Daily Archives

ଭଟଲି ଦଧିବାମନ କଲେଜର ୧୧ଜଣ ଛାତ୍ରଛାତ୍ରୀ ୟୁନିଭର୍ସିଟି ଟପ୍ପର

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ବିଭିନ୍ନ ବିଷୟ ସମ୍ମାନରେ ଭଟଲି ଦଧିବାମନ ମହା ବିଦ୍ୟାଳୟର ୧୧ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି । ଏଥିପାଇଁ କଲେଜରେ ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା, ଅଭିଭାବକ ଓ
Read More...

କ୍ଷୀରଧରକୁ ବାର୍ଦ୍ଧକ୍ୟ ଭତ୍ତା ମିଳୁନଥିବା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ବରତୁଣ୍ଡା ଗ୍ରାମ ପଞ୍ଚାୟତ ପୁରେନା ବାସିନ୍ଦା କ୍ଷୀରଧର ନିଆରିଙ୍କୁ ୬୭ ବୟସ ହେଲାଣି, କିନ୍ତୁ ସରକାରୀ ଭତ୍ତା ଯୋଜନାରୁ ବଞ୍ଚିତଥିବା ଅଭିଯୋଗ ହେଉଛି । ସରକାରଙ୍କ ଘୋଷଣା ଅନୁଯାୟୀ କେହିବି ଗରୀବ ବରିଷ୍ଠ ନିରାଶ୍ରୟ
Read More...

ଶ୍ରୀ ଶ୍ରୀ ଜଗନ୍ନାଥ କ୍ଳବ ଶାନ୍ତିନଗର ଆନୁକୂଲ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ଜଗନ୍ନାଥ କ୍ଲବ ଶାନ୍ତିନଗର ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ପଦ୍ମପୁର ବନ ବିଭାଗର ରେଞ୍ଜର ପୂର୍ଣ୍ଣଚନ୍ଦ୍ର ମହନ୍ତ ଶୁଭାରମ୍ଭ
Read More...

ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ ନିୟମ ପାଳନ କରି ଗୁରୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଉପସ୍ଥାପିତ ସର୍ବପଲ୍ଲୀ ରାଧାକୃଷ୍ଣନ ତଥା ଅନ୍ୟ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ପୂଜନ ପରେ ପ୍ରଧାନ
Read More...

ଦାଖଲ କାଗଜ ପତ୍ରରେ ଜାଲିଆତି ନେଇ ଗ୍ରାମବାସୀଙ୍କ ଅଭିଯୋଗ

ସିନାପାଲି, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ରାଣିମୁଣ୍ତା ପଞ୍ଚାୟତ ମହେଶ୍ୱର ଗ୍ରାମର ମାଝିପଡାରେ ନୂତନ ଭାବେ ଅଙ୍ଗନବାଡି କର୍ମୀ ପଦବୀ ପାଇଁ ସମନ୍ୱିତ ଶିଶୁ ବିକାଶ ଯୋଜନା ସିନାପାଲି ଦ୍ୱାରା ବିଜ୍ଞାପନ ହୋଇଥିଲା । ହେଲେ ଜାଲିଆତି କାଗଜପତ୍ର ଦେଇ ମହେଶ୍ୱର
Read More...

ପବିତ୍ର ଗୁରୁଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ପବିତ୍ର ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ
Read More...

ଭଗ୍ନ ଅବସ୍ଥାରେ କେନାଲ : ଚାଷ ଜମିକୁ ଆସୁନି ପାଣି, ଚିନ୍ତାରେ ଚାଷୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ସହ ଜଳ ସେଚନର ସୁବ୍ୟବସ୍ଥା ନ ଥିବାରୁ ଗଞ୍ଜାମ ଜିଲ୍ଲାର ଚାଷ ଜମିଗୁଡିକରେ ମରୁଡି ପରିସ୍ଥିତି ଉପୁଜିଛି । ଚାଷୀ କୂଳ ବିଭିନ୍ନ ଅସୁବିଧାର ସମ୍ମୁଖିନ ହେଉଥିବା ଦେଖିବାକୁ ମିଳିଛି । ଛତ୍ରପୁର ବ୍ଲକର ବିପୁଳିଙ୍ଗି
Read More...

ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ଯୁବ ରେଡକ୍ରସ ପକ୍ଷରୁ କରୋନା ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ରେଡ୍‌କ୍ରସ ଶାଖା ସୌଜନ୍ୟରେ ଛତ୍ରପୁର ସ୍ଥିତ ପଣ୍ଡିତନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ଯୁବ ରେଡକ୍ରସ ପକ୍ଷରୁ କରୋନା ସଚେତନତା ସଭା ଏବଂ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କରୋନାରୁ ରକ୍ଷା ପାଇବାକୁ ହେଲେ ମାସ୍କ
Read More...

ଅଞ୍ଚଳ ମହାବିଦ୍ୟାଳୟର ଯୁକ୍ତ ୩ ଶେଷ ବର୍ଷ ପରୀକ୍ଷାରେ ଛାତ୍ରଛାତ୍ରୀମାନଙ୍କ କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଅଞ୍ଚଳ ମହାବିଦ୍ୟାଳୟ ସମ୍ବଲପୁର ବିଶ୍ଵବିଦ୍ୟାଳୟ ଦ୍ଵାରା ପରିଚାଳିତର ଯୁକ୍ତ ୩ ଶେଷ ବର୍ଷ ସେମିଷ୍ଟର ପରୀକ୍ଷାର ପ୍ରକାଶିତ ଫଳରେ ଅଞ୍ଚଳ ମହାବିଦ୍ୟାଳୟର ଆଠ ଜଣ ଛାତ୍ରଛାତ୍ରୀ କୃତିତ୍ୱ ସହ ବିଭିନ୍ନ ବିଭାଗରେ ଉତ୍ତୀର୍ଣ୍ଣ ହୋଇ ଶ୍ରେଷ୍ଠ
Read More...

ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଶନିବାର ବିଜୟଲକ୍ଷ୍ମୀ ପାଣିଗ୍ରାହୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ପ୍ରତାପପୁର ସ୍ଥିତ ଆର.ଟି. ବିଦ୍ୟାପୀଠରେ ଶିକ୍ଷୟିତ୍ରୀ ଭାବେ ଦାୟିତ୍ୱ ସୁଚାରୁ ରୂପେ ତୁଲାଇ
Read More...