Monthly Archives

August 2021

କରୁଆଁଝର ପଞ୍ଚାୟତ ସରପଞ୍ଚଙ୍କ ସହ ୯୮ ଜଣ ବିଜେପି କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗ ଦେଲେ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତର ସରପଞ୍ଚ, ନାଏକ ସରପଞ୍ଚ, ୱ।ର୍ଡମେମ୍ବରଙ୍କ ସହ ୯୮ ଜଣ ଯୁବ ବିଜେପି କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ
Read More...

ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ସିଙ୍ଗଝର ପଂଚାୟତ ସୋନଭରଷା ଗ୍ରାମର ଜଣେ ବିବାହିତ ମହିଳାଙ୍କୁ ସେହି ଗ୍ରାମର ଯୁବକ ବସନ୍ତ ରାଉତ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା କ୍ରମେ ଉକ୍ତ ଗ୍ରାମର ମହିଳା ଜଣକ ସକାଳ ୬ଟା ରେ ଗାଁ ପାଖ
Read More...

ଜନ୍ମାଷ୍ଟମୀରେ ରମ୍ଭା ଗାୟତ୍ରୀ ଶକ୍ତିପୀଠ ତରଫରୁ ବୃକ୍ଷ ରୋପଣ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ଶାନ୍ତିକୁଞ୍ଜ ହରିଦ୍ୱାରର ଆହ୍ୱାନ କ୍ରମେ ଗଞ୍ଜାମ ଜିଲ୍ଲାର ଅନ୍ୟତମ ପ୍ରତିଷ୍ଠିତ ଗାୟତ୍ରୀ ଶକ୍ତିପୀଠ ରମ୍ଭା ତରଫରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ପରିସର, ଗାୟତ୍ରୀ ଶକ୍ତିପୀଠ ପରିସର ଏବଂ ପ୍ରାଣୀ ଚିକିତ୍ସାଳୟ ପରିସରରେ ଦୁଇ
Read More...

କୋଭିଡ କଟକଣା ମଧ୍ୟରେ ବରଗଡ଼ରେ ଜନ୍ମାଷ୍ଟମୀ ମହୋତ୍ସବ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କୋଭିଡ କଟକଣା ମଧ୍ୟରେ ବରଗଡ଼ର ବିଭିନ୍ନ ସ୍ଥାନରେ ପବିତ୍ର ଜନ୍ମାଷ୍ଟମୀ ମହୋତ୍ସବ ପାଳିତ ହୋଇଯାଇଛି । ଗୌରପଡା, ଅମ୍ବାପାଲି ସ୍ଥିତ ବେଣୁବାବା ମଠ, କଲେଜ ରୋଡ଼ ରାଧାକୃଷ୍ଣ ମନ୍ଦିର, ହାଟପଦା ରାଧାକୃଷ୍ଣ ମନ୍ଦିର ଠାରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ
Read More...

ଶିକ୍ଷାବିତ ସୁଦର୍ଶନ ନନ୍ଦଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକର ଚୁଡାପାଲି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୂର୍ବତନ ଶିକ୍ଷକ ସୁଦର୍ଶନ ନନ୍ଦଙ୍କ ଗତକାଲି ନିଜ ପୈତୃକ ବାସଭବନ ଢୁଲୁଶରରେ ପରଲୋକ ଘଟିଯାଇଛି । ସୂଚନା ମତେ ୧୮ ତାରିଖ ଦିନ ନିମୋନିଆ ଜନିତ ଅସୁସ୍ଥତା ଅନୁଭବ କରି ବରଗଡ ବିକାଶ
Read More...

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୦ତମ ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୦ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନଠାରେ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି । ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଦିବସ ଅବସରରେ ବଲାଙ୍ଗିର ଅତିରିକ୍ତ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତା ଅଭିଯୋଗ : ଆମରଣ ଅନଶନରେ ବସିବେ ହିତାଧିକାରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୨୦୨୦ ସୁଦ୍ଧା ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କାଘର ଯୋଗାଇ ଦେବା ଲକ୍ଷ୍ୟରେ ଗରିବ ହିତାଧିକାରୀ ମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର ସରକାର ଘର ଯୋଗାଇ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଇକମାଲ ବ୍ଲକରେ ବ୍ୟାପକ ଅନିୟମିତତା
Read More...

ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ସୁଟର ଅବନୀ ଲେଖରା ଜିତିଲେ ସ୍ୱର୍ଣ୍ଣ

ଟୋକିଓ : ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ସୁଟର ଅବନୀ ଲେଖରା ଜିତିଛନ୍ତି ସ୍ୱର୍ଣ୍ଣ । ସେ ୧୦ ମିଟର ଏୟାର ରାଇଫଲରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ମୋଟ୍ ୨୪୯.୬ ପଏଣ୍ଟ ହାସଲ କରିଛନ୍ତି । ଯାହାକି ପାରାଲିମ୍ପିକ୍ସରେ ଏକ ରେକର୍ଡ । ଏଥିସହ ଓ୍ୱାଲର୍ଡ ରେକର୍ଡ ସମକକ୍ଷ ବି ହୋଇଛନ୍ତି ଅବନୀ
Read More...

୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ମୃତ୍ୟୁସଂଖ୍ୟା ୩୮୦

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୦୯ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୭,୩୭,୯୩୯ ଓ ମୃତ୍ୟୁସଂଖ୍ୟା ୪,୩୮,୨୧୦ରେ ପହଞ୍ଚିଛି । ସେହିଭଳି, ଗତ ୨୪
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯୦୧ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ,
Read More...