Monthly Archives

August 2021

ପ୍ରକାଶ ପାଇଲା +୨ ବିଜ୍ଞାନ ପରୀକ୍ଷା ଫଳ : ଡିଏନ୍‌ଏ ଛାତ୍ରୀ ମାନସୀ ୬୦୦ ମାର୍କରୁ ଆଣିଲେ ୫୩୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୩୧ ତାରିଖ ସନ୍ଧ୍ୟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ତରଫରୁ +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ହୋଇଯାଇଥିବା ବେଳେ ଡିଏନ୍‌ଏ ଇନ୍‌ଷ୍ଟିଚ୍ୟୁଟ୍‌ର ଛାତ୍ରୀ ମାନସୀ ବାଗ ୬୦୦ ମାର୍କରୁ ୫୩୦ ମାର୍କ (୮୮.୩୪%) ଆଣି ଡିଏନ୍‌ଏ ଇନ୍‌ଷ୍ଟିଚ୍ୟୁଟ୍‌ରେ
Read More...

ପ୍ରାଦେଶିକ ସଭା ଅନୁଷ୍ଠିତ

ପାଟଣାଗଡ଼, (ଗୋରେଖନାଥ ବରିହା ) : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପଶ୍ଚିମ ଓଡିଶାର ପ୍ରାଦେଶିକ ସ୍ତରୀୟ ସାଙ୍ଗଠନିକ ସଭା ଗତକାଲି ଅପରାହ୍ନ ୪ ରୁ ୫ଟା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଜ୍ୟ ସଭାପତି ତ୍ରିଲୋଚନ ନାୟକଙ୍କ ଅଧ୍ୟକ୍ଷତାରେ ଓ ବଲାଙ୍ଗିର ଜିଲ୍ଲା ସଭାପତି
Read More...

ବିଶ୍ୱ ଆଦିବାସୀ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ବ୍ରହ୍ମପୁରସ୍ଥିତ ଆଦିବାସୀ ଭବନଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଏକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ବ୍ଲକ ସଭାପତି ଅଷ୍ଟରତ୍ନ ବରିହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୦୯ ଅଗଷ୍ଟ ହେବାକୁ ଥିବା ବିଶ୍ୱ ଆଦିବାସୀ ଦିବସ
Read More...

ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ,
Read More...

କାର୍‌-ବାଇକ୍‌ ଦୁର୍ଘଟଣାଗ୍ରସ୍ତ : ବାଇକ ଆରୋହୀ ଆହତ

ଦେଓଗାଁ, (ମନୀଷ କୁମାର ସାହୁ) : ରବିବାର ଦିନ ଦେଓଗାଁ ବ୍ଲକ ଉପରଝର ସ୍ଥିତ କଲେଜ ଛକରେ ଏକ କାର ଓ ବାଇକ ଦୁର୍ଘଟଣା ହୋଇଛି । ଫଳରେ ବାଇକ ଚାଳକ ଗୁରୁତର ଆହତ ହୋଇଥିବା ବେଳେ କାରରେ ଥିବା ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିଲେ । ପ୍ରକାଶ ଯେ, ଗତକାଲି ପ୍ରାୟ ୩ଟା ସମୟରେ ଉପରଝର ପଟରୁ ତୁଷୁରା
Read More...

ମଧ୍ୟପ୍ରଦେଶ ମନ୍ତ୍ରୀଙ୍କ ଘୋଷଣା : ତାଙ୍କ ପିଲାମାନେ ସଂରକ୍ଷଣର ଲାଭ ଉଠାଇବେ ନାହିଁ

ଭୋପାଳ : ମଧ୍ୟପ୍ରଦେଶ ପଛୁଆ ବର୍ଗ ଏବଂ ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ରାମଖିଲାବନ ପଟେଲ ଘୋଷଣା କରିଛନ୍ତି ଯେ, ତାଙ୍କ ପିଲାମାନେ ଓବିସି ସଂରକ୍ଷଣର ଲାଭ ଉଠାଇବେ ନାହିଁ। ଭୋପାଳରେ ପାର୍ଟି କାର୍ୟ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ପଟେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ
Read More...

ଟୋକିଓ ଅଲିମ୍ପିକ୍ସରେ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ପିଭି ସିନ୍ଧୁ ଜିତିଲେ ବ୍ରୋଞ୍ଜ ପଦକ

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ପିଭି ସିନ୍ଧୁ ଜିତିଛନ୍ତି ବ୍ରୋଞ୍ଜ ପଦକ । ତେବେ ପିଭି ସିନ୍ଧୁ ମହିଳା ବ୍ୟାଡ଼ମିଣ୍ଟନ ସିଙ୍ଗଲ୍ସରେ ଚୀନ୍ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଛନ୍ତି । ହେ ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨-୦ ସେଟ୍‌ରେ ହରାଇ ଟୋକିଓ ଅଲିମ୍ପିକ୍ସରେ
Read More...

ଗୁରୁ ସତ୍ୟନାରାୟଣ ବହିଦାର ଓ କବି ଶ୍ରୀଧର ପ୍ରଧାନଙ୍କ ଜୟନ୍ତୀ ପାଳିତ

ଗାଇସିଲାଟ, (ପୁସ୍ତମ୍ ଯୁଆଡି ) : କବି ଦିଲ୍ଲୀପ କୁମାର ସରାପଙ୍କର ଆବାହନରେ କୋଶଲ ଭାରତୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଗାଇସିଲାଟ ତରଫରୁ ଗୁଗୁଲ ମିଟ୍ ମାଧ୍ୟମରେ ଗୁରୁ ସତ୍ୟନାରାୟଣ ବହିଦାର ଓ କବି ଶ୍ରୀଧର ପ୍ରଧାନଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମର ପ୍ରଥମ
Read More...

ରାଜ୍ୟରେ ଖସୁଛି ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୩୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୫୦୫୦କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୩୪ ଜଣ ଆଂଚଳିକ
Read More...

ପଦ୍ମପୁର ଟାଉନ କ୍ଲବ ଆନୁକୂଲ୍ୟରେ ସାମାଜିକ ବନିକରଣ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ କ୍ଲବ ପକ୍ଷରୁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଟାଉନ କ୍ଲବର ସଭାପତି ଶିରିଷ ବହିଦାର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ସଭାପତି ଦ୍ଵାଦଶ ପ୍ରଧାନ, ପ୍ରଧାନ
Read More...