Daily Archives

ପଶ୍ଚିମ ଓଡିଶା ଯୁବାମଂଚ ପକ୍ଷରୁ ସ୍ୱାଭିମାନ୍ ଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପଶ୍ଚିମ ଓଡିଶା ଯୁବାମଂଚ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଆଜି ସ୍ୱାଭିମାନ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସଂସ୍କୃତିର ମାଟି ସୁବର୍ଣ୍ଣପୁରର ଦୁଇ ଯଶ୍ୱସୀ ବରପୁତ୍ର ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାର ଓ ଡଃ ଅଟଲ ବିହାରୀ ପଣ୍ଡାଙ୍କ
Read More...

ଷ୍ଟାଫ୍ ସିଲେକ୍ସନ କମିଶନ ବିରୋଧରେ ଭାଜପାର ବିକ୍ଷୋଭ

ଟିଟିଲାଗଡ, (ଗୌରବ ଦର୍ଜୀ) : ଏବେ ରାଜ୍ୟରେ ଚହଳ ସୃଷ୍ଟି କରିଛି ଓଏସ୍‌ଏସ୍‌ସିର ପିଏସ୍‌ ବିରଞ୍ଚି ସାହୁ ଘରୁ ପୁଲା ପୁଳା ଟଙ୍କା ଓ ସୁନା ବାହାରିବା ଘଟଣା । ଏହାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିରୋଧୀ ଭାଜପା । ଆଜି ଏନେଇ ଟିଟିଲାଗଡ ଭାଜପା ଏବଂ ଯୁବ ମୋର୍ଚ୍ଚା ତରଫରୁ ସହରରେ ବିକ୍ଷୋଭ
Read More...

ଭିଜିଲାନ୍ସ ଜାଲରେ ସହକାରୀ ଚକ୍ଷୁ ଚିକିତ୍ସକ କିଶୋର ଚନ୍ଦ୍ର ପ୍ରଧାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ କିଶୋର ଚନ୍ଦ୍ର ପ୍ରଧାନଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତେବେ ଏକା ସଙ୍ଗେ ମାରୁତି ନଗର ସ୍ଥିତ ଘରେ ଏବଂ ପଦ୍ମପୁର ଟାଲ ଗାଁରେ ପୈତୃକ ବାସଭବନ ଚଢ଼ାଉ
Read More...

ଦେଓଗାଁରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ : ଥାନାରେ ଅଟକ ହେଲେ ୫ କଂଗ୍ରେସ କର୍ମୀ

ଦେଓଗାଁ, (ମନୀଷ କୁମାର ସାହୁ) : ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ଓ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହିତ ଜଳ ସମ୍ପଦ ସଚିବ ଅନୁ ଗର୍ଗ ଓ ଶିକ୍ଷା ସଚିବ ବଲାଙ୍ଗିର ଜିଲ୍ଲା ଦେଓଗାଁ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ବିଦ୍ୟାଳୟ
Read More...

ଆଜି ଓଡ଼ିଆ ସାମ୍ବାଦିକତା ଦିବସ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ହେଉଛି ଓଡ଼ିଆ ସାମ୍ବାଦିକତା ଦିବସ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇବା ସହ ଟ୍ୱିଟ କରି ଲେଖିଛନ୍ତି ଯେ, ଓଡ଼ିଆ ସାମ୍ବାଦିକତା ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା । ଆଜିର ଦିନରେ ଓଡ଼ିଶାର ପ୍ରଥମ ଖବରକାଗଜ 'ଉତ୍କଳ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣଙ୍କର କରୋନା ସଂକ୍ରମଣରେ ପ୍ରାଣ ଗଲା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୧୬୮ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୨ ହଜାର ୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୧୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୩୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୩୮୭୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୫୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ଆଜି ବଲାଙ୍ଗିର ଆସିବେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଆସୁଛନ୍ତି ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ । ତେବେ ଏହି କାର୍ଯ୍ୟକ୍ରମ ପାଇଁ ଜିଲ୍ଲା ପ୍ରଶାସନର ବିଶେଷ ତତ୍ପରତା ଦେଖାଦେଇଛି । ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ନେଇ ତନାଘନା ପଦକ୍ଷେପ ନିଆଯାଉଥିବା ବେଳେ ଯେଉଁସବୁ
Read More...

ତୃଣମୂଳ ସ୍ତରରେ ବିଜୁ ଜନତା ଦଳକୁ ମଜବୁତ କରିବା ପାଇଁ ଆଲୋଚନା

ବେଲପଡା, (କରୁଣାକର ବୁଡେକ) : ଗତକାଲି ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ବେଲପଡା ବ୍ଲକ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ବେଲପଡା ବିଜୁ ଜନତା ଦଳର ସକ୍ରିୟ ମହିଳା କର୍ମକର୍ତ୍ତାଙ୍କୁ ନେଇ ଏକ ସଭା ଆୟୋଜନ ହୋଇଥିଲା । ତୃଣମୂଳ ସ୍ତରରେ ବିଜୁ ଜନତା ଦଳକୁ ମଜବୁତ କରିବା ପାଇଁ ଏହି
Read More...

ମୁକ୍ତିଲାଭ କଲା କୋଶଲି ଚଳଚ୍ଚିତ୍ର ‘ଜବାବ’

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଗତକାଲି କୋଶଲି ଚଳଚ୍ଚିତ୍ର ‘ଜବାବ’ ମୁକ୍ତିଲାଭ କରିଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମାଜସେବୀ ଡ.ଶ୍ରୀକର ମିଶ୍ର ଏବଂ ସଦର ବ୍ଲକ ସଭାପତି ଗୁଲାପ ବାଗଙ୍କ ସହିତ ଜିଲ୍ଲାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ
Read More...