Daily Archives

ବିଧାୟକ ସରୋଜ କୁମାର ମେହେରଙ୍କ ଦ୍ୱାରା ଶିବ ମନ୍ଦିର ଭୂମି ପୂଜନ

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ ବିଧାୟକ ସରୋଜ କୁମାର ମେହେରଙ୍କ ଦ୍ୱାରା ଶିବ ମନ୍ଦିର ଭୂମି ପୂଜନ ଅନୁଷ୍ଠିତ ହୋଇଯାଇଛି । ସୂଚନା ଅନୁସାରେ ଗତକାଲି ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ପାଟିମାଲ ଗ୍ରାମର ବାରପୁଟା ପାହାଡ଼ ଠାରେ ଶିବ ମନ୍ଦିର ଭୂମି ପୂଜନ ଅନୁଷ୍ଠିତ ହୋଇଥିଲା ।
Read More...

ଫୁଲମୁଣ୍ଡାରେ ପ୍ରେସ୍ କନଫରେନ୍ସ ଓ ମିଶନ ଚାଟଶାଳୀ ଉଦ୍‌ଘାଟନ

ପାଟଣାଗଡ଼, (ଗୋରେଖନାଥ ବରିହା) : କରୋନା ମହାମାରୀ ବିପତ୍ତି ସମୟରେ ଦେଶ ସାରା ତଥା ଓଡ଼ିଶା ରାଜ୍ୟ ସାରା ଶିକ୍ଷା ବ୍ୟବସ୍ଥା ଭୁଷୁଡି ପଡିବା ଯୋଗୁଁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଆଦିବାସୀ ଖଟିଖିଆ, ଦଳିତ ପରିବାର ଛାତ୍ର ଛାତ୍ରୀ ମାନେ କିପରି ଶିକ୍ଷା ଲାଭ କରିପାରିବେ ଏହାକୁ
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୦ରୁ ଜଣେ, ପାଟଣାଗଡ ବ୍ଲକ ଖୁଣ୍ଟସମଲେଇ ଗ୍ରା.ପ.ରୁ ଜଣେ ଏବଂ ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ୨ ଜଣ କରୋନା
Read More...

‘ମିସ୍ ଇଣ୍ଡିଆ ସାଇନ୍‌ ଅଫ୍‌ ସ୍କାଏ’ରେ ଗଞ୍ଜାମର ଗୌରବ ଆଣିଛନ୍ତି ଗୁଞ୍ଜନ ପ୍ରିୟଦର୍ଶିନୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମସ୍ ଇଣ୍ଡିଆ ସାଇନ୍‌ ଅଫ୍‌ ସ୍କାଏ’ରେ ଗଞ୍ଜାମର ଗୌରବ ଆଣିଛନ୍ତି ଗୁଞ୍ଜନ ପ୍ରିୟଦର୍ଶିନୀ । ନୂଆଦିଲ୍ଲୀରେ ଅନୁଷ୍ଠିତ ସର୍ବଭାରତ ସ୍ତରୀୟ ସୁନ୍ଦରୀ ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ୍‌ ହୋଇ ସୁଶ୍ରୀ ଗୁଞ୍ଜନ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ଏଭଳି
Read More...

କେଶରୀୟା ହିନ୍ଦୁ ବାହିନୀ ତରଫରୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ଜିଲ୍ଲାରେ ରୋହିଙ୍ଗିଆ ବାଂଲାଦେଶୀଙ୍କ ସଂଖ୍ୟା ବୃଦ୍ଧି ବିରୋଧରେ ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲାର ଉପଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ଜିଲ୍ଲା ସଭାପତି ପ୍ରଦୀପ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଏବଂ
Read More...

ଆସନ୍ତା କାଲି ଜିଲ୍ଲାରେ ୧୮ରୁ ଉର୍ଦ୍ଧ ନାଗରିକଙ୍କ ପାଇଁ ୪୬ଟି କେନ୍ଦ୍ରରେ ଟୀକାକରଣ

ଦ୍ଵିତୀୟ ଡୋଜ଼ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା ୧୮/୦୮/୨୧ ରିଖ ବୁଧବାର ଦିନ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିର
Read More...

ବନାରସ-ଲାଚୁଟ ଗାଁରେ ପାଣି ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଜିଲ୍ଲା ପରିଷଦ ସଭ୍ୟା ସରୋଜିନୀ

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମଞ୍ଚଳର ଉନ୍ନତି ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ପ୍ରତ୍ୟେକ ଲୋକଙ୍କ ଘରେ ଘରେ ଜଳ ଯୋଗାଣ କରାଯାଉ ଥିବା ଡିଣ୍ଡିମ ପିଟୁଛନ୍ତି । ହେଲେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ ଲାଚୁଟ-ବନାରସ
Read More...

ପେନ୍‌ସନ୍‌ ଭୋଗୀ କଳାକାରଙ୍କ ଜୋନ୍‌ ସ୍ତରୀୟ ବୈଠକ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲ।ମୁଣ୍ଡା ବ୍ଲକ ଓ ମ.ରାମପୁର ବ୍ଲକ ସୀମାରେ ଥିବା ଶାନ୍ତିବନଠାରେ ନର୍ଲା ମ.ରାମପୁର, କର୍ଲମୁଣ୍ଡା ବ୍ଲକର ପେନ୍‌ସନ୍‌ ଭୋଗୀ କଳାକାରମାନଙ୍କୁ ନେଇ ଜୋନ୍‌ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଳାହାଣ୍ଡି ପେନ୍‌ସନ୍‌
Read More...

ସର୍ଗିଜୁରୀଠାରେ ବିଜେପିର ଅଟଳ ବିହାରୀଙ୍କ ତିରୋଧାନ ଦିବସ ପାଳିତ : ବିଜେଡି ସମିତି ସଭ୍ୟଙ୍କ ସମେତ ଶତାଧିକ ଯୁବକ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ବ୍ଲକ ଅନ୍ତର୍ଗତ ସର୍ଗିଜୁରୀ ଗ୍ରାମଠାରେ ଭାରତୀୟ ଜନତାପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀ ସ୍ତରୀୟ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ବରିକେଲ ମଣ୍ଡଳ ସଭାପତି ସୌକିଲାଲ ସାହାଙ୍କ ନେତୃତ୍ୱରେ ଓ ଜିଲ୍ଲା ଉପସଭାପତି
Read More...

ଗଞ୍ଜାମ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ପିତୃ ବିୟୋଗ

ଗଞ୍ଜାମ, (ପ୍ରଦିପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ଼. ରଙ୍ଗନାଥ କାନୁନଗୋଙ୍କ ପିତୃ ବିୟୋଗ ଘଟିଥିବା ଜଣାପଡିଛି । ଅଧ୍ୟକ୍ଷଙ୍କ ପିତା ଆଇନଜୀବୀ ସ୍ୱର୍ଗତ ରବିନ୍ଦ୍ର ନାଥ କାନୁନଗୋ(୯୦)ଙ୍କ ଭୁବନେଶ୍ୱର ସ୍ଥିତ ନିଜ ବାସ ଭବନରେ ପରଲୋକ ହୋଇଯାଇଛି । ୧୯୮୯ ମସିହା
Read More...
error: Content is protected !!