Monthly Archives

August 2021

ରାୟଗଡାରେ ୭୫ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ରାୟଗଡା : ଆଜି ରାୟଗଡା ଠାରେ ୭୫ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ସରୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଦେଶର ବରପୁତ୍ର, ସହୀଦ ଏବଂ ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳୀ ଜ୍ଞାପନ
Read More...

ଜିଲ୍ଲା ସ୍ତରୀୟ ୭୫ ତମ ସ୍ଵାଧୀନତା ଦିବସ ସମାରୋହ ଅନୁଷ୍ଠିତ

ଝାରସୁଗୁଡା, (ନିହାରିକା ମିଶ୍ର) : ଜିଲ୍ଲା ସ୍ତରୀୟ ୭୫ ତମ ସ୍ଵାଧୀନତା ଦିବସ ସମାରୋହ ଝାରସୁଗୁଡ଼ା ମନମୋହନ ସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ ଯୋଗଦେଇ କରୋନା କଟକଣା ଯୋଗୁଁ ସାମାଜିକ ଦୁରତାକୁ ବଜାୟ ରଖି ପତାକା
Read More...

ଶଙ୍ଖ ଧରିଲେ କ୍ଷୀରୋଦ ନାଗଙ୍କ ସହ ଶତାଧିକ କର୍ମୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତକାଲି ବଲାଙ୍ଗିର ଜିଲ୍ଲାର ବିଜୁ ଯୁବ ଛାତ୍ର ଜନତା ଦଳର ନେତୃତ୍ୱରେ ବଲାଙ୍ଗିର ସହରର କ୍ଷୀରୋଦ ନାଗଙ୍କ ସହ ଶତାଧିକ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପୂର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଓ ଯୁବନେତା ଅର୍କେଶ ନାରାୟଣ
Read More...

ଢ଼େଁକିସାଲ୍‌ ସାହିତ୍ୟ କୁଟୁମ୍‌ ତରଫରୁ ୭୫ତମ ସ୍ୱାଧୀନତା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ପୁସ୍ତମ୍ ଯୁଆଡି) : ବଙ୍ଗୋମୁଣ୍ଡା ବ୍ଲକ୍ ଅନ୍ତର୍ଗତ କଁସିଲ୍‌ ଗ୍ରାମର ଢ଼େଁକିସାଲ୍‌ ସାହିତ୍ୟ କୁଟୁମ୍‌ ତରଫରୁ ୭୫ ତମ ସ୍ୱଧିନତା ଦିବସ ପାଳିତ ହୋଇ ଯାଇଛି । ଢ଼େଁକିସାଲ୍‌ ସାହିତ୍ୟ କୁଟୁମର ସମ୍ପାଦକ କେକି ସିଂ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଟିଟିଲାଗଡରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ଟିଟିଲାଗଡ, (ଗୌରବ ଦର୍ଜୀ) : ଆଜି ଟିଟିଲାଗଡ ସହର ସ୍ଥିତ ସ୍ଥାନୀୟ ହାଇସ୍କୁଲ ପଡ଼ିଆରେ ୭୫ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଆଜିର ଏହି ଦିବସରେ ମୁଖ୍ୟ ଅତିଥି ମନୋଜ ସତ୍ୟବାନ ମହାଜନ ସକାଳ ୯ ଘଣ୍ଟା ୧୫ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ ।
Read More...

ସାଇଟ୍‌ ସଦାଇପାଲି ଠାରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିକଟସ୍ଥ ସାଇଟ ସଦାଇପାଲି ଠାରେ ଆଜି ୭୫ ତମ ସ୍ୱାଧୀନତା ଦିବସ କୋଭିଡ୍‌ -୧୯ର ନିୟମାନୁସାରେ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ସାଇଟ ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସାଇଟ
Read More...

ସ୍ୱାଧୀନତା ଦିବସରେ କରୋନା ଯୋଦ୍ଧା ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୭୫ ତମ ସ୍ୱାଧୀନତା ଦିବସ ଅବସରରେ ଆଜି ବରଗଡ ଜଜ୍ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଭବ୍ୟ ସମାରୋହରେ ଓଡିଶା ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଏବଂ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦାନ କରି ପତାକା ଉତ୍ତୋଳନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ
Read More...

କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ସ୍ୱାଧୀନତା ଦିବସ ପାଳିତ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : ପବିତ୍ର ୭୫ ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ଲକ କାର୍ଯ୍ୟାଳୟରେ ବିଡ଼ିଓ ପ୍ରିୟଦର୍ଶିନୀ ମିର୍ଧା, ତହସିଲ କାର୍ଯ୍ୟାଳୟରେ ତହସିଲଦାର ବାସନ୍ତୀ ସେଠି, ରିଷିଡା ପଂଚାୟତରେ ସରପଞ୍ଚ ସରସ୍ୱତୀ ମାଝୀ, ରିଷିଡା ପୋଲିସ
Read More...

୭୫ ତମ ସ୍ୱାଧୀନତା ଦିବସ ପାଳନ କଲା ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟ ପରିସରରେ ସଂଘର ସଭାପତି ବିଭୁତି ଭୂଷଣ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ୭୫ତମ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି । ବଲାଙ୍ଗିର ସଦର ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାମଦତ୍ତ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ
Read More...

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ : ଆର୍ଥିକ ସହାୟତା ପାଇଁ ନିବେଦନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ କୋକନରା ଗ୍ରାମର ଅସହାୟ ଗରିବ ଦିନ ମଜୁରିଆ ଭକ୍ତ ଚରଣ ରଣା(୩୯), ତାଙ୍କ ସ୍ତ୍ରୀ ବନିତା ରଣା(୩୫) ଏବଂ ତାଙ୍କ ଦୁଇ ପୁଅ ଓ ଝିଅ ସମୀର ରଣା(୧୧), ପ୍ରିୟଙ୍କା ରଣା(୭) ତଥା ତାଙ୍କ ବୁଢ଼ୀ ମା'ଙ୍କ
Read More...