Monthly Archives

August 2021

ବ୍ଳକର ବିଭିନ୍ନ ସ୍କୁଲରେ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଯୋଗଦାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ସରକାର ଅବହେଳା ଯୋଗୁଁ ଦୀର୍ଘ ବର୍ଷ ହେବ ଅନେକ ସ୍କୁଲରେ ଶିକ୍ଷକ ଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପଦବୀ ଖାଲି ପଡ଼ିଛି ଯାହା ଫଳରେ ଅନେକ ଥର ସ୍ଥାନୀୟ ଜନସାଧାରଣ ଜିଲ୍ଲା ପ୍ରଶାସନଙ୍କୁ ଅନକେ ଥର ଦାବୀ ମଧ୍ୟ କରି ଆସୁଥିଲେ ।
Read More...

ଆଦିବାସୀ ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମ.ରାମପୁର, (ହେମନ୍ତ ସାହୁ) : ଆଦିସ୍କନ୍ଦ ସମାଜ ମ.ରାମପୁର ବ୍ଲକର କାର୍ଯ୍ୟକାରିଣୀ ବୈଠକ ବୁରାଟଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୧୯ଟି ପଂଚାୟତ ସ୍ତରୀୟ ସଭାପତି, ସମ୍ପାଦକ ବ୍ଲକ କମିଟି ସଭ୍ୟ ଉପସ୍ଥିତ ଥିଲେ । ବ୍ଲକ ସଭାପତି ପଦମ ସିଂ ମାଝୀଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଆରମ୍ଭ ହୋଇ
Read More...

ଖୁବଶୀଘ୍ର ଛତ୍ରପୁର ସହରକୁ ମ୍ୟୁନିସିପାଲଟି ଭାବେ ଘୋଷଣା କରିବାକୁ ନାଗରିକ କମିଟିର ଦାବୀ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ବିଭିନ୍ନ ସମସ୍ୟାକୁ ସମାଧାନ କରିବା ପାଇଁ ଅଣ୍ଟା ଭଡିଲା ନାଗରିକ କମିଟି । ଏନେଇ ଶନିବାର ସ୍ଥାନୀୟ ପିଏନ୍‌ୟୁଏ କଲେଜ ପରିସରରେ ଅନୁଷ୍ଠିତ ଏକ ଆଲୋଚନା ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ଆଲୋଚନା କରାଯାଇଥିବା ସହରର ବିଭିନ୍ନ ସମସ୍ୟାର
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୨୪୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୨୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୨୧୨୯କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୨୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ନାବାଳିକା ଝିଅକୁ ରାଜସ୍ଥାନୀ ବର : ବାଲ୍ୟ ବିବାହ ରୋକିବାରେ ସଫଳ ହେଲା ପ୍ରଶାସନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଡୁଙ୍ଗୁରିପାଲି ସ୍ଥିତ ସାଉନ୍ତଉପେର ଗ୍ରାମରେ ନାବାଳିକା ଝିଅକୁ ରାଜସ୍ଥାନୀ ବର ସାଙ୍ଗରେ ବିବାହ କରିବା ପାଇଁ ପରିବାର ଲୋକେ ଉଦ୍ୟମ କରୁଥିଲେ । ଖବର ପାଇବା ପରେ ପ୍ରଶାସନ ପହଞ୍ଚି ବିବାହକୁ ବନ୍ଦ କରିବାରେ ସଫଳତା ହାସଲ
Read More...

ବିଧାୟକ ସରୋଜଙ୍କ ଦ୍ୱାରା ୨୪ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ

ପାଟଣାଗଡ, (କେପିଏନ୍‌ଏସ୍‌) : ଆଜି ପାଟଣାଗଡ ବିଧାୟକ ସରୋଜ ମେହେର ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ୨୪ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହ ବିଭିନ୍ନ ଗ୍ରାମର ସୁବିଧା ଅସୁବିଧା ପଚାରି ବୁଝିଥିଲେ । ତେବେ ଗ୍ରାମ ଗୁଡିକରେ ରହିଥିବା ସମସ୍ୟାଗୁଡିକର ଶୀଘ୍ର ସମାଧାନ କରିବା ପାଇଁ
Read More...

ବରପାଲି ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଜାତୀୟ ହସ୍ତତନ୍ତ ଦିବସ ବରପାଲି ମେହେର ଧର୍ମଶାଳା ଠାରେ ପାଳିତ ହୋଇଯାଇଛି । ମହେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇଥିବା ବେଳେ ବରଗଡ଼ ଜିଲ୍ଲା ବୟନ ଶିଳ୍ପ
Read More...

ବିଜୁ ଜନତା ଦଳ ମହିଳା ଶାଖାର ନଗର ସଭାନେତ୍ରୀ ହେଲେ କଳ୍ପନା ମାଝୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ନଗର ବିଜୁ ଜନତା ଦଳର ମହିଳା ଶାଖା ସଭାନେତ୍ରୀ ଭାବେ ଶ୍ରୀମତୀ କଳ୍ପନା ମାଝୀଙ୍କୁ ରାଜ୍ୟ ସଭାନେତ୍ରୀ ତଥା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମନୋନୀତ କରିଛନ୍ତି । ଫଳରେ ବରଗଡ଼
Read More...

କଅଁସରରୁ ୩ ଫୁଟ ୫ ଇଞ୍ଚର ନାଗସାପ ଉଦ୍ଧାର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କଅଁସର ଗ୍ରାମ ସେମେଲ ପଡ଼ାର ବିପିନ ଭୋଇଙ୍କ ଘରରେ ସାପ ପସିଯାଇ ଥିବା ପରିବାର ଲୋକେ ଓ ରଞ୍ଜିତ ସାହୁ ଦେଖିବାକୁ ପାଇଥିଲେ । ପରେ ସାପ ଧରାଳି ବିକି ଜି ନାଗଙ୍କୁ ଖବର ଦେଇଥିଲେ । ଖବର ପାଇବା ପରେ ବିକି ଉକ୍ତ ଘରକୁ
Read More...

ସମ୍ବଲପୁରୀ ବସ୍ତ୍ରାଳୟରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ : ଗିଫ୍ଟ ଭାଉଚରର ଶୁଭାରମ୍ଭ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ସମ୍ବଲପୁରୀ ବସ୍ତ୍ରାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମେଗା ସୋରୁମ ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସମ୍ବଲପୁରୀ ବସ୍ତ୍ରାଳୟର ପ୍ରଶାସିକା ତଥା ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଯୋଗ ଦେଇ
Read More...