Daily Archives

ସମାଜସେବୀ ତଥା ପୂର୍ବତନ ବିଧାୟକ ନିକୁଞ୍ଜ ସିଂଙ୍କ ଶ୍ରାଦ୍ଧ ଦିବସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର ମେହେର କ୍ଲବ ପରିସରରେ ସମାଜସେବୀ ତଥା ପୂର୍ବତନ ବିଧାୟକ ନିକୁଞ୍ଜ ସିଂଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ମହେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଜେପୁର ବିଧାୟିକା ରୀତା ସାହୁ ଅତିଥି ଭାବେ ଯୋଗ
Read More...

ପଦ୍ମପୁରରେ ସ୍ୱଭାବ କବି ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆରବି ହାଇସ୍କୁଲ ପ୍ରାଙ୍ଗଣରେ ଅବସ୍ଥିତ ମେହେର କବିଙ୍କ ସ୍ମୃତି ପୀଠ ପରିସରରେ ମେହେର କବି ପରିଷଦ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ, କୋଭିଡ କଟକଣା ଭିତରେ ଏକ ନିରାଡ଼ମ୍ବର ପରିବେଶ ଭିତରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସ୍ଥାୟୀ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୫୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୯୩୦୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...