Daily Archives

ପୁରୁଣା ମାଛବଜାର ସ୍ୱଭାବିକ ହେବ ବୋଲି ପ୍ରତିଶୃତି ଦେଲେ କର୍ତ୍ତୃପକ୍ଷ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗତ ଏକ ସପ୍ତାହ ଧରି ଛତ୍ରପୁର ମାଛ ବଜାରକୁ ନେଇ ଦେଖା ଦେଇଥିବା ବିବାଦ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ହସ୍ତକ୍ଷେପ ପରେ ତୁଟିଛି । ଘଟଣାରୁ ପ୍ରକାଶ ଯେ, ଛତ୍ରପୁର ସହରରେ ଥିବା ପୂରାତନ ମାଛ ବଜାରରେ ପୁରୁଷାନୁକ୍ରମେ ଛତ୍ରପୁର ଉପକଣ୍ଠ
Read More...

ଫର୍ ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମା ସ୍ଥିତ କଲ୍ୟାଣ ମଣ୍ଡପଠାରେ ସ୍ୱେଚ୍ଛାସେବୀ ସଂଗଠନ ଫାଇଟ୍ ଅନ୍ ରାଇଟ୍ ଏବଂ ଆମ ଓଡ଼ିଶା ପକ୍ଷରୁ ଯୁବ ସ୍ୱାଭିମାନ ଦିବସ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ
Read More...

କୁଶନପୁରୀ ଗ୍ରାମ ପଞ୍ଚାୟତଠାରେ ପାଣି ଟାଙ୍କିର କାର୍ଯ୍ୟ ଆରମ୍ଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କୁଶନପୁରୀ ଗ୍ରାମ ପଞ୍ଚାୟତଠାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରତି ଗ୍ରାମକୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ କୁଶନପୁରୀ ଗ୍ରାମରେ ତିନି ଲକ୍ଷ
Read More...

ଘୋରଡିଆ ନୋଡାଲ ହାଇ ସ୍କୁଲର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗବ୍ଲକର ସର୍ବ ପୁରାତନ ଘୋରଡିଆ ସରକାରୀ ନୋଡାଲ ହାଇ ସ୍କୁଲର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆସନ୍ତା ଅଗଷ୍ଟ ୨୦ରେ ଅନୁଷ୍ଠିତ ହେବ । ୧୯୬୮ ମସିହାରେ ସ୍ଥାପିତ ଘେରଡିଆ ସରକାରୀ ନୋଡାଲ ହାଇ ସ୍କୁଲର ସୁବର୍ଣ୍ଣ
Read More...

ଭୀମ ଭୋଇ ମେଡିକାଲ କଲେଜ : ସଂନ୍ଧ୍ୟା ୫ ସୁଦ୍ଧା ଖୋଲୁନି ନିଦାନ ବିଭାଗ, ରୋଗୀ ପାଇ ପାରୁ ନାହାନ୍ତି ଉପଯୁକ୍ତ ଚିକିତ୍ସା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସଂନ୍ଧ୍ୟାରେ ଭୀମ ଭୋଇ ମେଡିକାଲ ନିଦାନ ବିଭାଗ ସାମ୍ନାରେ ରୋଗୀଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା । ପଚରା ଯିବାରୁ ସଂନ୍ଧ୍ୟା ୫ଟା ସୁଦ୍ଧା ନିଦାନ ବିଭାଗ ଖୋଲି ନଥିବାରୁ ରୋଗୀ ଓ ପରିଜନ ଦୁଇ ଘଣ୍ଟା କାଳ ହେବ ଟେଷ୍ଟ ରିପୋର୍ଟର ଅପେକ୍ଷା କରି
Read More...

ରକ୍ତଦାନ ଶିବିର ଉଦ୍‌ଘାଟନ କଲେ ମନ୍ତ୍ରୀ ଓ ଉପଜିଲ୍ଲାପାଳ

ଟିଟିଲାଗଡ, (ଗୌରବ ଦର୍ଜୀ) : ଟିଟିଲାଗଡ଼ ସହର ମହାବୀର ପଂଚାୟତ ଧର୍ମଶାଳା ପରିସରରେ ସମ୍ବାଦର ଆମ ଓଡିଶା ଓ ଟିଟିଲାଗଡ଼ ପରିଡା ମେମୋରିଆଲ ଟ୍ରଷ୍ଟର ମିଳିତ ସହଯୋଗରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରକୁ ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ
Read More...

ଜିଲ୍ଲା ସ୍ଵୟଂ ସହାୟକ ଗୋଷ୍ଠୀ ବିକ୍ରୟ କେନ୍ଦ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଜିଲ୍ଲା ସ୍ଵୟଂ ସହାୟକ ଗୋଷ୍ଠୀ ବିକ୍ରୟ କେନ୍ଦ୍ର, ଟିଟିଲାଗଡ ରୋଡଠାରେ ଏକ ଅସ୍ଥାୟୀ ରାକ୍ଷୀ କିଓଷ୍କ୍‌ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଓଡିଶା ଜୀବିକା ମିଶନ, ମିଶନ ଶକ୍ତି, ଓର୍‌ମାସ ଏବଂ ଜିଲ୍ଲା ପ୍ରଶାସନ, ବଲାଙ୍ଗିର ସହାୟତାରେ ତା
Read More...

ପାର୍ବତୀ ଗିରି ଶ୍ରାଦ୍ଧ ଦିବସ ଓ ପୂଜ୍ୟପୂଜା ସେବା ସଂଗଠନର ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଅପରାହ୍ନ ୫ ଘଣ୍ଟା ସମୟରେ ଟିକ୍ରାପଡା ଦଧିବାମନ ମନ୍ଦିର ଠାରେ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ୨୬ତମ ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସେବା ସଂଗଠନର ୧୬ତମ ପ୍ରତିଷ୍ଠା ଦିବସ ଶିକ୍ଷାବିତ କପିଳ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ
Read More...

ଇ ଶକ୍ତି ପ୍ରକଳ୍ପ ତଦାରଖ କମିଟି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଇ ଶକ୍ତି ପ୍ରକଳ୍ପର ତଦାରଖ କମିଟି ବୈଠକ ବରଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ କୃଷି ବିକାଶ ଓ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କର ପ୍ରବନ୍ଧକ ହଟ କିଶୋର ବେହେରା ଯୋଗଦାନ କରିଥିଲେ । ଚେୟାରମ୍ୟାନ ନିୟୁଲାଇଫ୍‌
Read More...

ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ଆଗଲପୁର ଗ୍ରା.ପ.ରୁ ୩ ଜଣ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୫ରୁ ଜଣେ, ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
Read More...