Monthly Archives

August 2021

ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏଁ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏଁ ସ୍ମାର୍ଟ ସ୍କୁଲର ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଫାଇଭ୍ ଟି ଅଧୀନରେ ୩୦ ତାରିଖ ମଧ୍ୟରେ ୫୦ଟି ସ୍କୁଲ ରୁପାନ୍ତରୀକରଣର ଉଦଘାଟନ କାର୍ୟ୍ୟକ୍ରମ
Read More...

ସଦ୍‌ଭାବନା ଦିବସ ଉପଲକ୍ଷେ ଶପଥ ପାଠ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ତଥା ସଦ୍‌ଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଶପଥପାଠ ଉତ୍ସବ ତା.୧୯/୦୮/୨୧ରିଖରେ କୋଭିଡ ନିୟମ ପାଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର
Read More...

ରାଜ୍ୟ ସରକାରଙ୍କ ୨୭% ପଛୁଆ ବର୍ଗଙ୍କୁ ସଂରକ୍ଷଣ ପ୍ରସ୍ତାବକୁ ପ୍ରତ୍ୟାକ୍ଷାନ : ଓବିସି ସୁରକ୍ଷା ମଂଚ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ରାଜ୍ୟ ସରକାର ଘୋଷଣା କରିଥିବା ଓବିସିଙ୍କ ପାଇଁ ୨୭% ସଂରକ୍ଷଣ ପ୍ରସ୍ତାବକୁ ଓଡିଶା ରାଜ୍ୟ ଓବିସି ସୁରକ୍ଷା ମଂଚ ପ୍ରତ୍ୟାକ୍ଷାନ କରୁଛି ବୋଲି ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମ°ଚରେ ଉପସ୍ଥିତ
Read More...

ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଅବସରରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ

ଟିଟିଲାଗଡ, (ଗୌରବ ଦର୍ଜୀ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରପୁତ୍ର ଭାରତ ରତ୍ନ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଅବସରରେ ସୁରେନ୍ଦ୍ର ସିଂହ ଭୋଇଙ୍କ ମାର୍ଗଦର୍ଶନରେ ତଥା ରାଜ୍ୟ ସଭାପତି ସତ୍ୟବ୍ରତ ନାୟକ ଏବଂ ଉପସଭାପତି ଶ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶରେ ଟିଟିଲାଗଡ଼
Read More...

ଆଦର୍ଶ ଅଧ୍ୟାପିକା ହେବା ଲକ୍ଷରେ ସ୍ୱାତୀ

ଭୋଗରାଇ, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଯୁକ୍ତ ୨ କଳା ବିଭାଗର ଉଚ୍ଚ ମାଧ୍ୟମିକ ବୋର୍ଡ଼ ପରୀକ୍ଷାରେ ଭୋଗରାଇ ବ୍ଲକ ଆନନ୍ଦମୟୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ସ୍ୱାତୀ ଦାସ ୫୧୪ ନମ୍ବର ରଖି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଜଳେଶ୍ୱର ବ୍ଲକ ପଶ୍ଚିମବାର୍ଡ଼ ଗ୍ରାମପଞ୍ଚାୟତ ଅଧିନସ୍ଥ
Read More...

ପଦ୍ମପୁର ଅଞ୍ଚଳରେ ଶୁଖିଲା ଖାଦ୍ୟ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଭୁବନେଶ୍ୱର କିସ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ବରଗଡ଼ର ଛାତ୍ରଛାତ୍ରୀମାନଙ୍କ ପାଇଁ ୧୩ ନମ୍ବର ପର୍ଯ୍ୟାୟର ଶୁଖିଲା ଖାଦ୍ୟ କିସ୍ କିଟ୍ର ପ୍ରତିଷ୍ଠାତା ଡ଼ା ଅଚ୍ୟୁତ ସାମନ୍ତ ପଠାଇ ଥିବାରୁ ଆଜି ଛଅଟି ବ୍ଲକରେ କିସ୍ ଅଭିଭାବକ ସଂଘର ଜିଲ୍ଲା ସଂପାଦକ
Read More...

ଯୁଧିଷ୍ଠିର ମିଶ୍ରଙ୍କ ଜନ୍ମ ଜୟନ୍ତୀ ପାଳନ କଲା ନରସିଂହ ସେନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଯୋଗଜନ୍ମାଙ୍କ ଜନ୍ମ ମାଟି ଛତାମଖନାରେ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଯୁଧିଷ୍ଠିର ମିଶ୍ରଙ୍କ ୧୦୭ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ନରସିଂହ ସେନା ସଭାପତି ଶୁଭ୍ରାଂଶୁ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ
Read More...

ବାପା ଛେଉଣ୍ଡ, ମା’ ପାଗଳି : ଭାଇଭଉଣୀଙ୍କର କରୁଣ କାହାଣୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଭେଉଁରିଆ ପଞ୍ଚାୟତ ବୁଧାପାଲି ଗ୍ରାମରେ ଏକ ଆଦିବାସୀ ପରିବାରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏହି ଗ୍ରାମରେ ଶ୍ୟାମ ସୁନ୍ଦର ନେଗୀ ଆଜକୁ ୫ବର୍ଷ ହେଲାଣି କୌଣସି ଅଜଣା ରୋଗରେ ପୀଡିତ ହୋଇ ମୃତ୍ୟୁ ବରଣ କରିଛନ୍ତି ।
Read More...

ଅରିଲୋରେ କରୋନା ଟୀକାଦାନ କାର୍ଯ୍ୟକ୍ରମ ବନ୍ଦ ହୀନ ଚକ୍ରାନ୍ତ ନେଇ ସାଧାରଣରେ ଅସନ୍ତୋଷ

କଟକ, (ଚକ୍ରବର୍ତ୍ତୀ ଓତା) : କଟକ ସଦର କିଶନନଗର ଥାନା ଅରିଲୋ ପଞ୍ଚାୟତର ଅରିଲୋ ସ୍କୁଲରେ ସ୍ଥାନୀୟ ଦିବ୍ୟାଙ୍ଗ, ବୃଦ୍ଧ ତଥା ମହିଳା ଓ ଜନସାଧାରଣଙ୍କୁ ସୁବିଧାରେ ଭାକ୍ସିନ୍ ଦେବାପାଇଁ ଉତ୍କଳ ବିକାଶ ପରିଷଦର ସଭାପତି ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ କାର୍ଯ୍ୟକର୍ତା ମାନେ ସିଡିଏମୋ,
Read More...

ଆଇଆଇଟି ଭୁବନେଶ୍ୱରର ଲେକଚର୍‌ ହଲ୍‌ ଏବଂ ଛାତ୍ରାବାସର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ : ଆଇଆଇଟି ଭଳି ଶିକ୍ଷାନୁଷ୍ଠାନ…

 ଆଇଆଇଟି ଭୁବନେଶ୍ୱର ଏବଂ ଏସଡିଆଇ ଭୁବନେଶ୍ୱର ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ଓଡିଆ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଏମଓୟୁ ଖୁବ ଶୀଘ୍ର ଆଇଆଇଟି ଇଞ୍ଜିନିୟରିଂରେ ଓଡିଆ ଭାଷାରେ ପାଠ ପଢିବେ ଛାତ୍ରଛାତ୍ରୀ ଆଂଚଳିକ ଭାଷାରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦାନ କରିବା ଜାତୀୟ ଶିକ୍ଷା
Read More...