Monthly Archives

August 2021

ଆଶୀର୍ବାଦ ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ଅପରାହ୍ନରେ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଆଶୀର୍ବାଦ ଯୋଜନାର ହିତାଧିକାରୀ ଅନାଥ ଶିଶୁ ଓ ମାଆ କିମ୍ବା ବାପାଙ୍କୁ
Read More...

ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ତରଫରୁ ଆଜି ଗୋଲାମୁଣ୍ଡା ବ୍ଲକର ନକଟିକାନୀ ଗ୍ରାମର ବିଜୁ ପଟ୍ଟନାୟକ ଆଦିବାସୀ ହାଇସ୍କୁଲଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମକୁ ଯୁବ ସ୍ୱେଚ୍ଛାସେବୀ ରାହୁଲ ତାଣ୍ଡି
Read More...

ବ୍ରିଜ ମରାମତି କାମ ଯୋଗୁଁ ବଢୁଛି ଟ୍ରାଫିକ ସମସ୍ୟା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଜାତୀୟ ରାଜପଥ ୨୬ ବରଗାଁ ଲାଂଥ ନଦୀକୁ ଦୀର୍ଘ ୧୫ ଦିନ ହେଲାଣି ମରାମତି ପାଇଁ ଗାତ ଗୁଡିକ ଖୋଳା ଯାଇଛି ହେଲେ ଠିକାଦାରଙ୍କ ଅବହେଳା ଯୋଗୁଁ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହେଉନଥିବା ନଥିବା ଅଭିଯୋଗ ହେଉଛି । ସେହି
Read More...

ଦଳିତ ମାନଙ୍କ ଉପରେ ବାରମ୍ବାର ଆକ୍ରମଣର ପ୍ରତିବାଦ ନେଇ ଭାଜପା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଜେଡି ନେତା ଓ କର୍ମୀ ମାନଙ୍କ ଦ୍ୱାରା ଦଳିତ ମାନଙ୍କ ଉପରେ ବାରମ୍ବାର ଆକ୍ରମଣ, ପୋଲିସ ପ୍ରଶାସନର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଏବଂ ବାବା ସାହେବ ଡ଼ଃ.ଆମ୍ବେଦକରଙ୍କ ଫୋଟୋ ଫୋପାଡ଼ିବା ଭଳି ଅସମ୍ମାନକୁ ରାଜ୍ୟ ଭାଜପା ଅନୁସୂଚିତ ମୋର୍ଚ୍ଚା
Read More...

ଶଶୁରଙ୍କ ଗାଁରେ ଜ୍ୱାଇଁର ଆତ୍ମହତ୍ୟା

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲାର ମ. ରାମପୁର ଥାନା ଅଧିନସ୍ଥ ରିଷିଡା ଫାଣ୍ଡି ଅନ୍ତର୍ଗତ କୁଜାମହୁଲ ଗ୍ରାମରେ ଜଣେ ବିବାହିତ ଯୁବକ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତକ ଜଣକ ହେଉଛନ୍ତି ପ୍ରଭାକର ଭୁକ୍ତା । ତାଙ୍କ ନିଜ ଗାଁ ବଲାଙ୍ଗିର ଜିଲ୍ଲାର ତୁଷୁରା ଥାନା
Read More...

ଜାତୀୟ ଅଙ୍ଗଦାନ ଦିବସରେ ଯୁବ ସାମ୍ବାଦିକ ଦେବାଶିଷ ମିଶ୍ର କଲେ ଅଙ୍ଗଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତୀୟ ଅଙ୍ଗଦାନ ଦିବସ । ଏହି ଅବସରରେ ବଲାଙ୍ଗିରର ଯୁବ ସମ୍ବାଦିକ ଦେବାଶିଷ ମିଶ୍ର ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜକୁ ଯାଇ ତାଙ୍କର ଶରୀର ଦାନ କରିଛନ୍ତି । ତାଙ୍କର ମୃତ୍ୟୁ ପରେ ତାଙ୍କ ମରଶରୀରକୁ ପୋଡି ନଷ୍ଟ କରାନଯାଇ, ଭୀମ ଭୋଇ ମେଡିକାଲକୁ
Read More...

ଦେଶୀ ମଦ କାରଖାନାରେ ଅବକାରୀ ବିଭାଗର ଚଢ଼ାଉ : ୪୦ ଲିଟର ଖୋଲା ମଦ ସହ ୧୧ କ୍ୱିଣ୍ଟାଲ ମହୁଳ ପୋଚ ଜବତ

ଦେଓଗାଁ, (ମନୀଷ କୁମାର ସାହୁ) : ତୁଷୁରା ଅବକାରୀ ଥାନା ଅନ୍ତର୍ଗତ ଦେଓଗାଁ ବ୍ଲକର ମୁକୁନ୍ଦପୁର ପଞ୍ଚାୟତର ଥାଲବନ୍ଧ ଗାଁରେ ବଲାଙ୍ଗିର ଅବକାରୀ ମୋବାଇଲ ୟୁନିଟ ଚଢ଼ାଉ କରି ମଦ ସହ ମହୁଳ ପୋଚ ଜବତ କରିଥିବା ଜଣାପଡିଛି । ଗୁରୁବାର ଦିନ କୌଣସି ସୂତ୍ରରୁ ଖବର ପାଇଁ ଅବକାରୀ ମୋବାଇଲ ୟୁନିଟ
Read More...

କୋଇଲା ବୋଝେଇ ଗାଡି ଦୁର୍ଘଟଣା ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଦେଓଗାଁ, (ମନୀଷ କୁମାର ସାହୁ) : ବରଗଡ଼ -ବୋରିଗୁମା ୨୬ ନମ୍ୱର ଜାତୀୟ ରାଜପଥର ଦେଓଗାଁ କଛାରପାଲିର କଛାରକୁ ଯିବା ରାସ୍ତା ନିକଟରେ ଏକ କୋଇଲା ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ ହେବାରୁ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି । ଗୁରୁବାର ସନ୍ଧ୍ୟାରେ ବିଶାଖାପାଟଣାରୁ କୋଇଲା ବୋଝେଇ
Read More...

ବିଜୁ ଜନତା ଦଳର ସୁପ୍ରିମୋଙ୍କ ବଡ ନିଷ୍ପତ୍ତି : ୨୭% ପଛୁଆବର୍ଗଙ୍କୁ ଦେଶର ପ୍ରଥମ ଦଳ ଭାବେ ପ୍ରାର୍ଥୀ କରିବ ବିଜେଡ଼ି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ୨୭% ପଛୁଆବର୍ଗ ତଥା ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ
Read More...

ନୂତନ ଉପଖଣ୍ଡ ସ୍ତରୀୟ ମା’ ଓ ଶିଶୁ କେୟାର ହସ୍ପିଟାଲ ନିର୍ମାଣ ପାଇଁ ବିଧାୟକ ସରୋଜ କୁମାର ମେହେରଙ୍କ ଦ୍ଵାରା…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡର ନୂତନ ଉପଖଣ୍ଡ ସ୍ତରୀୟ ମା' ଓ ଶିଶୁ କେୟାର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ପାଇଁ ପାଟଣାଗଡ଼ ରାମପାଲି ଠାରେ ଭୂମି ପୂଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଭୂମି ପୂଜନ ସମାରୋହରେ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ
Read More...