Daily Archives

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଛତ୍ରପୁର ରେଳଷ୍ଟେସନରେ ସ୍ୱାଗତ ସମ୍ବର୍ଦ୍ଧନା

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ରେଳଷ୍ଟେସନର ଉନ୍ନତି ସକାଶେ ଛତ୍ରପୁର ବିଜେପି ପକ୍ଷରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଗତକାଲି ରାତି ୧୦ଟାରେ ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ହିରାଖଣ୍ଡ ଏକ୍ସପ୍ରେସରେ ରାୟଗଡା ଗସ୍ତ କରିବା
Read More...

ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତକାଲି ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ନିଜ ଟ୍ୱିଟ୍‌ରେ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଶୋକସନ୍ତପ୍ତ ପରିବାର
Read More...

ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ : ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କୀ ଟଳିଲେ

ଶ୍ରୀନଗର : ଜମ୍ମୁ କଶ୍ମୀରରେ ପୁଣି ଆତଙ୍କୀ-ସୁରକ୍ଷାକର୍ମୀ ମୁହଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ । ଅବନ୍ତିପୁରାର ନାଗବେରନ୍ ତ୍ରାଲ ଅଞ୍ଚଳର ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଥିବା ବେଳେ ସୁରକ୍ଷାକର୍ମୀ ଗୁଳିରେ ୩ ଜଣ ଜୈସ-ଏ-ମହମ୍ମଦ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ
Read More...

ସେବାଜଗତ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେବାଜଗତ ବୁରାଟ କାର୍ଯ୍ୟାଳୟ ପରିସରରେ ସମ୍ବାଦ ସାହିତ୍ୟ ଘର ଜରିଆରେ ଗତକାଲି ବୃଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମ.ରାମପୁର ବନାଞ୍ଚଳ ଅଧିକାରୀ ଅସିତ
Read More...

ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମ ଜୟନ୍ତୀ ଅବସରରେ ଛତ୍ରପୁରରେ ବୃକ୍ଷ ଚାରାବଣ୍ଟନ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗୀୟ ରାଜୀବ ଗାନ୍ଧୀଙ୍କ ୭୭ ତମ ଜନ୍ମ ଜୟନ୍ତୀ ଶୁକ୍ରବାର ଛତ୍ରପୁର ଠାରେ ପାଳିତ ହୋଇଯାଇଛି । କଂଗ୍ରେସ କମିଟି ତରଫରୁ ପାଳିତ ଏହି ଜୟନ୍ତୀ ସମାରୋହରେ ଛତ୍ରପୁର ଅପର ବସଷ୍ଟାଣ୍ଡ ଠାରେ ଥିବା ରାଜୀବ
Read More...

ଛତ୍ରପୁର ସ୍ଥିତ ରିକାପଲ୍ଲୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସଦ୍‌ଭାବନା ଦିବସ ପାଳିତ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗୀୟ ରାଜୀବଗାନ୍ଧୀଙ୍କ ୭୭ତମ ଜୟନ୍ତୀ ଦିବସ ଅଗଷ୍ଟ ୨୦ ତାରିଖ ଦିନଟିକୁ ସାରାଭାରତ ବର୍ଷରେ ସଦ୍‌ଭାବନା ଦିବସ ଭାବେ ପାଳନ କରାଯାଉଛି । ଛତ୍ରପୁର ସ୍ଥିତ ରିକାପଲ୍ଲୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ,
Read More...

ଗ୍ଲୋବାଲ ସୁନ୍ଦରୀ ବ୍ରହ୍ମପୁରର ଝିଅ ଡ଼ଃ ସୁଦିପ୍ତା ପଣ୍ଡାଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ଵ ମାନବାଧିକାର ସୁରକ୍ଷା ସଙ୍ଗଠନ ପକ୍ଷରୁ ଗତ ବୁଧବାର ସନ୍ଧ୍ୟାରେ ଏକ ଭବ୍ୟ ସମ୍ବର୍ଦ୍ଧନାରେ ସମ୍ବର୍ଦ୍ଧିତ ହୋଇଛନ୍ତି ବ୍ରହ୍ମପୁରର ସୁନ୍ଦରୀ ତଥା ଗ୍ଲୋବାଲ ଇଣ୍ଡିଆ ମୁମ୍ବାଇ ଆୱାର୍ଡ ୨ୟ ବିଜେତା ଡ଼.ସୁଦୀପ୍ତା ପଣ୍ଡା । ବ୍ରହ୍ମପୁର
Read More...

୩୦ରେ ଘୋରଡିଆ ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ସାଉରିଆ ପଞ୍ଚାୟତର ସର୍ବ ପୁରାତନ ଘୋରଡିଆ ନୋଡାଲ ହାଇସ୍କୁଲର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଆସନ୍ତା ଅଗଷ୍ଟ ୩୦ରେ ପାଳିତ ହେବ ବୋଲି ଶୁକ୍ରବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି । ଉକ୍ତ ବୈଠକରେ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୯୧୧ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୯୪୯୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୮୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...