Daily Archives

୫ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୫ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୯୦ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୭୬ ଜଣ ଆଂଚଳିକ
Read More...

ବଲାଙ୍ଗିର ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲଗାଣ ବର୍ଷା ଯୋଗୁଁ ଆଜି ବଲାଙ୍ଗିର ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା ଲଗାଣ ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ଜିଲ୍ଲାର ସମସ୍ତ
Read More...

ଲଗାଣ ବର୍ଷା ବଢାଇଲା ବନ୍ୟା ଆଶଙ୍କା : ୧୩ଟି ନଦୀରେ ବଢୁଛି ଜଳସ୍ତର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଭ୍ୟନ୍ତର ଓଡ଼ିଶାରେ ପ୍ରବଳ ବର୍ଷା ପରେ ଫୁଲିଛି ୧୩ଟି ନଈ । ମଥାନୀଠାରେ ଜଳାକା ନଦୀ ବିପଦ ସଂକେତ ଉପରେ ପ୍ରଭାବିତ ହେଉଥିବା ବେଳେ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବାଂଶଧାରା, ରୁଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଇବାରେ
Read More...

କୋଶଲୀ ଡେରାର ନୂଆଁଖାଇ ଭେଟ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ କୋଶଲୀ ସାହିତ୍ୟ ସଂଗଠନ କୋଶଲୀ ଡେରାର ନୂଆଁଖାଇ ଭେଟ୍‌ଘାଟ୍‌ ଗୁଗୁଲ ମିଟରେ ଅନୁଷ୍ଠିତ ହୋଇଯାଇଛି । କୋଶଳାଞ୍ଚଲର ଗଣପର୍ବ ନୂଆଁଖାଇ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରୁ ନୀଲମାଧବ ପାଣିଗ୍ରାହି ସମ୍ମାନ ପ୍ରାପ୍ତ
Read More...

ଜୟ କିଷାନ ପାଠାଗାରର ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ବ୍ଲକର ଦେବାହାଲ ସ୍ଥିତ ଜୟ କିଷାନ ପାଠାଗାର ଆନୁକୂଲ୍ୟରେ ଆଜି ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ୪୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ବୁର୍ଲାର ଡାକ୍ତର ପଙ୍କଜ କୁମାରଙ୍କ ତତ୍ବାବଧାନରେ ରକ୍ତ ସଂଗ୍ରହ ହୋଇଥିଲା । ଏହି ଅବସରରେ ଏକ
Read More...

‘ଦିଶା’ର ତୃତୀୟ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷଠାର ଆଜି ଜିଲ୍ଲା ଉନ୍ନୟନ ସମନ୍ବୟ ଓ ପରିଚାଳନା ସମିତି 'ଦିଶା'ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସରକାରଙ୍କ
Read More...

ଗଞ୍ଜାମ ଟାଏକୋଣ୍ଡୋ ପ୍ରଶିକ୍ଷଣ କେନ୍ଦ୍ର ନିମନ୍ତେ ଆବଶ୍ୟକୀୟ ପ୍ରୋତ୍ସାହନା, ସୁବିଧା ସୁଯୋଗ ପ୍ରଦାନ ଦାବୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଟାଏକୋଣ୍ଡୋ ଭଳି ଏକ ଅଲମ୍ପିକ ମାନ୍ୟତା ପାଇଥିବା ଖେଳରେ ଗଞ୍ଜାମ ଜିଲ୍ଲାର କ୍ରୀଡ଼ାବିତ୍‌ମାନେ କ୍ରମାଗତ ଭାବେ ଉନ୍ନତ ପ୍ରଦର୍ଶନ କରି ଆସୁଛନ୍ତି । ଗତ ଜୁଲାଇ ୨୨ରୁ ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ କୋରିଆରେ ଅନୁଷ୍ଠିତ ବିଶ୍ୱ ଟାଏକୋଣ୍ଡୋ ଓପନ
Read More...