Monthly Archives

August 2021

ପୌରାଞ୍ଚଳ ବିଜେଡିର ନୂତନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲେ ଅର୍କେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୌରାଞ୍ଚଳ ଯୁବ ବିଜେଡ଼ିର ନୂତନ କାର୍ୟ୍ୟକର୍ତ୍ତାଙ୍କ ନାମ ଘୋଷଣା ପରେ ଆଜି ବଲାଙ୍ଗିର ଶୈଳେଶ୍ରୀ ପେଲେସ ଠାରେ ସମସ୍ତ ପଦାଧିକାରୀଙ୍କ ସମ୍ବର୍ଦ୍ଧନା ପର୍ବ ଆୟୋଜିତ ହୋଇଯାଇଛି । ଜିଲ୍ଲା ଯୁବ ବିଜେଡ଼ିର ସଭାପତି ରାଜେନ୍ଦ୍ର ପ୍ରସାଦ ହୋତାଙ୍କ
Read More...

ପ୍ରଧାନମନ୍ତ୍ରୀ ଉଜ୍ୱଲା ଯୋଜନା ୨ୟ ପର୍ଯ୍ୟାୟର ଶୁଭାରମ୍ଭ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁରଠାରେ ମଙ୍ଗଳବାର ଦିନ ଭାରତୀ ଭାରତ ଗ୍ୟାସ ଗ୍ରାମୀଣ ବିତରକ ଦ୍ୱାରା ପ୍ରଧାନମନ୍ତ୍ରୀ ଉଜ୍ୱଲା ଯୋଜନା ୨ୟ ପର୍ଯ୍ୟାୟର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । କାର୍ଯ୍ୟକ୍ରମରେ ଏଜେନ୍ସି ଗ୍ୟାସ ବିତରକ ତଥା ଓକିଲ ନରେଶ
Read More...

୩୨ ବୋତଲ କଫ୍‌ ସିରିପ ଜବତ ସହ ଜଣେ ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ସାନଉଡେନ ଖେଳ ପଡିଆ ନିକଟରେ ଲୁହାସିଂହା ଗ୍ରାମର ରାସନ ସାହୁ ନାମକ ଜଣେ ଯୁବକ କଫ୍‌ ସିରିପ ବିକ୍ରୟ କରୁଥିବା ବେଳେ ପୁଲିସ ଗିରଫ କରିଥିବା ଜଣାପଡିଛି । ତା' ପାଖରୁ, ୩୨ ବୋତଲ କଫ୍‌ ସିରିପ ଜବତ କରାଯାଇଛି । ପ୍ରକାଶ
Read More...

କରୋନାରେ ମୃତ ସାମ୍ବାଦିକଙ୍କ ପରିବାରକୁ ବନବାସୀ ସେବା ସମିତି ପକ୍ଷରୁ ସହାୟତା ପ୍ରଦାନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ଏକ ଦୈନିକ ଖବର କାଗଜର ସାମ୍ବାଦିକ ମୃତ ସୁଦାମ ନାୟକଙ୍କ ପରିବାରକୁ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ପକ୍ଷରୁ ସହାୟତା ଯୋଗାଇ ଦିଆଯାଇଛି । ସୂଚନା ଅନୁସାରେ
Read More...

ପ୍ରାଥମିକ ଶିକ୍ଷାରେ ଗ୍ରାମ ପଂଚାୟତର ଭୂମିକା ସମ୍ପର୍କରେ ତାଲିମ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ, ଓଡ଼ିଶାର ସରକାରଙ୍କ ସହଯୋଗରେ ମ.ରାମପୁରର ୧୦ ଜଣ ଅଙ୍ଗନୱାଡ଼ି କର୍ମୀ ଓ ୧୦ ଜଣ ୱାର୍ଡ ମେମ୍ବର/ ନାଏବ
Read More...

ଯୁଗଯାତ୍ରୀ ସାହିତ୍ୟ ସଂସଦର ମେହେର ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡିର ଅନ୍ୟତମ ଅଗ୍ରଣୀ ସାହିତ୍ୟ ସଂସଦ ଯୁଗଯାତ୍ରୀ ସାହିତ୍ୟ ସଂସଦର ପ୍ରକୃତି କବି ଗଂଗାଧର ମେହେରଙ୍କ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂସଦ ଗୃହରେ ଅନୁଷ୍ଠିତ ହେଇଯାଇଛି । ଏଥିରେ ସଂପାଦକ ହେମନ୍ତ ସାହୁ ପୂର୍ବ ବୈଠକର ବିବରଣୀ ପଠନ କରିବା
Read More...

ସ୍ୱାଧୀନତା ଦିବସ ନିମନ୍ତେ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ପଂଚାୟତ ସମିତି ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ବ୍ଲକ ସଭାଗୃହ ପରିସରରେ ଅନୁଷ୍ଠିତ ହେଇଯାଇଛି । ଉକ୍ତ ବୈଠକରେ ପଂଚାୟତ ସମିତି ଅଧ୍ୟକ୍ଷ ଜୀବେଶ କୁମାର ପଣ୍ଡା, ବିଡ଼ିଓ ଉତ୍ତମ କୁମାର ବାଗ,
Read More...

ସିଆଲବାହାଲି ତଳିପଡ଼ାର ନଳକୂପ ଅଚଳ : ମରାମତି ଦାବୀ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ କୁତୁର୍ଲା ପଞ୍ଚାୟତ ଅନ୍ତର୍ଗତ ସିଆଲବାହାଲି ଗାଁର ତଳିପଡ଼ାରେ ଥିବା ଏକ ନଳକୂପ ଦୀର୍ଘ ୨ମାସରୁ ଉର୍ଦ୍ଧ୍ଵ ହେଲା ଅଚଳାବସ୍ଥାରେ ପଡ଼ିରହିଛି । ଫଳରେ ଉକ୍ତର ପଡ଼ାର ଲୋକ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହୋଇ ପାନୀୟ ଜଳ ସଂଗ୍ରହ ପାଇଁ ଉପର
Read More...

ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଳାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରେ ଜଣାପଡିଛି । ସଇଁନ୍ତଲା ବ୍ଲକ ଡେଙ୍ଗ ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ଦଳିତ ସମୁଦାୟଙ୍କ ପକ୍ଷରୁ ପ୍ରତିବାଦ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଦଳିତ ଖ୍ରୀଷ୍ଟିଆନ ଓ ମୁସଲମାନ ଭାଇ ଭଉଣୀମାନଙ୍କୁ ଅନୁସୂଚିତ ଜାତି ତାଲିକାରୁ ବାଦ ଦେବା ଯୋଗୁଁ ଅଗଷ୍ଟ ୧୦ ତାରିଖରେ ପ୍ରତିବାଦ ଦିବସ ଭାବେ ପାଳନ କରି ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ନେସ୍‌ନାଲ୍‌ କାଉନସିଲ ଅଫ ଦଳିତ ଖ୍ରୀଷ୍ଟିଆନ ବରଗଡ଼ ଜିଲ୍ଲା
Read More...