Daily Archives

ସୌମେନ୍ଦ୍ର କୁମାର ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ସଭା ଗୃହରେ ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ଓ ଉପନିର୍ଦ୍ଦେଶକ ସୌମେନ୍ଦ୍ର କୁମାର ମିଶ୍ରଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଜିଲ୍ଲାର ସମସ୍ତ ଜଳ ବିଭାଜିକା
Read More...

ସୁବର୍ଣ୍ଣପୁର ଜିଲ୍ଲା ଡ୍ରାଇଭର୍ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଡ୍ରାଇଭର୍ ସଂଘ ପକ୍ଷରୁ ମୋଟର ଗାଡି ଚାଳକଙ୍କ ଜୀବନ ଜୀବିକାର ସୁରକ୍ଷା ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ବିଶେଷ କରି ୫୫ବର୍ଷ ପରେ ପେନସନ୍ ପ୍ରଦାନ, ସଡକ ଦୁର୍ଘଟଣାରେ
Read More...

କରୋନା ଯୋଦ୍ଧା ସମ୍ମାନ ଓ କରୋନା ସତେତନତା ସହ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଗୋଡଭଗା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ କରୋନା ସଚେତନତା ଓ କରୋନା ଯୋଦ୍ଧା ସମ୍ମାନ ସହ ମାକ୍ସ ଓ ସାନିଟାଇଜର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ସାରର ଅଭାବୀକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲା ସୁବର୍ଣ୍ଣପୁର ବିଜେଡି

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲାରେ ଅତ୍ୟାବଶ୍ୟକ ସାରର ଅଭାବୀକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏକ ଧାରଣା ପ୍ରଦର୍ଶନ କରାଯାଇଛି । ବିଜେଡିର ଜିଲ୍ଲା ସଭାପତି ସରୋଜ କମ୍ପଙ୍କ ନେତୃତ୍‌ତ୍ୱରେ ଶତାଧିକ କର୍ମୀ ଏହି ଧାରଣାରେ
Read More...

ସାରର ନିଅଣ୍ଟିଆ ଅବସ୍ଥା ପାଇଁ କେନ୍ଦ୍ରକୁ ଦାୟୀ କଲା ବିଜୁ କୃଷକ ଜନତା ଦଳ : ବିକ୍ଷୋଭ ପ୍ରଦର୍ଶନ ସହ ରାଷ୍ଟ୍ରପତିଙ୍କ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀଙ୍କ ବାରମ୍ବାର ଅନୁରୋଧ ସତ୍ୱେ କେନ୍ଦ୍ର ସରକାର ରାଜ୍ୟକୁ ଚୁକ୍ତି ମୁତାବକ ସାର ଯୋଗାଉ ନାହାନ୍ତି । ଫଳରେ ରାଜ୍ୟରେ ଚାଷୀଙ୍କ ପାଇଁ ଅତ୍ୟାବଶକୀୟ ସାରର ଘୋର ଅଭାବ ଦେଖା ଦେଇଛି ବୋଲି ଅଭିଯୋଗ କରିବା ସହ ରାଜ୍ୟରେ
Read More...

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ୩ ଦିନ ଛୁଟି ଘୋଷଣା କରାଯାଉ

ପାଟଣାଗଡ଼, (ଗୋରେଖନାଥ ବରିହା) : ପଶ୍ଚିମ ଓଡ଼ିଶାର ୨ କୋଟି ଜନସାଧାରଣଙ୍କ ଭାଷା, ସଂସ୍କୃତି, ପରମ୍ପରାର ବାର୍ତାବହ ପର୍ବ ହେଉଛି ନୂଆଁଖାଇ । ଏହାକୁ ପଶ୍ଚିମ ଓଡ଼ିଶାର ଗଣପର୍ବ କୁହାଯାଏ । ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ଦେବଗଡ଼, ବୌଦ୍ଧ
Read More...

୧୦ ଦଫା ଦାବୀ ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲା ଡ୍ରାଇଭର ମହାସଂଘ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଓଡ଼ିଶା ଡ୍ରାଇଭର ମହାସଂଘ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଜିଲ୍ଲା ସଭାପତି ଅଚ୍ୟୁତ ସେଠଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଜିଲ୍ଲାପାଳ କାର୍ୟ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ଏକ ୧୦ ଦଫା
Read More...

ଲକ୍ଷ୍ମୀନାରାୟଣ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ ଦେଶବେହେରା ସାହିରେ ବିଜେ ପୁରାତନ ଲକ୍ଷ୍ମୀନାରାୟଣ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ମନ୍ଦିର ମୁଖ୍ୟ ମହନ୍ତ ଅନିରୁଦ୍ଧ ରାମାନୁଜ ଦାଶ ମହାରାଜ ଜନ୍ମାଷ୍ଟମୀର ତାପ୍ତର୍ଯ୍ୟ ଏବଂ ଶ୍ରୀକୃଷ୍ଣଙ୍କ ଲୀଳା
Read More...

କୋଭିଡ ଟିକାକରଣ ଶିବିର

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ କଂସିଲ ଓ ଧଅରାଖମନ ଠାରେ ପୃଥକ ପୃଥକ ଭାବେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ଓ କର୍ଲାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମିଳିତ ଆନୁକୂଲ୍ୟରେ କୋଭିଡ ଟିକାକରଣ ଶିବିର ଆୟୋଜନ
Read More...

ଗଞ୍ଜାମ ଜିଲ୍ଲା ଭାରୋତ୍ତୋଳନ ସଂଘ ପକ୍ଷରୁ ମନୁ ଦାସଙ୍କ ବିୟୋଗରେ ଶୋକସଭା

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଗୋଷାଣୀ ନୂଆଗାଁସ୍ଥିତ ଚାଚା ନେହେରୁ ବ୍ୟାୟାମ କେନ୍ଦ୍ର ଠାରେ ଗଞ୍ଜାମ ଜିଲା ଭାରୋତ୍ତୋଳନ ସଂଘର ଉପସଭାପତି, ପୂର୍ବତନ କାଉନସିଲର, ସମାଜସେବୀ ମନୋରଞ୍ଜନ ଦାଶଙ୍କ ବିୟୋଗରେ ଏକ ଶୋକସଭା ସଂଗଠନର କାର୍ଯ୍ୟକାରୀ ସଭାପତି ସଚ୍ଚିଦାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ
Read More...