Monthly Archives

August 2021

କୃଷକ ଉତ୍ପାଦକ କମ୍ପାନୀ ଗଠନ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲ ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ କ୍ରାଫ୍ଟକେ ପ୍ରକଳ୍ପ ଜରିଆରେ ଚାଷୀମାନଙ୍କୁ ନେଇ ଉତ୍ପାଦିତ ସାମଗ୍ରୀର ସଂଗଠିତ ହୋଇ କିଣା ବିକା କରି ଆର୍ଥିକ ସ୍ଥିତିକୁ ମଜବୁତ
Read More...

ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଠାରେ କୋଭିଡ ନିୟମ ପାଳନ ପୂର୍ବକ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଡ. ଲଳିତେନ୍ଦୁ ନାୟକ, ଶ୍ରୀରାମ ମହା ବିଦ୍ୟାଳୟ ରାମପୁର ଓଡ଼ିଆ
Read More...

ଅଦୃଶ୍ୟ ଭୂତ କରୁଛି ନାଟ ?……. ଫୋପାଡ଼ୁଛି ଟେକା, ପଥର ସହ ଘରର ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ : ପରିବାର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନର ବିଜ୍ଞାନ ଯୁଗରେ ଭୂତ କଥା କହିଲେ, ଲୋକେ ଥଟ୍ଟା ପରିହାସ କରନ୍ତି । ସିଧାସଳଖ ଅନ୍ଧବିଶ୍ୱାସ ବୋଲି ମଧ୍ୟ ଭୂତ ପ୍ରେତ ବିଷୟକୁ ଧରିନିଆଯାଏ । କିନ୍ତୁ ଏଭଳି ସମୟରେ ଏକ ବିଚିତ୍ର ଘଟଣା ସାମ୍ନାକୁ ଆସିଛି । ଅଦୃଶ୍ୟ ଭୂତର ଉତ୍‌ପାତ୍‌ରେ ଏକ ପରିବାର
Read More...

ଛତ୍ରପୁର ଏନ୍‌ଏସି ପକ୍ଷରୁ ବ୍ୟାଙ୍କ ଋଣ ସମନ୍ୱୟ ମେଳା : ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଉଠା ଦୋକାନୀଙ୍କୁ ବ୍ୟାଙ୍କ ଋଣ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଏବେ ମହିଳାମାନେ ଘରର ରୋଷେଇ ଘରରେ ସିମିତ ନୁହଁନ୍ତି, ନିଜ ଘରର କାମ ସହ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ନିଜେ ସ୍ୱାବଲମ୍ବୀ ହେବା ଅବା ଆତ୍ମନିର୍ଭରଶୀଳ ହୋଇ ଭଲ ଦି ପଇସା ରୋଜଗାର କରିପାରୁଛନ୍ତି । ପ୍ରତି ସହରାଞ୍ଚଳରେ ଗଠନ ହୋଇଛି ମହିଳା ସ୍ୱୟଂ
Read More...

ମହାନଦୀରେ ମତ୍ସ୍ୟ ସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଯାଁଆଳ ଛାଡ଼ିବା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ, ଓଡିଶାଙ୍କ ନିର୍ଦେଶ କ୍ରମେ ମହାନଦୀରେ ମତ୍ସ୍ୟସମ୍ପଦ ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାଛ ଯାଁଆଳ ଛାଡିବା କାର୍ଯ୍ୟକ୍ରମ ସ୍ଥାନୀୟ ସର୍କିଟ ହାଉସ ଠାରେ ଜିଲ୍ଲା ମତ୍ସ୍ୟ ସମ୍ପଦ
Read More...

ବରପଦର ପଞ୍ଚାୟତର ୨୫ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡିରେ ଯୋଗଦାନ କଲେ

ପାଟଣାଗଡ, (ଗୋରେଖନାଥ ବରିହା) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଗତକାଲି ବରପଦର ପଞ୍ଚାୟତର ୨୫ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ
Read More...

ଟାଟା ଏସି ଗାଡିରୁ ୯ ଅଣ୍ଡିରା ବାଛୁରୀ ଉଦ୍ଧାର କଲା ଡେଲାଙ୍ଗ ପୋଲିସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗୋଟିଏ ଟାଟା ଏସି ଗାଡିରେ ୯ଟି ଅଣ୍ଡିରା ବାଛୁରୀ ପରିବହନ କରୁଥିବା ଅଭିଯୋଗରେ ଡେଲାଙ୍ଗ ଥାନା ପୋଲିସ ବାଛୁରୀଙ୍କୁ ଉଦ୍ଧାର କରିବା ସହ ଘୋରଡିଆ ଗୋପ ପାଟଣା ଗ୍ରାମର ଅଭିଯୁକ୍ତଙ୍କୁ ଗିରଫ କରି ପିପିଲି ଅଦାଲତରେ ହାଜର କରିଥିବା ସୂଚନା ମିଳିଛି । ସୂଚନା
Read More...

ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘ ପକ୍ଷରୁ ଏକ ବୈଠକ ସ୍ଥାନୀୟ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ କାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ସଂଘର ସଭାପତି ଦୟାନିଧି ପ୍ରଧାନଙ୍କ ସଭାପତିତ୍ୱ ଅନୁଷ୍ଠିତ ସଭାରେ କଳାକାର ମାନଙ୍କ ପାଇଁ ୭ଟି ପ୍ରସ୍ତାବ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୭୭୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୭୯୯୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫୪ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୨୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...