Daily Archives

ସାଉଣ୍ଡ ଓ ଲାଇଟ୍‌ ଆସୋସିଏସନ୍‌ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ଦାବୀପତ୍ର

ଟିଟିଲାଗଡ, (ଗୌରବ ଦର୍ଜୀ) : ସାଉଣ୍ଡ ଓ ଲାଇଟ ଆସୋସିଏସନ୍‌ର ସମସ୍ତ କାର୍ଯ୍ୟକର୍ତା ମାନେ ଲିଖିତ ଆକାରରେ ଟିଟିଲାଗଡ ଉପଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ଯେ, ବିଗତ ବର୍ଷ ୨୦୨୦ ମାର୍ଚ୍ଚ ମାସଠାରୁ ଆଜି ପର୍ଯ୍ୟନ୍ତ ସାରା ବିଶ୍ୱରେ ମହାମାରୀ ହୋଇଥିବା ଯୋଗୁଁ
Read More...

୨୪ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗ ଦେଲେ

ପାଟଣାଗଡ଼, (ଗୋରେଖନାଥ ବରିହା) : ଦିନକୁ ଦିନ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରିବା ସହ ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିତକର କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆଜି ବେଲପଡା ବ୍ଳକ କପାଣି ପଞ୍ଚାୟତ ଡୁଙ୍ଗୁରିଗୁଡା
Read More...

ବରିଷ୍ଠ ସାମ୍ୱାଦିକ ମନରଂଜନ ଯୋଷୀଙ୍କ ମାତୃ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ୱାଦିକ ମନରଂଜନ ଯୋଷୀଙ୍କ ମା' ସରଜୂ ଯୋଷୀ ଇହଧାମ ତ୍ୟାଗ କରିଛନ୍ତି । ଜଣେ ଶାନ୍ତଶିଷ୍ଟ, ପରୋପକାରୀ, ଧର୍ମାତ୍ମା ମହିଳା ଭାବେ ସେ ବେଶ ପରିଚିତ ଥିଲେ । ତାଙ୍କ ବିୟୋଗରେ ବଲାଙ୍ଗିର ସହରରେ ଶୋକର ଛାୟା ଖେଲିଯାଇଛି । ବଲାଙ୍ଗିର ଭୀମଭୋଇ ମେଡିକାଲ
Read More...

ବରମୁଣ୍ଡା ବସ ଷ୍ଟାଣ୍ଡ ପରିଦର୍ଶନ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ସକାଳୁ ସ୍ଥାନୀୟ ଅନୁଷ୍ଠାନଗୁଡିକର ଅନୁରୋଧ କ୍ରମେ ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ବସଷ୍ଟାଣ୍ଡ ପରିଦର୍ଶନ କରି ସେମାନଙ୍କର ସମସ୍ୟା ବୁଝି ସମାଧାନ ପାଇଁ ପ୍ରୟାସ କରିଛନ୍ତି । ବସଷ୍ଟାଣ୍ଡର ନବୀକରଣ
Read More...

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ବଲାଙ୍ଗିର ମହିଳା ସଂଗଠନ ଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ଏକ ବୈଠକ ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଅଛି । ଉକ୍ତ ସଭାରେ ଜିଲ୍ଲା ସଂପାଦକ ପ୍ରଦୀପ କୁମାର ସାହୁ ଜିଲ୍ଲା ସ୍ତରୀୟ ନାରୀ ସଂଗଠନର ଉପଦେୟତା ଉପରେ ଆଲୋଚନା କରିଥିଲେ । ସାଂଗଠନିକ
Read More...

ଲୋଇସିଂହା ହସ୍ପିଟାଲରେ ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନୈକ ରୋଗୀଙ୍କୁ ୬ ମାସ ତଳର ଏକ୍ସପାଏରି ସାଲାଇନ ଦିଆଯାଇଥିବା ଅଭିଯୋଗ ହୋଇଛି । ସଂପୃକ୍ତ ରୋଗୀଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବା ବେଳେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏଭଳି ଘଟଣା
Read More...

ପେକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ବରପାଲି ଠାରେ ପୁଣି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ବରପାଲି ବ୍ଲକ କୁମ୍ଭାରୀ ଗ୍ରାମର ପେକ୍ସ ସେକ୍ରେଟାରୀ ଗୌର ବୁଦ୍ଧିଆଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି ।
Read More...

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ପ୍ରଶଂସନୀୟ ପଦକ୍ଷେପ : ଆଜିଠୁ ଆରମ୍ଭ ହେଲା ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ପ୍ରଶଂସନୀୟ ପଦକ୍ଷେପ । ଆଜିଠୁ ଜିଲ୍ଲାରେ ଆରମ୍ଭ ହୋଇଛି ଆଡଭାନ୍ସଡ ଲାଇଫ୍ ସପୋର୍ଟ ଓ ବେସିକ୍ ଲାଇଫ୍ ସପୋର୍ଟ ଆମ୍ବୁଲାନ୍ସ ସେବା । ଏହି ଆମ୍ବୁଲାନ୍ସଗୁଡିକୁ ଓମ୍‌ବାଡ୍‌ସି ପକ୍ଷରୁ ଯୋଗାଇ ଦିଆଯାଇଥିବା ବେଳେ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଆଜି
Read More...

ବିଶ୍ୱ ପ୍ରସିଦ୍ଧ ଗଜନୀ ଗେଟକୁ ଭାଙ୍ଗି ଦେଲେ ତାଲିବାନ ଆତଙ୍କୀ ସଂଗଠନ

କାବୁଲ : ବିଶ୍ୱ ପ୍ରସିଦ୍ଧ ଗଜନୀ ଗେଟକୁ ଭାଙ୍ଗି ଦେଇଛନ୍ତି ତାଲିବାନ ଆତଙ୍କୀ ସଂଗଠନ । ପ୍ରାପ୍ତ ରିପୋର୍ଟ ଅନୁସାରେ ଏହି ଆତଙ୍କୀ ସଂଗଠନ ବିଶ୍ୱ ପ୍ରସିଦ୍ଧ ଗଜନୀ ଗେଟକୁ ଭାଙ୍ଗି ଦେଇଛନ୍ତି । ଏହି ଗେଟ ଇସଲାମ ପରମ୍ପରା ଓ ସଂସ୍କୃତିର ପ୍ରତୀକ ଭାବେ ବର୍ଣ୍ଣନା କରାଯାଇଥାଏ । କ୍ରେନରେ ଏହି
Read More...

ରୋଷେୟାମାନଙ୍କୁ ଶ୍ରମିକ ମାନ୍ୟତା ଦେବାକୁ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସମଲେଶ୍ୱରୀ ରୋଷେୟା ସଂଘର କର୍ମକର୍ତ୍ତାମାନେ ରୋଷେୟାମାନଙ୍କୁ ଶ୍ରମିକ ମାନ୍ୟତା ଦେବା ପାଇଁ ଦାବୀ ଉପସ୍ଥାପିତ କରିଛନ୍ତି । ରୋଷେୟା ସଂଘର କର୍ମକର୍ତ୍ତାମାନେ ସ୍ଥାନୀୟ ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଏକଜୁଟ ହୋଇ ଲିଖିତ ଭାବେ ଶ୍ରମ
Read More...