Daily Archives

ଗତ ୨୪ ଘଂଟାରେ ରାଜ୍ୟରେ ୭୬୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୮୫୩ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧୯ ଜଣ ଆଂଚଳିକ
Read More...

ସ୍ୱର୍ଗତ ବୁଦ୍ଧଦେବ ପ୍ରଧାନଙ୍କ ଶ୍ରାଦ୍ଧୋତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ମିଲନ ମଣ୍ଡପଠାରେ ସ୍ୱର୍ଗତ ବୁଦ୍ଧଦେବ ପ୍ରଧାନଙ୍କ ୫ମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଭଗବାନ ମିଶ୍ର ସ୍ମୃତି କମିଟି ଦ୍ୱରା ଆୟୋଜିତ ସଭାରେ ସଭାପତି ପ୍ରୀତମ ସିଂ ସଭାପତିତ୍ୱ କରିଥିଲେ । ଏଥିରେ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ
Read More...

ବନ୍ଦୀଜୀବନ ବିତାଉଥିବା କଏଦୀମାନଙ୍କୁ ସ୍ୱାବଲମ୍ବନଶୀଳ କରାଇବାରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ଏକ ଅଭିନବ ପ୍ରୟାସ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁରଠାରେ ଅବସ୍ଥାପିତ ଉପକାରାଗାରରେ ବନ୍ଦୀଜୀବନ ବିତାଉଥିବା କଏଦୀମାନଙ୍କୁ ସ୍ୱାବଲମ୍ବନଶୀଳ କରାଇବାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି । ନିକଟରେ ଚର୍ଚ୍ଚାରେ ଆସିଥିବା ଛତ୍ରପୁର
Read More...

ଆଞ୍ଚଳିକ କୃଷକ ଶ୍ରମିକ ସଂଘ ବିରାଟ ଆନ୍ଦୋଳନ ପାଇଁ ସଜବାଜ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ସର୍ଗି ବାହାଲ ବଜାର ପ୍ରାଙ୍ଗଣରେ ଆଞ୍ଚଳିକ କୃଷକ ଶ୍ରମିକ ସଂଘର ସଭାପତି ଗୋବର୍ଦ୍ଧନ ଭୋଏଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇ ଯାଇଛି । ସୂଚନା ଅନୁସାରେ ପଦ୍ମପୁର ଉପଖଣ୍ଡର ଚାଷୀ ସମ୍ପୂର୍ଣ୍ଣ ଭାବେ ବର୍ଷାଜଳ ଉପରେ ନିର୍ଭର
Read More...