Daily Archives

୫ଶହ କଫ ସିରଫ ଜବତ ସହ ୨ ଜଣଙ୍କୁ କୋର୍ଟ ଚାଲାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ପୋଲିସ ୫ଶହ କଫ ସିରଫ ଜବତ କରିବା ସହ ୨ ଜଣକୁ ଗିରଫ କରିଥିବା ଖବର ମିଳିଛି । ସୂଚନା ଅନୁସାରେ ଝାରବନ୍ଧ ଅଞ୍ଚଳରୁ କୋଶଲ ଚନ୍ଦ୍ର ସାହୁ, ଶୁଶିଲ ବନଛୋର, କଫ ସିରଫ ଚାଲାଣ କରୁଥିବା ନେଇ ପାଇକମାଲ ପୋଲିସ କୌଣସି
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୫୯ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ସଭ୍ୟ ତଥା ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ବାମାପଦ
Read More...

କୋସଲିଡେରା ପକ୍ଷରୁ ଅନ୍‌ଲାଇନ କୋସଲି କବିତା ଆସର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ରକ୍ଷା ବନ୍ଧନ ଓ ଗଙ୍ଗାଧର ଜୟନ୍ତୀ ଅବସରରେ ଅନଲାଇନ କବିତା ଆସର କୋସଲିଡେରା ପକ୍ଷରୁ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ କୋସଲି ଭାଷାର ଅଗ୍ରଦୂତ ସାଜିଥିବା ରାମଭକ୍ତ ଫରିକାର ଯୋଗ ଦେଇଥିବା ବେଲେ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ
Read More...

ଡାଙ୍ଗବାହାଲରେ ଝୁଲଣ ରଥଯାତ୍ରା ପାଳିତ

ଗାଇସିଲାଟ, (ପୁସ୍ତମ ଯୁଆଡି) : ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକର ଡାଙ୍ଗବାହାଲ ଗାଁରେ ୮୯ ତମ ଝୁଲଣ ରଥଯାତ୍ରା ସୀମିତ ଭକ୍ତ ମାନଙ୍କ ଦ୍ୱାରା କୋଭିଡ଼ କଟକଣାକୁ ଆଖି ଆଗରେ ରଖି ପାଳିତ ହେଇଯାଇଛି । ତା୨୧/୮/୨୦୨୧ରୁ ତା୨୩/୮/୨୦୨୧ରିଖ ପର୍ଯ୍ୟନ୍ତ ତିନିଦିନ ଧରି ପ୍ରଭୁ ରାଧା କୃଷ୍ଣକୁ ନିକଟସ୍ଥ
Read More...

ରକ୍ଷା ବନ୍ଧନ ଓ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଚକରକେନ୍ଦ ଛକ ଠାରେ ଥିବା ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ଆନୁକୂଲ୍ୟରେ ଅନୁଷ୍ଠିତ ପବିତ୍ର ରକ୍ଷା ବନ୍ଦନ ଓ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବକୁ ସୋହେଲା କଲେଜର ପୂର୍ବତନ ଅଧକ୍ଷ
Read More...

ପାଟଣାଗଡ଼ରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ଜନ ଆଶୀର୍ବାଦ ଯାତ୍ରା : ବିଭିନ୍ନ ସଂଗଠନ ପକ୍ଷରୁ ଦାବୀପତ୍ର…

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଜନ ଆଶୀର୍ବାଦ ଯାତ୍ରାରେ କଣ୍ଟାବାଞ୍ଜିରୁ ପାଟଣାଗଡ଼ ଦେଇ ବଲାଙ୍ଗିର ଯିବା ସମୟରେ ପାଟଣାଗଡ଼ ଠାରେ ଏକ ରୋଡ ଶୋ କରାଯାଇଥିଲା । ବ୍ଳକ ଅଧ୍ୟକ୍ଷ ଭକ୍ତବନ୍ଧୁ ନାଏକଙ୍କ ସହ ବହୁ କର୍ମୀ
Read More...

ନିମ୍ନମାନର କୋଠା ଯୋଗୁଁ ମାତ୍ର ୨ ବର୍ଷରେ ପାଣି ଗଳିଲା : ଛାତକୁ ବଞ୍ଚାଇବା ପାଇଁ ଦିଆଯାଉଛି ଆଜବେ‌ଷ୍ଟର,…

ଦେଓଗାଁ, (ମନୀଷ କୁମାର ସାହୁ) : ଲକ୍ଷ ଲକ୍ଷ ଟଙ୍କାରେ ନିର୍ମିତ ସ୍କୁଲ ଘର । ହେଲେ କୋଠା କାମ କରୁଥିବା ଠିକାଦାରଙ୍କ ହୀନ ମନ୍ୟତା ଯୋଗୁଁ ମାତ୍ର ୨ ବର୍ଷ ମଧ୍ୟରେ ଛାତରୁ ପାଣି ଗଳିଲା । ବହୁ ଅସୁବିଧାରେ ଛାତ୍ରଛାତ୍ରୀମାନେ ପାଠପଢ଼ିଲେ । ପୁଣି ୧୦ ବର୍ଷ ହୋଇନାହିଁ, ହେଲେ ପୁଣି ଲକ୍ଷ ଲକ୍ଷ
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ଜିଲ୍ଲାର ସଦର ମହକୁମାଠାରେ ଆଜି ସକାଳୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଗୋଶାଳା ଛକଠାରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ,
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୭୬୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୮୯୧୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...