Monthly Archives

August 2021

ବାଲ୍ୟ ବିବାହ ରୋକିବା ପାଇଁ ବିଦ୍ୟାଳୟ ପରିଚାଳନା କମିଟି ଶପଥ ପାଠ କଲେ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବାଲ୍ୟ ବିବାହ ଏକ ସାମାଜିକ ସମସ୍ୟା । ଆମ ଦେଶରେ ବାଲ୍ୟ ବିବାହ ନିଷେଧ ଆଇନ୍‌ ୨୦୦୬ ଅନୁଯାୟୀ ବାଲ୍ୟ ବିବାହ ଏକ ଜାମିନ୍‌ ବିହୀନ ଧର୍ତ୍ତବ୍ୟ ଅପରାଧ ଅଟେ । ଝିଅର ବୟସ ୧୮ ବର୍ଷ ଓ ପୁଅର ବୟସ ୨୧ ବର୍ଷ ରୁ ଉଦ୍ଧ୍ୱର୍ ହେଲେ ବିବାହ ଯୋଗ୍ୟ ହୋଇପାରିବ ।
Read More...

ଶୁଣିଲାଣି ପ୍ରଶାସନ : ଯୁବ ଗୋଷ୍ଠୀ କଲେ ରାସ୍ତା ମରାମତି

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗ୍ରାମାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ଏବେବି ଅନେକ ଗାଁ ଅଛି ପକ୍କ୍କା ରାସ୍ତା ଖଣ୍ଡିଏ ମଧ୍ୟ ନାହିଁ । ଯାହା ଫଳରେ କାନ୍ଦୁଅ ରାସ୍ତା ଦେଇ ଯାତାୟାତ କରୁଥିବା ଦେଖିବାକୁ ମିଳିଛି । ସୂଚନା
Read More...

ବିଶ୍ଵ ଫଟୋଗ୍ରାଫି ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଶ୍ୱ ଫଟୋଗ୍ରାଫି ଦିବସ ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ଆଜି ରାଜବୋଡାସମ୍ବର ଫଟୋଗ୍ରାଫର୍ ଏସୋସିଏସନ୍‌ର ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶାର ପବିତ୍ର ତୀର୍ଥସ୍ଥଳ ଶ୍ରୀ ନୃସିଂହନାଥ ପୀଠରେ କୋଭିଡ-୧୯ କଟକଣାକୁ ଦୃଷ୍ଟିରେ ରଖି ସମସ୍ତ ଫଟୋଗ୍ରାଫର୍ ଭାଇମାନଙ୍କୁ
Read More...

ଗୁରୁଣ୍ଡାରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛତା ପଖୱାଡା

ମୁରିବାହାଲ, (ଅର୍ଜୁନ କୁମାର ହଂସ) : ମୁରିବାହାଲ ବ୍ଲକ ଅନ୍ତର୍ଗତ ଗୋଇମୁଣ୍ଡ ପଞ୍ଚାୟତର ଗୁରୁଣ୍ଡା ଉଚ୍ଚ ବିଦ୍ୟାଳୟ ଠାରେ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ତରଫରୁ ସ୍ୱଚ୍ଛତା ପଖୱାଡା-୨୦୨୧ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶପଥ ପାଠ ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ସଦ୍‌ଭାବନା ଦିବସ ଅବସରରେ ଏକ ଶପଥ ପାଠ ସଭା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ
Read More...

ଲୋଇସିଂହା ବ୍ଳକ ସଭାନେତ୍ରୀ ଭାବେ ଜୋତ୍ସ୍ନା ମନୋନୀତ

ଲୋଇସିଂହା, (କେପିଏନଏସ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ଦ୍ଵିତୀୟ ଥର ପାଇଁ ବ୍ଳକ ସଭାନେତ୍ରୀ ଭାବେ ଜୋତ୍ସ୍ନାମୟୀ ନାଗ ମନୋନୀତ ହୋଇଛନ୍ତି। ତେବେ ରାଜ୍ୟ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଜିଲ୍ଲା ବିଜେଡି
Read More...

ଲୁହାସଂହା ଠାରେ ଚାଷୀ ସଂଗଠନ ଗଠନ କରିବାକୁ ପ୍ରସ୍ତୁତି ବୈଠକ

ସ୍ଵାଧୀନତା ୭୫ ବର୍ଷ ପରେ ଚାଷୀ ଅବହେଳିତ ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକ ଲୁହାସିଂହା ପଞ୍ଚାୟତ ଲୁହାସିଂହା ଗ୍ରାମର ଜଗନ୍ନାଥ ମନ୍ଦିର ପରିସରରେ ଚାଷୀ ବାବାଜୀ ମେହେରଙ୍କ ନେତୃତ୍ବରେ ଅସ୍ଥାୟୀ ସଭାପତି ସନ୍ତୋଷ ସିଂଦେଓଙ୍କ ଅଧ୍ୟକ୍ଷତାରେ
Read More...

ସଂଗ୍ରାମ ଜେନାଙ୍କ ଦେହାନ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ସଂଗ୍ରାମ ଜେନାଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସେ କରୋନାରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସାରତ ଥିଲେ । କଂଗ୍ରେସ ନେତା ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ ଦେହାନ୍ତ ଖବର ପାଇ
Read More...

ଘୁନେଶ ଗ୍ରାମ ପଞ୍ଚାୟତରେ ଭେକ୍ସିନ୍ ପାଇଁ ସଚେତନତା

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଘୁନେଶ ଗ୍ରା.ପ.ରେ ଭେକ୍ସିନ୍ ନେବାକୁ ସଚେତନତା, ପିଡିଏସ୍ ଚାଉଳ, ବାର୍ଦ୍ଧକ୍ୟ ଭତ୍ତା ପାଇବା, ପାଣିର ସୁବିଧା, ଏନ୍ଆରଇଜିଏସ୍ ସଚେତନତା ବିଷୟ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ବୈଠକରେ ଘୁନେଶ ଗ୍ରା.ପ. ଅନ୍ତର୍ଗତ
Read More...

ଫାଟିଲା ଗ୍ୟାସ୍ ଟାଙ୍କି : ୭ ଗୁରୁତର

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ରମ୍ଭାରୀମୁଣ୍ଡା ଗାଁରେ ଘଟିଛି ଏକ ଅଘଟଣ । ରୋଷେଇ କରିବା ସମୟରେ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗି ଏଥିରେ ୭ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରମ୍ଭାରୀମୁଣ୍ଡା ଗାଁର ରବୀନ୍ଦ୍ର ପ୍ରଧାନଙ୍କ ଘରେ ରୋଷେଇ ଚାଲିଥିବା
Read More...