ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା
ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ!-->…
Read More...
Read More...