Monthly Archives

August 2021

ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ସ୍ଥାନୀୟ ପଂଚାୟତ କାର୍ଯ୍ୟାଳୟଠାରେ ସ୍ୱାଧୀନତା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଡିଓ ଦେବାଶିଷ ସାମଲ, ଥାନା ଅଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକ, ବରିଷ୍ଠ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ କେର୍ମେଲାବାହାଲ ପଞ୍ଚାୟତର ବିଜାଡିହି ଗ୍ରାମର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହେଉଥିବାର ଅଭିଯୋଗ ହୋଇଛି । ଗତ ବର୍ଷ ତା ୨/୧୧/୨୦ରେ ଯୋଗ୍ୟ ହିତାଧିକାରୀ ମାନଙ୍କର ଇନକ୍ମୋଜର ତାଲିକାରେ
Read More...

ମାନସିଂହ ସାହିତ୍ୟ ସଂସଦର ସପ୍ତମ ମାସିକ କବିତା ଆସର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀର ସପ୍ତମ ମାସିକ କବିତା ଆସର ୧୦ ତାରିଖ ସନ୍ଧ୍ୟା ୭ଟାରେ ଅନୁଷ୍ଠିତ ହୋଇ ସାରିଛି । ଅନୁଷ୍ଠାନର ସଭାପତି ବିଷ୍ଣୁପ୍ରସାଦ ଦଳାଇ ଆସର ସମ୍ପର୍କରେ ସମ୍ୟକ ସୂଚନା ଦେବା ସହ ଉପଦେଷ୍ଟା ବନବିହାରି ପଟ୍ଟନାୟକ ଆସରକୁ
Read More...

ସମାଜସେବୀ ଯଶୋବନ୍ତ ରଣାଙ୍କ ହସ୍ତକ୍ଷେପ ପରେ ୨୦ଜଣ କୁଷ୍ଠ ରୋଗୀଙ୍କୁ ମିଳିଲା ସହାୟତା

କୋରାପୁଟ, (କେପିଏନଏସ) : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକରେ ଶୋଚନୀୟ ଅବସ୍ଥାରେ ଦିନ କାଟୁଥିଲେ ୨୦ ଜଣ କୁଷ୍ଠ ରୋଗୀ । ସେମାନଂକୁ କୌଣସି ସୁବିଧା ମିଳୁନଥିଲା । ଭୋକ ଉପାସରେ ଦିନ କାଟୁଥିଲେ । ସେମାନେ ବିଗତ ଦିନରେ ବିଭିନ୍ନ ମନ୍ଦିର, ବସଷ୍ଟାଣ୍ଡ ଓ ଅନ୍ୟାନ୍ୟ ଜାଗାରେ ଭିକ ମାଗି ଦିନ
Read More...

ମୋବାଇଲ୍‌ ଲୁଟେରା ଗ୍ୟାଙ୍ଗ୍‌କୁ କାବୁ କଲା ସଇଁନ୍ତଲା ପୁଲିସ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକରେ ଅସାମାଜିକ କାର୍ଯ୍ୟକଳାପ ବଢି ଚାଲିଥିବା ବେଳେ ପୁଲିସ ପକ୍ଷରୁ ମଧ୍ୟ କଡା ପେଟ୍ରୋଲିଂ କରାଯାଉଥିବାର ଦେଖିବାକୁ ମିଳୁଛି । ତେବେ ଗତକାଲି ମୋବାଇଲ ଚୋରଙ୍କୁ କାବୁ କରିବାରେ ସଫଳତା ହାସଲ କରିଛି ସଇଁନ୍ତଲା ପୁଲିସ ।
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ-୨୦୨୧ ଅବସରରେ ପୁସ୍ତକ ପ୍ରଦର୍ଶନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସ୍ୱାଧୀନତାର ଅମୃତ ମହୋତ୍ସବ-୨୦୨୧ । ଏହି ଅବସରରେ ବଲାଙ୍ଗିର କୋଶଳ କଳାମଣ୍ଡଳରେ ଅବସ୍ଥିତ ସଂସ୍କୃତି ଭବନରେ ପୁସ୍ତକ
Read More...

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜୁ ଛାତ୍ର ଜନତା ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ବ୍ଲକ ମଳମଣ୍ଡା କଲ୍ୟାଣ ମଣ୍ଡପ ଏବଂ ଲୋଇସିଂହା ବ୍ଲକ ଆଦିବାସୀ ଭବନ ଠାରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ତଥା ରାଜ୍ୟ
Read More...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ

ଲୋଇସିଂହା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ଯାଦବ ବିକାଶ ପରିଷଦ ସଭାପତି ବଳରାମ ସିଂ ଯାଦବ ନିଜ ମା'ଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲୋଇସିଂହା ଶାନ୍ତିଗ୍ରାମ ସ୍ଥିତ କୁଷ୍ଠାଶ୍ରମରେ ପହଞ୍ଚି ଅନ୍ତେବାସୀଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଶ୍ରୀ ଯାଦବ କୁଷ୍ଠାଶ୍ରମରେ ରହୁଥିବା ୧୧
Read More...

ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜୁ ଜନତା ଦଳର ନେତା ଓ କର୍ମୀମାନଙ୍କ ଦ୍ୱାରା ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣ ଓ ଭାରତରତ୍ନ ଡ.ବାବାସାହେବ ଆମ୍ବେଦକରଙ୍କ ପ୍ରତି ଅସମ୍ମାନର
Read More...

କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ବିଭିନ୍ନ ସାମାଜିକ ଉନ୍ନୟନମୂଳକ ଯୋଜନା ସମ୍ବନ୍ଧରେ ସଚେତନତା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲୋକନାଥ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣ ସଚିବ ଦେବାଶିଷ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗତକାଲି ବିକଳ୍ପ ସମାଧାନ କେନ୍ଦ୍ର, ବଲାଙ୍ଗିରର ସଭାଗୃହ ଠାରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ
Read More...