Daily Archives

ନେସ୍‌ନାଲ୍‌ ଏଲିଜିବିଲିଟି କମ୍‌ ଏନ୍‌ଟ୍ରାନ୍ସ ଟେଷ୍ଟ (ୟୁଜି) -୨୦୨୧ ପରୀକ୍ଷା କେନ୍ଦ୍ରର ଠିକଣା ସଂପର୍କରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ନେସ୍‌ନାଲ୍‌ ଏଲିଜିବିଲିଟି କମ୍‌ ଏନ୍‌ଟ୍ରାନ୍ସ ଟେଷ୍ଟ (ୟୁଜି) -୨୦୨୧ ପାଇଁ ଆସନ୍ତା ୧୨ ତାରିଖ ଦିନ ପରୀକ୍ଷା ହେବାକୁ ଥିବା ବେଳେ ପରୀକ୍ଷାର୍ଥୀମାନଙ୍କ ଏଡ୍‌ମିଟ୍‌ କାର୍ଡରେ ପରୀକ୍ଷା କେନ୍ଦ୍ରର ଠିକଣା ଭୁଲରେ ସେଂଚୁରିଆନ୍‌ ପବ୍ଲିକ୍‌ ସ୍କୁଲ,
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୬୨ଜଣକୁ ବୃଦ୍ଧି ପାଇଛି । ୭ ଜଣ ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ
Read More...

ସମାଜସେବୀଙ୍କ ହସ୍ତକ୍ଷେପ ପରେ ତିନି ଶିଶୁ ଆଶୀର୍ବାଦ ଯୋଜନାରେ ସାମିଲ ହେଲେ ଓ ସରକାରୀ ସହାୟତା ପାଇଲେ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ କେନ୍ଦୁପାଟି ଗାଁର ଉତ୍ତମ ବାରିକ କେନସର ରୋଗରେ ଆକ୍ରାନ୍ତ ହୋଇ ଗତ କିଛିମାସ ତଳେ ମୃତ୍ୟୁ ବରଣ କରିଥିଲେ । ତାଙ୍କର ସ୍ତ୍ରୀ ରଶ୍ମିତା ବାରିକ ନିଜର ସୁନା, ଗହଣା, ଜମି ବନ୍ଧକ ରଖି ତାଙ୍କୁ ଉନ୍ନତ ମାନର ଚିକିତ୍ସା ଲାଗି
Read More...

ରାଜ୍ୟ ପ୍ରଶାସନିକ ସେବାରେ କନ୍ଧମାଳର ପ୍ରଥମ କିନ୍ନର ଐଶ୍ୱର୍ଯ୍ୟା ଋତୁପୁର୍ଣ୍ଣା ପ୍ରଧାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ପ୍ରଶାସନିକ ସେବାରେ କନ୍ଧମାଳର ପ୍ରଥମ କିନ୍ନର ଐଶ୍ୱର୍ଯ୍ୟା ଋତୁପୁର୍ଣ୍ଣା ପ୍ରଧାନ । ଐଶ୍ଵର୍ଯ୍ୟା ଋତୁପର୍ଣ୍ଣା ପ୍ରଧାନଙ୍କ ୧୯୮୩ ମସିହା କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକର କନବାଗେରୀ ଗାଁରେ ଜନ୍ମ ହୋଇଥିବା ବେଳେ ଐଶ୍ଵର୍ଯ୍ୟାଙ୍କ
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୦୦ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୩ ଜଣ ୦ ରୁ ୧୮ ବର୍ଷ ବୟସର ସଂକ୍ରମିତ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୨ ଜଣ
Read More...

କୋଶଳୀ କ୍ଷୁଦ୍ର ଚଳଚ୍ଚିତ୍ର ‘ଆମର୍‌ ନୂଆଁଖାଇ’ର ସୁଟିଙ୍ଗ୍‌ ଆରମ୍ଭ

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ନୂଆଁଖାଇକୁ ନେଇ ବେଶ ଉତ୍ସ।ହିତ ସହରଠାରୁ ଗ୍ରାମାଞ୍ଚଳର ଲୋକେ ଯିଏ ଯେଉଁଠି ଥାଉ ନା କାହିଁକି ନିଜ ଭିଟାମାଟିକୁ ଏହି ନୂଆଁଖାଇ ନିମନ୍ତେ ଫେରିଥାଏ । ଗାଁ ଗାଁରେ ବେଶ ଲୋକଙ୍କ ମନରେ ଉତ୍ସ।ହ ଲାଗି ରହିଥିବା ବେଳେ
Read More...

ଖପ୍ରାଖୋଲ ବ୍ଳକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବୀରେ କୃଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଳକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରାଯାଇ ଚାଷୀମାନଙ୍କୁ ମରୁଡି ସହାୟତା ପ୍ରଦାନ କରାଯିବାକୁ ଦାବୀ କରାଯାଇଛି । ସୋମବାର ଖପ୍ରାଖୋଲ ବ୍ଳକ କୃଷକ ସଂଘ ପକ୍ଷରୁ ଏକ ଦାବୀପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ତହସିଲଦାର ଆଦିତ୍ୟ
Read More...

ଦୁର୍ଘଟଣାଗ୍ରସ୍ତ ହେଲା ଅଟୋ : ଡ୍ରାଇଭର ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଟିଟିଲାଗଡ ରାସ୍ତାର ସିନଖମନ ଠାରେ ଗତ ରାତି ପ୍ରାୟ ୯.୩୦ରେ ଗୋଟିଏ ଅଟୋ (ଓଆର୍‌୧୪ୱାଇ୫୬୦୮) ଭାରସାମ୍ୟ ହରାଇ ଗଛରେ ପିଟିଦେଇଥିଲା । ଫଳରେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ସମାଜସେବୀ ମାନେ ଆମ୍ବୁଲାନ୍ସକୁ
Read More...

ମନରେଗା ଯୋଜନାରେ ଶ୍ରମିକମାନଙ୍କ ମଜୁରୀ ଟଙ୍କା ମିଳିନଥିବା ନେଇ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦିନକୁ ଦିନ ଶ୍ରମିକମାନଙ୍କ ଉପରେ ଜୁଲମ ବଢ଼ିବା ସହ ମିଳୁନାହିଁ ନିଜର ପାରିଶ୍ରମିକ ଟଙ୍କା । ଏନେଇ ଶ୍ରମିକ ମାନେ ଜିଲ୍ଲା ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ଅଭିଯୋଗ କଲେ ସୁଦ୍ଧା ମିଳୁନାହିଁ ନ୍ୟାୟ । ମିଳୁଛି ଖାଲି ତାରିଖ ଉପରେ ତାରିଖ ।
Read More...

ଯୁବପିଢିଙ୍କୁ ବୈଜ୍ଞାନିକ ପଦ୍ଧତିରେ ମାଛଚାଷ ସମ୍ବନ୍ଧରେ ପ୍ରଶିକ୍ଷଣ ଶିବିର

ଗଞ୍ଜାମ, (ପ୍ରଦିପ କୁମାର ପଣ୍ଡା) : କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ନାରୀ ସଶକ୍ତିକରଣ ଉଦ୍ଦେଶ୍ୟ ନେଇ ମାଛ ଚାଷ ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ସୋମବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବୈଜ୍ଞାନିକ ପଦ୍ଧତିରେ
Read More...