍କା : ଦୁଇ ଗୁରୁତର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ-ଭୁବନେଶ୍ୱର ୩୧୬ନଂ ଜାତୀୟ ରାଜପଥର ସାତଶଙ୍ଖ ବଜାର ଛକରେ ଏକ କାର ମଟର ସାଇକେଲକୁ ଧକ୍କା ଦେବାରୁ ମଟର ସାଇକେଲର ଦୁଇଜଣ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ସ୍ଥାନୀୟ ଲୋକମାନଙ୍କ ସହାୟତାରେ ୧୦୮ ଆମ୍ବୁଲାନ୍ସ ଯୋଗେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ଜଣ ଆକ୍ରାନ୍ତ କରୋନା ପ୍ରାଣ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ,
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ ବ୍ଳକ ସମ୍ମୁଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ କାର୍ଯ୍ୟାଳୟ ଆଗରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ଖାଇବା ତେଲ ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ୱାନ କ୍ରମେ ଡେଲାଙ୍ଗ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରାଯାଇଥିଲା । ପ୍ରେଟ୍ରୋଲ ଓ ଡିଜେଲ
Read More...

ରାଜ୍ୟରେ କୋଭିଡ଼ ସଂକ୍ରମଣ : ଗତ ୨୪ ଘଂଟାରେ ୨୫୪୨ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୪୫୮ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୦୮୪ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ
Read More...

କିଡନୀ ରୋଗରେ ପୀଡିତ ବୃଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ସହାୟତା ପ୍ରଦାନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ତହସିଲ ଅନ୍ତର୍ଗତ ଡେଲାଙ୍ଗ କୋଠବାଡ ଗ୍ରାମ ପଞ୍ଚାୟତର ବଡଆଙ୍କୁଲା ଗ୍ରାମର ଇନ୍ଦୁମତି ପ୍ରଧାନ (୭୦) କିଡିନୀ ରୋଗରେ ପିଡିତ ଥିଲେ । ଅର୍ଥ ଅଭାବରୁ ଚିକିତ୍ସାରେ ବାଧକ ସୃଷ୍ଟି ହେଉଥିଲା । ଏହି ଖବର ସମାଜସେବୀ ବିଶ୍ୱଜିତ ପାଢୀ ଜିଲ୍ଲା
Read More...

ଦେଶର ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ ମନସୁଖ ମାଣ୍ଡଭ୍ୟ

ନୂଆଦିଲ୍ଲୀ : ଆଜି ମୋଦୀ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହେବା ସହିତ ଦେଶର ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ଭାବେ ମନସୁଖ ମାଣ୍ଡଭ୍ୟଙ୍କୁ ପାଇଛି । ମନସୁଖ ମାଣ୍ଡଭ୍ୟ ସ୍ୱାସ୍ଥ୍ୟ ବିଭାଗ ସହିତ ସାର ଓ ରସାୟନ ବିଭାଗର ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିବେ । ତେବେ ହର୍ଷବର୍ଦ୍ଧନଙ୍କ ଇସ୍ତଫା ପରେ କେନ୍ଦ୍ର
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ପ୍ରତିବାଦରେ ବିଜେପି ପାଇକମାଲ ବ୍ଲକ ଘେରାଉ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ପାଇକମାଲ ବ୍ଲକ ତରଫରୁ ସମ୍ପ୍ରତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟରେ ହୋଇଥିବା ହଜାରେ କୋଟିର ଦୁର୍ନୀତିର ପ୍ରତିବାଦ କରି ଶତାଧିକ କାର୍ଯ୍ୟକର୍ତ୍ତା ପାଇକମାଲ ବ୍ଲକ କାର୍ଯ୍ୟାଳୟ ଘେରାଉ କରିବା ସହ ଏଥିରେ ସଂପୃକ୍ତ ସମସ୍ତ
Read More...

ବ୍ଳକ ଘେରିଲା ବିଜେପି : ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ଆଜି ପୂର୍ବତନ ବିଜେପି ରାଜ୍ୟ ସଭାପତି ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନେତୃତ୍ୱରେ ପାଟଣାଗଡ଼ ବ୍ଳକ ବିଜେପି ପକ୍ଷରୁ ପାଟଣାଗଡ଼ ବ୍ଳକ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ପ୍ରଦେଶ ଭାରତୀୟ ଜନତା ପାର୍ଟି ସଭାପତି ସମିର
Read More...