Daily Archives

ରେଳବାଇ ଓଭର ବ୍ରିଜ ଶୀଘ୍ର ଶେଷ ପାଇଁ ଆଲୋଚନା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଠାରେ ନିର୍ମାଣଧୀନ ଥିବା ରେଳବାଇ ଓଭର ବ୍ରିଜ ଓ ବାଇପାସ୍ ରାସ୍ତା ନିର୍ମାଣ କାର୍ଯ୍ୟରେ ଉପୁଜିଥିବା ସମସ୍ୟାର ସମାଧାନ ପାଇଁ ବିଜେପୁର ବିଧାୟିକା ରୀତା ସାହୁ ଏବଂ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଦୁର୍ଗା ମନ୍ଦିର ସମ୍ମୁଖରେ ଟମାଟୋ ବୋଝେଇ ପିକ୍‌ଅପ୍‌ ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହରର ଦୁର୍ଗା ମନ୍ଦିର ସମ୍ମୁଖରେ ଟମାଟୋ ବୋଝେଇ ପିକ୍‌ଅପ୍‌ ଗାଡି ଧକ୍କାରେ ଜଣେ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଉଭୟ ମହିଳା ଦ୍ୱୟ ଆଜି ସକାଳେ ବରଗଡ଼ ରୋଡ଼ ଆଡୁ ସେମାନେ ମର୍ଣ୍ଣିଂ ଓ୍ୱାକ୍ ସାରି ଘରକୁ
Read More...

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୪୬୪୩ ଆକ୍ରାନ୍ତ ଚିହ୍ନଟ : ୪୬୪ ମୃତ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୪୪୬୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୬୪ । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୮ ଲକ୍ଷ ୫୬ହଜାର ୭୫୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୬
Read More...

ଅତାବିରା ଆଞ୍ଚଳିକ ବାରିକ ସଂଘର କାର୍ଯ୍ୟକାରୀ କମିଟୀ ବୈଠକ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଗୋଡ଼ଭଗା ମା' ସମଲେଇ ମନ୍ଦିର ପ୍ରାଙ୍ଗଣରେ ଅତାବିରା ଆଞ୍ଚଳିକ ବାରିକ ସଂଘର କାର୍ଯ୍ୟକାରୀ କମିଟିର ଏକ ବିଶେଷ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତି ଭାବେ ହାରାଧନ ବାରିକ ଓ କାର୍ଯ୍ୟକାରୀ ସଭାପତି
Read More...

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ଚାକିରିରେ ଘୋଟାଲା : ପଦ୍ମପୁର ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାର ଯୁବବର୍ଗଙ୍କୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି । ରାଜ୍ୟରେ ଅନେକ ଶିଳ୍ପ, କାରାଖାନା ଥିଲେ ମଧ୍ୟ ସ୍ଥାନୀୟ ନିଯୁକ୍ତି ଦିଆଯାଉ ନାହିଁ । ଯାହା ଫଳରେ ଲକ୍ଷାଧିକ ଶିକ୍ଷିତ ଯୁବକ ବେକାର ବସିଥିବା ବେଳେ ସରକାରୀ ବାବୁ ଚାକିରୀ ଦେବା ନାମରେ
Read More...

ଟୋକିଓ ଅଲିମ୍ପିକ୍ସରେ ଗ୍ରେଟ୍ ବ୍ରିଟେନ୍‌ଠାରୁ ୪-୩ ଗୋଲରେ ପରାସ୍ତ ହେଲା ଭାରତ

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଲଢ଼େଇରେ ଗ୍ରେଟ୍ ବ୍ରିଟେନ୍‌ଠାରୁ ହାରିଯାଇଛି ଭରତୀୟ ମହିଳା ହକି ଦଳ । ୪-୩ ଗୋଲ୍‌ରେ ମ୍ୟାଚ୍ ଜିତି ବ୍ରୋଞ୍ଜ ପଦକ ହାତେଇ ନେଇଛି ଗ୍ରେଟ୍ ବ୍ରିଟେନ୍‌ । ଏହା ସହିତ ଅଲିମ୍ପିକ୍ସରେ ପ୍ରଥମ ପଦକ ଜିତିବାର ଇତିହାସ ରଚିବାରେ ବିଫଳ ହୋଇଛି ଭରତୀୟ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬
Read More...

ବେଷ୍ଟ୍‌ ରିପୋର୍ଟର୍‌ ଆୱାର୍ଡ ପାଇଲେ ଯୁବ ସାମ୍ବାଦିକ ଦେବାଶିଷ, ନିରୋଜ ଓ ଅଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ବଲାଙ୍ଗିର ସାମ୍ବାଦିକ ଭବନରେ ଅନୁଷ୍ଠିତ ‘କୋଶଳ ପ୍ରବାହ ଲାଇଭ୍‌’ ୱେବ୍‌ ନ୍ୟୁଜ୍‌ ପୋର୍ଟାଲ୍‌ର ବାର୍ଷିକୋତ୍ସବ ଅବସରରେ ଅନୁଷ୍ଠାନରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ମଧ୍ୟରୁ ତିନି ଜଣ ଯୁବ ସାମ୍ବାଦିକଙ୍କୁ ବେଷ୍ଟ୍‌ ରିପୋର୍ଟର୍‌ ଆୱାର୍ଡ ପ୍ରଦାନ
Read More...

ବିଜେପିର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀର ବରିକେଲ ମଣ୍ଡଲ ପୁରେନା ଗ୍ରାମ ପଞ୍ଚାୟତ ସତିଭଟା ଠାରେ ପଞ୍ଚାୟତ ସ୍ତରୀୟ କାଯ୍ୟଁକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏଥିରେ ବାରିକେଲ ମଣ୍ଡଳ ସଭାପତି ସୌକିଲାଲ ସାହା ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ପଦ୍ମପୁର
Read More...

ଥାଳବନ୍ଧ ଓ ବ୍ରାହ୍ମଣୀଜୋର୍ ହାଇସ୍କୁଲରେ ୧୨ବର୍ଷ ପରେ ପ୍ରଧାନ ଶିକ୍ଷକ ପଦବୀ ହେଲା ପୂରଣ

ଦେଓଗାଁ, (ମନୀଷ କୁମାର ସାହୁ) : ଦୀର୍ଘ ୧୨ ବର୍ଷ ପରେ ଦେଓଗାଁ ବ୍ଳକ ମକୁନ୍ଦପୁର ପଞ୍ଚାୟତର ଥାଲବନ୍ଧ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଓ ବ୍ରାହ୍ମଣୀଜୋର ଉନ୍ନିତ ଉଚ୍ଚ ବିଦ୍ୟାଳୟର ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ପୂରଣ ହୋଇଛି । ଉପରୋକ୍ତ ଦୁଇଟି ସ୍କୁଲ ଉନ୍ନିତ ହେବା ଦିନ ଠାରୁ ପଦବୀ ଖାଲି
Read More...