Monthly Archives

August 2021

ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ ସାଲୁଜା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିବା ସହ ତାର ତୁରନ୍ତ ସମାଧାନ ପାଇଁ ଚେଷ୍ଟା କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ଗତକାଲି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏହି ଅବସରରେ ଭୋଳାନାଥ ବେହେରା, ବିଧାୟକଙ୍କ ସହ
Read More...

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମତେ କୋଭିଡ଼ ଗାଇଡ଼
Read More...

ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ :୨ ମୃତ, ଜଣେ ଗୁରୁତର

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଦ୍ୱାରସୁଣି ଘାଟିରେ ଭାରସାମ୍ୟ ହରାଇ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ । ଫଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମୃତାହତଙ୍କର ବର୍ତ୍ତମାନ ପରିଚୟ ମିଳି
Read More...

ଉଲ୍ଲେଖନୀୟ ଅବଦାନ ଯୋଗୁଁ ବାଳକ ବାଳିକାଙ୍କୁ ଜାତୀୟ ସାହାସିକତା ପୁରସ୍କାର ପାଇଁ ମନୋନୟନ ପତ୍ର ଦାଖଲ୍‌ କରିବାକୁ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ଶିଶୁ ମଙ୍ଗଳ ପରିଷଦ, ନୂଆଦିଲ୍ଲୀ ପକ୍ଷରୁ ୬ ବର୍ଷରୁ ୧୮ ବର୍ଷର ବାଳକ ବାଳିକାଙ୍କୁ ସାହାସିକତା କ୍ଷେତ୍ରରେ ପ୍ରତିବର୍ଷ ସାହସିକ ପୁରସ୍କାର ପ୍ରଦାନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ସାହାସିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ୬ ବର୍ଷରୁ ୧୮
Read More...

ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ୟ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି କରନ ସିକନ୍ଦରଙ୍କ ନେତୃତ୍ୱରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ତଥା
Read More...

କରୋନା କଟକଣା ମଧ୍ୟରେ ଖୋଲିଲା ଘଟଗାଁ ମା’ ତାରିଣୀ ମନ୍ଦିର

କେନ୍ଦୁଝର : ଦୀର୍ଘ ଦିନ ପରେ ଖୋଲିଛି କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମା' ତାରିଣୀଙ୍କ ମନ୍ଦିର । ମା' ଙ୍କ ଦର୍ଶନ ପାଇଁ କରାଯାଇଛି ସ୍ଵତନ୍ତ୍ର ଗାଇଡ଼ ଲାଇନର ବ୍ୟବସ୍ଥା । ଆଜି ସକାଳ ୭ ଘଟିକା ୩୦ମିନିଟରେ ମନ୍ଦିର ଦ୍ୱାରା ଭକ୍ତଙ୍କ ପାଇଁ ଖୋଲିଥିଲା । ଭକ୍ତମାନେ ମନ୍ଦିର
Read More...

ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ : ୪୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୩୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ଜଣାପଡିଛି । ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୦ ଲକ୍ଷ ୩୬ ହଜାର ୫୧୧ ରେ ପହଞ୍ଚିଛି । ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪
Read More...

ଭିଜିଲାନ୍ସ ଜାଲରେ ପଡିଲେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ସାହୁ

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ପଡିଛନ୍ତି ପଞ୍ଚାୟତ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ସାହୁ । ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଦିଘି ଓ ମଠକରଗୋଳା ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ସାହୁଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବଭାଗ ପକ୍ଷରୁ ଚଢ଼ାଉ
Read More...

ଅଲଗା ହେଲେ ଆଇଏସ୍‌ ଦମ୍ପତି ଟିନା ଓ ଅତହର

ନୂଆଦିଲ୍ଲୀ : ୨୦୧୫ର ୟୁପିଏସ୍‌ସି ଟପ୍ପର ଟିନା ଡାବି ଓ ସିଭିଲ୍ ସର୍ଭିସ୍‌ରେ ଦ୍ୱିତୀୟ ସ୍ଥାନରେ ରହିଥିବା ଅତହର ଖାନ ପରସ୍ପରକୁ ଭଲପାଇ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ତେବେ ତାଙ୍କର ଏହି ଭଲପାଇବା ବେଶିଦିନ ତିଷ୍ଠି ନପାରି ଗତ ୨୦୨୦ ନଭେମ୍ବର ମାସରେ ଏହି ଆଇଏଏସ୍ ଦମ୍ପତି ପାରସ୍ପରିକ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ
Read More...