Daily Archives

ବିଜୁବାବୁଙ୍କ ସ୍ୱପ୍ନ ସାକାର ହେବ : ଫାଇଭ-ଟି କାର୍ଯ୍ୟକ୍ରମର ରୂପାନ୍ତରିତ ରାଜ୍ୟର ୧୦୭୦ ସ୍କୁଲ ନଭେମ୍ବର ୧୪ରେ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଶନିବାର ଚତୁର୍ଥ ପର୍ଯ୍ୟାୟରେ ୫ଟି କାର୍ଯ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଲୋକାର୍ପିତ ହୋଇଥିବା ୧୦ଟି ମଧ୍ୟରେ ପଞ୍ଚାୟତ ମଡେଲ ହାଇସ୍କୁଲ, ହିଞ୍ଜିଳି ସହରାଞ୍ଚଳର
Read More...

ଜାତୀୟ କ୍ରୀଡ଼ା ଦିବସ ଅବସରରେ ଗଣ ଦୌଡ଼

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ କ୍ରୀଡ଼ା ଦିବସ ଅବସରରେ ସ୍ଥାନୀୟ ସୁପ୍ରିମ ଟାସ୍କ କଲେଜ୍‌ ଅଫ୍‌ ନର୍ସିଂ ପକ୍ଷରୁ ଆୟୋଜିତ ଗଣ ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୬ଟା ୩୦ ମିନିଟ୍‌ ସମୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡ଼ିଆରୁ ବାହାରି ଗାନ୍ଧୀ ଷ୍ଟାଡ଼ିଅମ୍‌ ଯାଏଁ
Read More...

ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ : ୫୫ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡିରେ କଲେ ଯୋଗଦାନ

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶନିବାର ଦିନ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ
Read More...

ଭାଲୁ ଆକ୍ରମଣର ଶିକାର ହେଲେ ବୃଦ୍ଧ

କଳାହାଣ୍ଡି, (ପି.କେ. ସାହୁ) : ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ବଡ଼ ପୋଡ଼ାଗୁଡା ପଞ୍ଚାୟତ ରଏନଗୁଡା ଗାଁରେ ଆଜି ସକାଳୁୁ ଗଣପତି ଭାଟି (୫୩) ଶୌଚ ପାଇଁ ଯାଉଥିବା ବେଳେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା । ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କୋକସରା
Read More...

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫୦୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ୪୬୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫,୦୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣଙ୍କର ମୃତ୍ୟୁ ଘଟିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୯୫,୦୩୦କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪,୩୭,୮୩୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫,୮୪୦ ରୋଗୀ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୮୨୦ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫୮ ଜଣ ଆଂଚଳିକ
Read More...

ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ତୀବ୍ର ଜନ ଅସନ୍ତୋଷ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରାଶି ଅଞ୍ଚଳରେ ବାରମ୍ବାର ଦୀର୍ଘ ସମୟ ଧରି ଅଘୋଷିତ ବିଦ୍ୟୁତ୍ କାଟ ହେଉଛି ଯାହା ଫଳରେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଉଛି । ଅଭିଯୋଗ ଅନୁସାରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ପାଇବା ସତ୍ତ୍ଵେ ପୋଇରାଶି ଅଞ୍ଚଳର ବିଭିନ୍ନ ଗ୍ରାମରୁ
Read More...

ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟ ପରିସରରେ ନିର୍ମାଣାଧୀନ ଅକ୍ସିଜେନ ପ୍ଲାଣ୍ଟର ସମୀକ୍ଷା କରିବା ସହିତ ଡାକ୍ତରଖାନାର ବିଭିନ୍ନ ୱାର୍ଡ ପରିଦର୍ଶନ କରି ରୋଗୀ ଓ ସେମାନଙ୍କର ପରିଜନ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ବରଗଡ ସାଂସଦ ସୁରେଶ
Read More...

ଜମିରେ ଗାଈଗୋରୁ ଛାଡିଲେ ଚାଷୀ : ମରୁଡି ଘୋଷଣା ଦାବୀ

କଳାହାଣ୍ଡି, (ନରୋତମ ସେଲମା) : ଶ୍ରାବଣ ଯାଇ ଭାଦ୍ରବ ଆସିଲାଣି ହେଲେ ତଳ ରୁଆ କି ବିହୁଡା କାମ ହୋଇପାରିଲାନି । ତଳି ଗୁଡିକ ୨ ମାସରୁ ଅଧିକ ସମୟ ହେଲାଣି । ତଳି ପକାଇବାର ୨୧ ଦିନ ମଧ୍ୟରେ ରୋଇବା କଥା ହେଲେ ପାଣି ଅଭାବରୁ ମାସ ମାସ ଧରି ତଳି ପଡିରହିଛି । ତଳି ଗୁଡିକ ହଳଦିଆ ହୋଇଯିବା ସହ
Read More...

ଅନାଥ ଦୁଇ ଭାଇଭଉଣୀଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କଲେ ପରମ୍ପରା କଳା ବିକାଶ କେନ୍ଦ୍ରର ମହିଳା ବୃନ୍ଦ

ତୁରେକେଲା, (କୈଳାଶ ସଗ୍ରିଆ) : ପରମ୍ପରା କଳା ବିକାଶ କେନ୍ଦ୍ରର ମହିଳା ବୃନ୍ଦ ଦୁଇ ଅନାଥ ଭାଇଭଉଣୀଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରିଛନ୍ତି । କୁଇବାହାଲ ଗ୍ରା.ପ. ଅନ୍ତର୍ଗତ ସେମ୍‌ଲା ଗାଁର ଦେବଚନ୍ଦ୍ର(୧୬) ଓ ଏକାଞ୍ଜଳି(୧୨)ବହୁ ଅସୁବିଧାରେ ଥିବା ବେଳେ ପରମ୍ପରା କଳା ବିକାଶ କେନ୍ଦ୍ରର
Read More...